Sign in
Sign in
Recover your password.
A password will be e-mailed to you.
ଉମରକୋଟ ଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ନବରଙ୍ଗପୁର ଅଶୋକ ସାହୁ, ଶାସକ ପ୍ରଶାସକ: ଉମରକୋଟ ସହର ସ୍ଥିତ ପୌରପରିଷଦ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା…
ଖଲ୍ଲିକୋଟ ରେ ଗଜଲକ୍ଷ୍ମୀ ଙ୍କ ଭସାଣି ଯାତ୍ରା।
(ଶାସକ ପ୍ରଶାସକ/ ଖଲ୍ଲିକୋଟ ରୁ ଶିବରାମ ଜେନା)ଖଲ୍ଲିକୋଟ:୨୦/୧୦, ସ୍ଥାନୀୟ ଖଲ୍ଲିକୋଟ ରେ ଗତ୧୬-୧୦- ୨୪ ଠାରୁ ଆରମ୍ଭ ହୋଇ ଥିବା ଗଜଲକ୍ଷ୍ମୀ ପୂଜା ୨୦-୧୦-୨୦୨୪ରେ ସମ୍ପନ୍ନ ହୋଇଯାଇଅଛି।ଏଅଵସରରେ କହିବାକୁ ଗଲେ , ଖଲ୍ଲିକୋଟ ର ଯୁବଗୋଷ୍ଠୀ ତଥା ବ୍ୟବସାୟୀ ସଂଘର ସଦସ୍ୟ ବୃନ୍ଦ ଯୋଗଦେଇ ଉକ୍ତ…
ସମ୍ଭାବ୍ୟ ବାତ୍ୟା ଦାନା ର ମୁକାବିଲା ପାଇଁ ଭଞ୍ଜନଗର ରେ ବ୍ଲକସ୍ତରୀୟ ପ୍ରସ୍ତୁତି ବୈଠକ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ବଙ୍ଗୋପସାଗର ରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ର ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଜି ସୋମବାର ଅକ୍ଟୋବର ମାସ ୨୧ ତାରିଖ ୨୦୨୪ ଦିନ ଭଞ୍ଜନଗର ବ୍ଲକ ସଭା ଗୃହରେ ଏନେଇ ଏକ ପ୍ରସ୍ତୁତି ବୈଠକ ବିଡ଼ିଓ ମନ୍ମଥ କୁମାର…
ଭଞ୍ଜନଗର ରେ ଜିଲ୍ଲାପାଳ ଓ ନୂତନ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିର
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗର ସଦରମହକୁମା ସ୍ଥିତ ଭଞ୍ଜନଗର ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଆଜି ଅକ୍ଟୋବର ମାସ ୨୧ ତାରିଖ ସୋମବାର ୨୦୨୪ ଦିନ ୧୦ ଘଣ୍ଟା ସମୟରେ ଭିନ୍ନକ୍ଷମ ବ୍ୟକ୍ତି ମାନଙ୍କ ଏବଂ ସର୍ବସାଧାରଣ ଙ୍କ ବିଭିନ୍ନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ରାମନାଗୁଡା ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନଗୁଡା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ…
ବିଦ୍ୟାଳୟ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ହେବ –…
• ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ତଥା ତଥା ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ଗାନ୍ କିମ୍ ୟୋଙ୍ଗ୍, ଶିକ୍ଷା ମନ୍ତ୍ରୀ ଚାନ୍ ଚୁନ୍ ସିଂ ଏବଂ ସିଙ୍ଗାପୁରର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭିଭିଆନ୍ ବାଲକ୍ରିଷ୍ଣନଙ୍କ ସହ କଲେ ଆଲୋଚନା• 'ପ୍ରତିଭା, ସମ୍ବଳ ଏବଂ ମାର୍କେଟ୍' ସିଙ୍ଗାପୁର ଓ ଭାରତ ମଧ୍ୟରେ…
ସଂସଦୀୟ ଷ୍ଟାଣ୍ଡିଂ କମିଟିର କିଟ୍ ଓ କିସ୍ ପରିଦର୍ଶନ
କିସ୍ ହେଉଛି ଏକ ବିସ୍ମୟ: ଫଗନ ସିଂହ କୁଲସ୍ତେ
ଭୁବନେଶ୍ୱର,୨୧ ।୧୦: ତଫସିଲଭୁକ୍ତ ଜାତି ଓ ଜନଜାତି କଲ୍ୟାଣ ସମ୍ବନ୍ଧୀୟ ସଂସଦୀୟ ଷ୍ଟାଣ୍ଡିଂ କମିଟି ରବିବାର କିଟ୍ ଓ କିସ୍ ଦର୍ଶନ କରି ଫେରିଯାଇଛନ୍ତି । ସାଂସଦ ଡ. ଫଗନ ସିଂହ କୁଲସ୍ତେଙ୍କ ଅଧ୍ୟକ୍ଷତାରେ ଏହି କମିଟି କିଟ୍ ଓ କିସ୍…
ଜିଲ୍ଲା ସ୍ତରୀୟ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ଯୋଗୁଁ ସମ୍ଭାବ୍ୟ ବାତ୍ୟାର ସମ୍ଭାବନା ରହିଛି। ଏଥି ସକାଶେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇ ସତର୍କ ସୂଚନା ଜାରି କରିଛନ୍ତି। ଏହାକୁ ଭିତ୍ତି କରି ଜିଲ୍ଲାସ୍ତରରେ ବାତ୍ୟା…
ସମ୍ଭାବ୍ୟ ବାତ୍ୟା ‘ ଦାନା ‘ ରପରିସ୍ଥିତିକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାରେ ପ୍ରଶାସନର…
ଜଗତସିଂହପୁର,ତା-୨୧.୧୦.୨୦୨୪/ସୁମନ୍ତ କୁମାର ଦାସ: ପୂର୍ବ -ମଧ୍ୟ ବଙ୍ଗୋସାଗରରେ ସୃଷ୍ଟି ହୋଇଥିବା ଅବପାତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ରୁ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସୁଦ୍ଧା ବାତ୍ୟା ର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯାହାଫଳରେ…
୬୫ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ
ଜଗତସିଂହପୁର,ତା-୨୧.୧୦.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ସଦର ମହକୁମା ସ୍ଥିତ ବାରଙ୍ଗ ରିଜର୍ଭ ପୋଲିସ୍ ପଡ଼ିଆ ଠାରେ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ୬୫ ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଶ୍ରୀ…