ଡୁଙ୍ଗୁରିପାଲି ମହାବିଦ୍ୟାଳୟ ରେ ଆତ୍ମରକ୍ଷା ତାଲିମ୍ ଶିବିର ଉଦଯାପିତ

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡ଼ୁଙ୍ଗୁରିପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ମିଳିତ ଆନୁକୂଲ୍ୟ ରେ ଛାତ୍ରୀ ଙ୍କ ଆତ୍ମସୁରକ୍ଷା ତାଲିମ୍ ଶିବିର ଗତ୧୭.୦୧.୨୦୨୫ ରୁ ଆରମ୍ଭ ହୋଇ ଆଜି ଉଦଯାପିତ…

୧୩ ତମ ଭୈରବୀ ନୋବୁଲ୍ ଆୱାର୍ଡ଼ ଅନୁଷ୍ଠିତ

 ସମ୍ବର୍ଦ୍ଧିତ ହେଲେ ଭଦ୍ରକ ଜିଲ୍ଲା ଟପ୍ପର ଓ ବ୍ଲକ୍  ୧୬ ଜଣ ଟପ୍ପର।    ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ଅନ୍ତର୍ଗତ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସର ରେ ଭୈରବୀ ନୋବୁଲ୍ ଫାଉଣ୍ଡେସନ ଟ୍ରଷ୍ଟ ବାସୁଦେବପୁର ପକ୍ଷ ରୁ ଭଦ୍ରକ ଜିଲ୍ଲାର ପ୍ରଥମ ଓ…

ବାଳିକା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

ବାସୁଦେବପୁର - ବାସୁଦେବପୁର ଅଟଳ ବିହାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବାଳିକା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇ ଯାଇଛି। ଏହି ଉଦ୍ ଜାପାନୀ ଉତ୍ସବ ରେ ସଭାପତିତ୍ବ କରିଥିଲେ ଅଧ୍ୟକ୍ଷ ବିଷ୍ଣୁ ମୋହନ ସ୍ୱାଇଁ। ଅଧ୍ୟକ୍ଷ ବିଷ୍ଣୁ ମୋହନ ସ୍ୱାଇଁ ତାଙ୍କର ବକ୍ତବ୍ୟ ରେ ବାଳିକା…

୧୨ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପ : ସେମିରେ ତାଳଚେର

ପଦ୍ମପୁର :- ଖଇରପାଲି ହାଇସ୍କୁଲ ପଡ଼ିଆଠାରେ ଜେ.ଏସ୍.ସି.ସି ଦ୍ଵାରା ଆୟୋଜିତ ୧୨ତମ ସର୍ବଭାରତୀୟ ଗୋଲ୍ଡେନ ଷ୍ଟାର କ୍ରିକେଟ କପ ର ଚତୁର୍ଥ ଦିନ ଖେଳରେ ୪ଟି ଦଳ ଭାଗ ନେଇଥିଲେ। କ୍ବାଟର ଫାଇନାଲ ମ୍ୟାଚରେ ଭୁବନେଶ୍ୱର କୁ ହରାଇ ତାଳଚେର ସେମିଫାଇନାଲରେ ପ୍ରବେଶ କରିଛି। ଚତୁର୍ଥ ମ୍ୟାଚର…

ଜାତୀୟ ମତଦାତା ଦିବସ ପାଳିତ।

ପଦ୍ମପୁର:- ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଜାତୀୟ ମତଦାତା ଦିବସ ପାଳନ ହୋଇଯାଇଛି । ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ରାଣୀ ନାଥ ଏହି କାର୍ଯ୍ୟକ୍ରମର ସଭାପତିତ୍ଵ କରିଥିଲେ । ରାଜନୀତି ବିଜ୍ଞାନର ଅଧ୍ୟାପିକା ଶ୍ରୀମତୀ ମଧୁମିତା ପଧାନ ଓ ଅଧ୍ୟାପକ ଶ୍ରୀ ଧୀରେନ୍ଦ୍ର ବର୍ଗେ ସଭାର…

