Sign in
Sign in
Recover your password.
A password will be e-mailed to you.
ସୋଆ ଫାର୍ମାସୀ କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମଙ୍ଗଳବାର ସାରା ଦେଶରେ ସ୍ବାସ୍ଥ୍ୟ ସେବା କ୍ଷେତ୍ର ନିମନ୍ତେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ…
ମସ୍ତିଷ୍କ ଆଘାତ ଜନିତ ସମସ୍ୟା ବିଶ୍ୱରେ ମୃତ୍ୟୁର ଦ୍ୱିତୀୟ ବୃହତ୍ କାରଣ: ପ୍ରଫେସର ଅଶୋକ ମହାପାତ୍ର
ଭୁବନେଶ୍ୱର, ଅକ୍ଟୋବର ୨୯ : ସାରା ବିଶ୍ୱରେ ହୃଦ୍ଘାତ ମଣିଷର ମୃତ୍ୟୁର ପ୍ରଥମ ବୃହତ କାରଣ ହୋଇଥିବା ବେଳେ ମସ୍ତିଷ୍କରେ ଆଘାତ ଅଥବା ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ହେଉଥିବା ମୃତ୍ୟୁ ଦ୍ୱିତୀୟ ବୃହତ କାରଣ ବୋଲି କହିଛନ୍ତି ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ…
ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଓଡ଼ଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ରଶି ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
ଜିଲ୍ଲା ସ୍ତରୀୟ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ପାଳିତ
ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଜାତୀୟ ବିପର୍ଯ୍ୟୟ ପ୍ରଶମନ ଦିବସ ଗଜପତି ଜିଲ୍ଲା ସଦର ମହକୁମା ଠାରେ ଆଜି ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଆଜି ସକାଳେ ଏକ ସଚେତନତା ମିନି ମାରାଥନ୍ ରାଲୀ ଅତିରିକ୍ତ…
ଅନ୍ଧ ବିଶ୍ୱାସ ର କୁପରିଣତି , ଗୁଣି ଗାରେଡ଼ି ସନ୍ଦେହ ରେ ଆଦିବାସୀ ମହିଳା ଙ୍କୁ ପ୍ରାଣାନ୍ତକ ଆକ୍ରମଣ ##
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୯/୧୦/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ଅଞ୍ଚଳା ଗ୍ରାମରେ ଆଜି ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଗୁଣି ଗାରେଡ଼ି କରୁଥିବା ସନ୍ଦେହ ରେ ଅଞ୍ଚଳା ଗ୍ରାମର କିଛି ଲୋକ ଜଣେ ଆଦିବାସୀ ମହିଳା ଙ୍କୁ ଅତି ନିର୍ଦ୍ଦୟ ଭାବରେ…
ବନ୍ଧୁପାଲି ଠାରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ
ବିଜେପୁର :- ସୁଶାନ୍ତ ସାହୁ ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ବାନ୍ଦୁପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏ ଅବସରରେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା, ସମ୍ମାନୀତ ଅତିଥି…
ଅଞ୍ଚଳ ମହାବିଦ୍ୟାଳୟ ଇତିହାସ ବିଭାଗର ପାଠଚକ୍ର
ପଦ୍ମପୁର :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ସମ୍ମିଳନୀ ପ୍ରକୋଷ୍ଠରେ ଇତିହାସ ବିଭାଗର ଏକ ପାଠଚକ୍ର ଶୀର୍ଷକ "ନଙ୍କ ଦୁର୍ଭିକ୍ଷ ଓ ଟିରେଭେନ୍ସାଙ୍କ ଭୂମିକା" ଡଃ ବିରଞ୍ଚି ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ବକ୍ତା ଭାବରେ ଇତିହାସ ବିଭାଗର ପୂର୍ବତନ ପ୍ରାଧ୍ୟାପକ ଗଜରାଜ…
ଜିଲ୍ଲା ଅଦାଲତ ପରିସରରେ ରକ୍ତଦାନ ଶିବିର
ଜଗତସିଂହପୁର ତା- ୨୯.୧୦.୨୦୨୪ ସୁମନ୍ତ କୁମାର ଦାସ:ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଅବସରରେ ଜିଲ୍ଲା ଆଇନ ସେବା ପ୍ରାଧୀକରଣ ଓ ଜିଲା ଓକିଲ ସଂଘର ମିଳିତ ଆନୁକୂଲ୍ୟରେ ଜଗତସିଂହପୁର ଜିଲ୍ଲା ଅଦାଲତ ପରିସରରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ…
ଦୁର୍ନୀତି ନିବାରଣ ସତର୍କତା ସଭା ଆୟୋଜିତ
ଜଗତସିଂହପୁର,ତା-୨୯.୧୦.୨୦୨୪/ସୁମନ୍ତ କୁମାର ଦାସ: ତା ୨୮.୧୦.୨୦୨୪ରିଖ ଠାରୁ ୦୩.୧୧.୨୦୨୪ରିଖ ପର୍ଯ୍ୟନ୍ତ ଜିଲ୍ଲା ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ୍ ଠାରେ ଦୁର୍ନୀତି ନିବାରଣ ସତର୍କତା ସଭା…
ସ୍ଵତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ-୨୦୨୫ ଉପଲକ୍ଷେ ପଦଯାତ୍ରା ଓ ପଥୋତ୍ସବ ଅନୁଷ୍ଠିତ
ଜଗତସିଂହପୁର,ତା-୨୯.୧୦.୨୦୨୪/ସୁମନ୍ତ କୁମାର ଦାସ: ଆଜି ପୂର୍ବାହ୍ନରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ଅଭିଯାନ-୨୦୨୫ ପରିପ୍ରେକ୍ଷୀରେ ନୂତନ ଭୋଟରମାନଙ୍କୁ ସଚେତନ କରିବା ନିମନ୍ତେ ପଦଯାତ୍ରା ଓ ପଥଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ…