Sign in
Sign in
Recover your password.
A password will be e-mailed to you.
ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ବର୍ଷକୁ ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ଘୋଷଣା
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (CL) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି (…
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ବାତିଲ୍
ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କ ଛୁଟି ଅକ୍ଟୋବର ୨୩-୨୫ ପର୍ଯ୍ୟନ୍ତ ବାତିଲ୍ କରାଯାଇଛି । ଏଥିସହିତ ଆବଶ୍ୟକସ୍ଥଳେ ଜିଲ୍ଲା ପ୍ରଶାସନ ଜିଲ୍ଲାର ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନଙ୍କୁ…
ସମ୍ଭାବ୍ୟ ବାତ୍ୟାର ମୁକାବିଲା ଓ ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ନେଇ ପ୍ରସ୍ତୁତି ବୈଠକ
ରାଜ୍ୟ ସରକାରଙ୍କ "ଶୂନ୍ୟ ମୃତୁ୍ୟ'ର ଲକ୍ଷ୍ୟ ପୂରଣ ଦିଗରେ କାର୍ଯ୍ୟ କରିବାକୁ ପଞ୍ଚାୟତିରାଜ ମନ୍ତ୍ରୀ ଶ୍ରୀ ନାଏକଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୨/୧୦/୨୦୨୪: ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ଦ୍ୱାରା ସମ୍ଭାବ୍ୟ ବାତ୍ୟା "ଦାନା'ର ମୁକାବିଲା ଓ ପରବର୍ତ୍ତୀ ପୁନରୁଦ୍ଧାର ପ୍ରକ୍ରିୟା ପାଇଁ…
ଅଙ୍ଗନବାଡି କର୍ମୀ ଓ ସୁପରଭାଇଜାରମାନଙ୍କ ବୃତ୍ତିଭିତ୍ତିକ ତାଲିମ କାର୍ଯ୍ୟକ୍ରମ
୩୨ଦିନିଆ ତାଲିମ କାର୍ଯ୍ୟକ୍ରମରେ ଯୋଗଦେବେ ୧୪୦ ଅଙ୍ଗନବାଡୀ କର୍ମୀ ଓ ୨୫ ସୁପରଭାଇଜର
ପ୍ରତିଦିନ ସକାଳ ଯୋଗାଭ୍ୟାସ ସହ ବ୍ୟାୟମର ରହିଛି ସୁବିଧା
ଭୁବନେଶ୍ୱର,୨୨/୧୦/୨୦୨୪: ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆଜି ଆରମ୍ଭ ହୋଇଯାଇଛି ସୁପରଭାଇଜର ଓ…
” ‘ଦାନା’ ଅକ୍ଟୋବର ୨୪ ରାତିରେ କେନ୍ଦ୍ରାପଡ଼ା-ଭଦ୍ରକ ଉପକୂଳରେ ସ୍ଥଳ ଭାଗ ଛୁଇଁବ”
ଭୁବନେଶ୍ୱର, ଅକ୍ଟୋବର ୨୨: ବଙ୍ଗୋପସାଗରରେ ଘନୀଭୂତ ହୋଇଥିବା ଘୂର୍ଣ୍ଣିଝଡ଼ ଅକ୍ଟୋବର ୨୪ ରାତିରେ ଓଡ଼ିଶା ଉପକୂଳ ଦେଇ ଗତି କରିବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶା ଉପକୂଳ କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲା…
ବେଦାନ୍ତ ଆଲୁମିନିୟମ ଏହାର ମେଗା ଆଲୁମିନିୟମ ପ୍ଳାଂଟ ଝାରସୁଗୁଡ଼ାରେ ସମ୍ବଲପୁରର ଆଇଆଇଏମର ଛାତ୍ରଛାତ୍ରୀ ମାନଙ୍କୁ…
ଝାରସୁଗୁଡ଼ା: ବେଦାନ୍ତ ଆଲୁମିନିୟମ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ଏହାର କ୍ୟାମ୍ପସ ସଂଯୋଗ ପଦକ୍ଷେପର ଏକ ଅଂଶ ଭାବରେ ସମ୍ବଲପୁରର ଆଇଆଇଏମ ଛାତ୍ରଛାତ୍ରୀମାନଙ୍କୁ ହୋଷ୍ଟ ଭାବେ ନେଇଥିଲା। ଏହି ପରିଦର୍ଶନ ସମୟରେ ଛାତ୍ରମାନେ ବେଦାନ୍ତର କାର୍ଯ୍ୟକଳାପକୁ ବୁଲି ଦେଖିବା ସହିତ ଆଲୁମିନିୟମ…
ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ସରକାରଙ୍କ ସହ ଆଲୋଚନା
ଭୁବନେଶ୍ୱର - 21/10 ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତିକୁ ନେଇ ଦୀର୍ଘ ଦିନର ଆନ୍ଦୋଳନ ଏବଂ ଆଲୋଚନା ପରେ ଗତ 9, ଅକଟୋବର 2024ରେ ଷ୍ଟାଫ ସିଲେକସନ କମିଶନର 6000 ଶିକ୍ଷକ ନିଯୁକ୍ତି ବିଜ୍ଞାପନରେ ହିନ୍ଦୀ,ସଂସ୍କୃତ, ତେଲଗୁ, ଉର୍ଦ୍ଦୁ,ବିଜ୍ଞାନ,ପିଇଟି ଶିକ୍ଷକ ଇତ୍ୟାଦି ଶିକ୍ଷକ ନିଯୁକ୍ତି ପାଇଁ…
ଭୟଭୀତ ହେବା ନାହିଁ; ଧର୍ଯ୍ୟର ସହ ମୁକାବିଲା କରିବା : ମନମୋହନ ସାମଲ
ସେବା, ସହାୟତା, ରିଲିଫ କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ ସହଯୋଗ କରିବାକୁ କାର୍ଯ୍ୟକର୍ତାମାନେ ନିୟୋଜିତ ହେବେ
ଭୁବନେଶ୍ୱର, ତା.୨୨/୧୦ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା…
ଜିଲ୍ଲା ପ୍ରଶାସନ ସହ ମିଶି କାମ କରିବାକୁ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟମାନଙ୍କୁ ଅନୁରୋଧ କଲେ ଉପମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର, ତା ୨୨/୧୦/୨୦୨୪: ସମ୍ଭାବ୍ୟ ବାତ୍ୟା “ଦାନା” କୁ ଦୃଷ୍ଟିରେ ରଖି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ବାତ୍ୟା ଦ୍ଵାରା ପ୍ରଭାବିତ ଜିଲ୍ଲାରେ କାର୍ଯ୍ୟରତ ଜିଲ୍ଲାସ୍ତରୀୟ ମହାସଂଘ, ବ୍ଲକସ୍ତରୀୟ…
ସମ୍ଭାବ୍ୟ ବାତ୍ୟା:ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ
• ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ ସବୁ ଜେନେରେଟର ସେଟ୍ ଗୁଡିକ କାର୍ଯ୍ୟକ୍ଷମ ଯାଞ୍ଚ ପାଇଁ ଯଥା ଶୀଘ୍ର ଟ୍ରାଏଲ ରନ କରିବାକୁ ନିର୍ଦ୍ଦେଶ
• ବାତ୍ୟାରେ ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ଘଟିଲେ ତୁରନ୍ତ ପୁନଃ କାର୍ଯ୍ୟକ୍ଷମ ଉପରେ ଗୁରୁତ୍ୱ
• ପାନୀୟ ଜଳ ପାଇଁ ଆଗୁଆ…