Sign in
Sign in
Recover your password.
A password will be e-mailed to you.
ପୋଲିସ୍ ଶହୀଦ୍ ଦିବସରେ ଶହୀଦ୍ ନିରାକାର ବେହେରାଙ୍କୁ ମରଣୋତ୍ତର ସମ୍ବର୍ଦ୍ଧନା ପ୍ରଦାନ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ନେଟଙ୍ଗା ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଜି ପୋଲିସ୍ ଶହୀଦ ଦିବସ ପାଳିତ ହୋଇଯାଇଛି I ଏହି ଅବସରରେ ରେଳ ସୁରକ୍ଷା ବାହିନୀରେ କାର୍ଯ୍ୟରତ ଥାଇ ଶହୀଦ ହୋଇଥିବା ବିଦ୍ୟାଳୟର ପ୍ରାକ୍ତନ ଚ୍ଥାତ୍ର ସ୍ଵର୍ଗତ ନିରାକାର…
ଚାଟରା ଘାଟର ପ୍ରଖର ସ୍ରୋତରେ ବୁଡି ଦୁଇ ସହପାଠୀ ଙ୍କ ମୃତ୍ୟୁ l
(ନିଶ୍ଚିନ୍ତକୋଇଲି -ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ ତଥା କିଶନନଗର ଥାନା ଅଧିନସ୍ତ ମହମ୍ମଦପୁର ଗ୍ରାମର ଦୁଇ ସହପାଠୀଙ୍କ ଶବ ଚିତ୍ରୋତ୍ପଳା ନଦୀରୁ ଉଦ୍ଧାର କରାଯାଇଛି l ଗତକାଲି ଏହି ଦୁଇ ସାଙ୍ଗ ନଦୀରେ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇ ନିଖୋଜ ଥିଲେ । ଦମକଳ ବାହିନୀ…
ପରିବେଶରେ ଆର୍ସେନିକ୍ ଉପରେ ୯ମ ଅନ୍ତର୍ଜାତୀୟ କଂଗ୍ରେସ: ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସଦସ୍ୟ ସମ୍ମାନ
କିଟ୍ ବିଶ୍ୱବିଦ୍ୟାଳୟକୁ ଗ୍ରୀନ୍ କ୍ୟାମ୍ପସ୍ ପୁରସ୍କାର-୨୦୨୪
ଭୁବନେଶ୍ୱର,୨୧ ।୧୦: କିଟ୍ ବିଶ୍ୱବିଦ୍ୟାଳୟରେ ଆଜି ପରିବେଶରେ ଆର୍ସେନିକ୍ ଉପରେ ୯ମ ଅନ୍ତର୍ଜାତୀୟ କଂଗ୍ରେସ ପ୍ରଦର୍ଶନୀ ଉଦ୍ଘାଟିତ ହୋଇଛି । ଚାରିଦିନଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୫୦ଟି ଦେଶରୁ ୧୦୦ରୁ ଊର୍ଦ୍ଧ…
ଜିନ୍ଦଲ ଫାଉଣ୍ଡେସନ ଅଧ୍ୟକ୍ଷା ଶାଲୁ ଜିନ୍ଦଲଙ୍କ ଜନ୍ମ ଦିବସରେ ସେବା ଦିବସ ପାଳିତ
ଅକ୍ଟୋବର, ୨୧/୧୦/୨୪: ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାରର ସାମାଜିକ ସଂଗଠନ ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଏହାର ଅଧ୍ୟକ୍ଷା ତଥା ବିଶିଷ୍ଟ ସମାଜସେବୀ ଓ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କୁଚିପୁଡ଼ି ନୃତ୍ୟାଙ୍ଗନା ଶ୍ରୀମତୀ ଶାଲୁ ଜିନ୍ଦଲଙ୍କ ଜନ୍ମ ଦିବସକୁ ଅକ୍ଟୋବର ୨୦ ଦିନ ସେବା ଦିବସ ଭାବେ…
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମ୍ପର୍କିତ ପ୍ରସ୍ତୁତି ବୈଠକ: କେହି ଭୟଭୀତ ନହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ସରକାର…
