ଗୋପାଷ୍ଟମୀରେ ଗୋପୂଜନ କଲେ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ

"ଗୋମାତାଙ୍କ ସେବା ଓ ସୁରକ୍ଷା ପରମ କର୍ତ୍ତବ୍ୟ" ଭୁବନେଶ୍ୱର,୦୯/୧୧/୨୦୨୪:ଭାରତୀୟ ସଂସ୍କୃତି ଓ ପରମ୍ପରାରେ ଗୋମାତାଙ୍କ ଅବଦାନ ଅତୁଳନୀୟା ଆମ ସନାତନ ସଂସ୍କୃତି ଓ ପରମ୍ପରା ଅନୁଯାୟୀ ଗୋସେବା କଲେ କୋଟି ଦେବଦେବୀଙ୍କ ଆଶୀର୍ବାଦ ପ୍ରାପ୍ତ ହୋଇଥାଏା ଦେଶରେ ଗୋହତ୍ୟାକୁ ସଂପୂର୍ଣ୍ଣ ବନ୍ଦ କରିବା…

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ଉଚ୍ଚ ଶିକ୍ଷା କ୍ଷେତ୍ରରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷା ନୀତି…

 ଭୁବନେଶ୍ୱର : ଉଚ୍ଚ ଶିକ୍ଷା କ୍ଷେତ୍ରରେ  ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ…

ହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ: ଖୁବ୍ ଶୀଘ୍ର ପୂରଣ ହେବ ଖାଲି ପଦବୀ

ଭୁବନେଶ୍ୱର, ୯ ନଭେମ୍ବର ୨୦୨୪: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ban ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର…

ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି

ଭୁବନେଶ୍ୱର,୯ ନଭେମ୍ବର ୨୦୨୪: ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium ପ୍ରଦାନ ପାଇଁ ମୁଖ୍ୟ ମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି…

ଆଦିମ ଜନଜାତିଙ୍କ ସ୍ଥାୟୀ ଜୀବନ ଜୀବିକା ଅର୍ଜନ ପାଇଁ ଉଦ୍ଧିଷ୍ଟ ବନ୍ଦ ପ୍ରକଳ୍ପକୁ ପୁନଃ ଆରମ୍ଭ କରିବାକୁ ଦାବୀ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ବଣ ପାହାଡ ଘେରା ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଳକାଞ୍ଚଳରେ ବର୍ଷ ବର୍ଷ ଧରି ବସବାସ କରି ଆସୁଥିବା ଆଦିମ ଜନଜାତିଙ୍କ ସାମୁହିକ ବିକାଶ କରି ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଲକ୍ଷ୍ୟ ନେଇ ଗତ ୭ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜାତୀୟ ଆଇନ ସେବା ଦିବସ, ୨୦୨୪ ପାଳିତ:

ନବରଙ୍ଗପୁର, ୦୯/୧୧. ଅଶୋକ ସାହୁ, ଶାସକ ପ୍ରଶାସକ,ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଆଇନଜୀବି ଓ ପାରା ଲିଗାଲ ସଦସ୍ୟ ମାନଙ୍କୁ ନେଇ ଜାତୀୟ ଆଇନ ସେବା ଦିବସ, ୨୦୨୪ ପାଳନ ହେଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ,…

ଚଣ୍ଡୀଭଟା ର କଳାଧାନ ଚାଷ ପରିଦର୍ଶନ କଲେ ପଦ୍ମପୁର ଉପଜିଲ୍ଲାପାଳ

ଝାରବନ୍ଧ/ମନୋହର ଦାଶ -ଝାରବନ୍ଧ ବ୍ଲକ ଚଣ୍ଡୀଭଟା ଅର୍ଗାନିକ ଲାଇଫ ଫାର୍ମିଙ୍ଗ ପ୍ରଡ଼୍ୟୁସର କମ୍ପାନୀ ଲିମିଟେଡ଼ କଳା ଧାନ ଉତ୍ପାଦନ କରି ସାରା ଦେଶ ବିଦେଶ ରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରି ସମାଜ ପାଇଁ ଏକ ଉଦାହରଣ ସାଜିଛି ଯାହା ଅନ୍ୟ ମାନଙ୍କ ପାଇଁ ପ୍ରେରଣା ଅଟେ l ଚଣ୍ଡୀଭଟା…

ରାଜ୍ୟ ନୁହେଁ, ନିଜର ବିକାଶ ଚାହୁଁଛନ୍ତି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ – ଧର୍ମେନ୍ଦ୍ର ପ୍ରଧାନ

• ଚକ୍ରଧରପୁର ଓ ଚାଇଁବାସା ସମେତ ବିଭିନ୍ନ ସ୍ଥାନରେ ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ • ଶୌର୍ଯ୍ୟ, ସମୃଦ୍ଧ ସଂସ୍କୃତି, ତ୍ୟାଗ, ଓ ବଳିଦାନର ମାଟି ଝାଡଖଣ୍ଡ • ଝାଡ଼ଖଣ୍ଡରେ ରୁଟି, ବେଟି ଓ ମାଟି ଉପରେ ଘୋର ସଙ୍କଟ ଦେଖାଦେଇଛି• ଚକ୍ରଧରପୁର କେରା ଠାରେ ପୁଣ୍ୟାତ୍ମା ଗୋପବନ୍ଧୁଙ୍କ…

ମହିଳା ସ୍ନାତକ ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍ ଘାଟନୀ ଉତ୍ସବ

ପାରଳାଖେମୁଣ୍ଡି / ବାଳାକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହିଳା ମହାବିଦ୍ୟାଳୟରେ ଆତ୍ମ-ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ, ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ଡ .ରୀନା ସାହୁଙ୍କ ସଭାପତିତ୍ବରେ ସୁଚାରୁ ରୂପେ ଉଦଘାଟିତ ହୋଇଯାଇଛି।…

ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୪ର୍ଥ ଶ୍ରେଣୀ ଛାତ୍ର ଙ୍କର ଝୁଲନ୍ତା ଶବ ଉଦ୍ଧାର ।

କାଶୀପୁରରୁ ବୈକୁଣ୍ଠ ଦୁରିଆ -ରାୟଗଡା ଜିଲ୍ଲା କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଆଜି ମଧ୍ୟାନ ରେ ଉକ୍ତ ବିଦ୍ୟାଳୟ ରେ ଅଧ୍ୟନରତ ଜଣେ ଛାତ୍ର ନିଜ ବେକରେ ଟାୱାଲ ଯୋଗ ଆତ୍ମହତ୍ୟା କରିଥିବା ଓ ଝୁଲନ୍ତା ଅବସ୍ଥାରେ…