ଭଞ୍ଜନଗର ରେ ଉପଖଣ୍ଡ ସ୍ତରୀୟ ଜାତୀୟ ମତଦାତା ଦିବସ ପାଳିତ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଉପଖଣ୍ଡସ୍ତରୀୟ ୧୫ ତମ ଜାତୀୟ ମତଦାତା ଦିବସ ଶନିବାର ୨୪ ତାରିଖ ୨୦୨୫ ଭଞ୍ଜନଗରସ୍ଥ ଆର.ଏମ୍. ସି.ମାର୍କେଟ ପରିସର ମଧ୍ୟରେ ପାଳିତ ହୋଇଯାଇଛି। ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଷ୍ଟ୍ର ଗଠନରେ ଭୋଟର(ମତଦାତା)…

ବସନ୍ତପୁର ସାଇ ମନ୍ଦିରରେ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

ଜଗତସିଂହପୁର - ତେଣ୍ଡାକୁଡା ପଞ୍ଚାୟତ ଅନ୍ତର୍ଗତ ବସନ୍ତପୁର ଶ୍ରୀ ଶିରିଡି ସାଇ ଚ୍ୟାରୀଟେବୁଲ ଟ୍ରଷ୍ଟର ପୂର୍ବତନ ସଭାପତି ନିଖିଲ ଚନ୍ଦ୍ର ମହାନ୍ତିଙ୍କ ସ୍ମୃତିରେ ଭୁବନେଶ୍ୱରର ବିଖ୍ୟାତ କେୟାର ହସ୍ପିଟାଲ କତୃପକ୍ଷଙ୍କ ସହାୟତାରେ ଏକ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି |…

ଜାତୀୟ କନ୍ୟା ଶିଶୁ ଦିବସରେ ଜିଲ୍ଲାସ୍ତରୀୟ ସହଭାଗୀ ପରାମର୍ଶ ବୈଠକ ଓ ସଚେତନତା ଅଭିଯାନ ଆୟୋଜିତ

କେନ୍ଦୁଝର : ଜାତୀୟ କନ୍ୟା ଶିଶୁ ଦିବସ ୨୦୨୫ ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ (ଡିସିପିୟୁ) ଏବଂ ହମାରା ବଚପନ୍‌ ଟ୍ରଷ୍ଟ (ଏଚବିଟି) ଦ୍ୱାରା କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲ୍ଲାସ୍ତରୀୟ ସହଭାଗୀ ପରାମର୍ଶ ବୈଠକ ଆୟୋଜିତ ହୋଇଥିଲା ।ଶିଶୁ ବିବାହ, ଚାଲାଣ ଏବଂ ଶିଶୁ…

ଦୟା ପ୍ରଦୂଷଣ ପାଇଁ ଦାୟୀ ବିଏମସି କମିଶନର ଓ ପୂର୍ବତଟ ରେଳ ମହାପ୍ରବନ୍ଧକ ବିରୁଦ୍ଧରେ 27ତାରିଖରେ ଏତଲା ଦେବ ମହାନଦୀ…

ଆସନ୍ତା 6 ତାରିଖରେ ଗଙ୍ଗୁଆ,ଦୟା ଓ ଚିଲିକା ସୁରକ୍ଷା ପାଇଁ କନସଲଟେସନ ଭୁବନେଶ୍ୱର :  ଦୟାର ପ୍ରଦୂଷିତ ବିଷାକ୍ତ ପାଣି ବ୍ୟବହାର କରି କଣାସ ବ୍ଲକର ଚାରି ଜଣଙ୍କ ମୃତ୍ୟୁ ସହିତ ଶତାଧିକ ଲୋକ ବିଭିନ୍ନ ଡାକ୍ତରଖାନାରେ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି l ଏହି ସମ୍ବେଦନଶୀଳ ଘଟଣାରେ…

ସ୍ଵରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପୁରସ୍କାର ଘୋଷଣା

ଓଡିଶାରୁ ଦୁଇଜଣଙ୍କୁ ରାଷ୍ଟ୍ରପତି ପଦକ , ୬ ଜଣଙ୍କୁ ସାହସିକତା ପୋଲିସ ସେବା ପଦକ ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସ ୨୦୨୫ ନିମନ୍ତେ ଭାରତ ସରକାରଙ୍କ ସ୍ଵରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପୁରସ୍କାର ଘୋଷଣା କରାଯାଇଛି। କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସେବା ନିମନ୍ତେ ଓଡ଼ିଶାର ୧୯…