https://youtu.be/_Ai_xUqGDgc
ଜିରୋ କାଜୁଆଲ୍ଟି ଓ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ନିରାପଦ ସ୍ଥାନକୁ ଶତପ୍ରତିଶତ ସ୍ଥାନାନ୍ତର କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ
ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ସମ୍ପୂର୍ଣ୍ଣ ପ୍ରସ୍ତୁତ
ବାତ୍ୟା ପରେ ଜରୁରୀକାଳୀନ ସେବା ଗୁଡିକ…
ଜଳ ଓ ଭୂମି ପରିଚାଳନା ସଂସ୍ଥା (ଓ୍ୱାଲମୀ) ଦ୍ୱାରା ବ୍ଲକମାନଙ୍କ ସହାୟତାରେ ଜଳମିତ୍ରମାନଙ୍କୁ ପ୍ରଶିକ୍ଷଣ
ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ରରୁଆଁ ବ୍ଲକ୍ ଏବଂ ବଡ଼ସାହି ବ୍ଲକ ବିଡ଼ିଓଙ୍କ ସହଯୋଗରେ ଜଳ ଓ ଭୂମି ପରିଚାଳନା ପ୍ରତିଷ୍ଠାନ (ଓ୍ୱାଲମୀ) ଦ୍ୱାରା ଦୁଇଦିନିଆ ନବନିଯୁକ୍ତ ଜଳମିତ୍ରମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯାଇଛିା ସେହିଭଳି ସମ୍ବଲପୁର ଜିଲ୍ଲାରେ ମାନେଶ୍ୱର, ଜମନକିରା,…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ 3 ପ୍ରତିଶତ ବୃଦ୍ଧି
ପେନସନ୍ଭୋଗୀଙ୍କ ଟି. ଆଇ ରେ ମଧ୍ୟ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି…
ବାତ୍ୟା କୁ ଦୃଷ୍ଟିରେ ରଖି ହାଇ ଆଲର୍ଟରେ ପୌର ସଂସ୍ଥା
ପ୍ରସ୍ତୁତି ର ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ ଉଷା ପାଢୀ
ଭୁବନେଶ୍ଵର,୨୧/୧୦ : ସାମୁଦ୍ରିକ ଝଡ଼ 'ଦାନା'କୁ ଦୃଷ୍ଟିରେ ରଖି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଭିଡିଓ କନଫରେନ୍ସିଂ ଜରିଆରେ ସମସ୍ତ ପୌରସଂସ୍ଥାର ପ୍ରସ୍ତୁତି ସମୀକ୍ଷା କରିଥିଲେ।…
ସାହିତ୍ୟ ଉତ୍ସବ ସମ୍ଭାର କାର୍ଯ୍ୟକ୍ରମ ଅନୁଷ୍ଠିତ
ନୂଆଗାଁ:ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଉଦୟପୁର ଠାରେ ଥିବା ଦାଶରଥି ସଂଗ୍ରହାଳୟରେ ନୟାଗଡ ଜିଲ୍ଲା ଲେଖକ ପରିଷଦର ଭ୍ରାମ୍ୟମାଣ ଶାରଦୀୟ ସାହିତ୍ୟ ଆସର ସମ୍ଭାର,କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ନୟାଗଡ ଜିଲ୍ଲା ଲେଖକ ପରିଷଦ ର ସଭାପତି ପ୍ରଧାନୀ ବୃନ୍ଦାବନ ମହାପାତ୍ର ଙ୍କ…
ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ସୋଆ ଛାତ୍ର କୃତକାର୍ଯ୍ୟ
ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ)ର ୨୦୨୦ ପାସ ଆଉଟ ଛାତ୍ର ଶ୍ରୀ ସୌମେଶ ଆଚାର୍ଯ୍ୟ ଏଥିରେ କୃତକାର୍ଯ୍ୟ…