Sign in
Sign in
Recover your password.
A password will be e-mailed to you.
ଖରିଫ ଧାନ ସଂଗ୍ରହ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଧାନ ସଂଗ୍ରହ ବ୍ୟବସ୍ଥାର ସୁପରିଚାଳନା ପାଇଁ ମନ୍ତ୍ରୀମାନେ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବେ
ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
କ୍ଷୁଦ୍ର ଚାଷୀମାନଙ୍କ ଠାରୁ ଧାନ ସଂଗ୍ରହ ଉପରେ…
ଟିଟିଲାଗଡ଼ ଓ ଖଣ୍ଡପଡ଼ାରେ ଗ୍ରୀଡ଼୍ ସବ୍ଷ୍ଟେସନ୍ ସ୍ଥାପନା ନେଇ ବୈଠକ
ଜନସାଧାରଣଙ୍କ ବିଦ୍ୟୁତଜନିତ ଅସୁବିଧାକୁ ଦୂର କରିବା ପାଇଁ ସରକାର ସର୍ବଦା ଚେଷ୍ଟିତ: ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ
ଭୁବନେଶ୍ୱର, ୧୫/୧୦/୨୦୨୪: ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ…
ସ୍ୱାସ୍ଥ୍ୟସେବା, କୃଷି ଏବଂ ସ୍ଥାୟୀ ସହର ଉପରେ ୩ଟି ଏଆଇ – ଉତ୍କର୍ଷ କେନ୍ଦ୍ର ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ
ସ୍ୱାସ୍ଥ୍ୟ, କୃଷି ଓ ସହରରେ ଥିବା ଆହ୍ୱାନର ସମାଧାନ ବାହାର କରିବ ଏଆଇ ଟେକ୍ନୋଲୋଜି - ଧର୍ମେନ୍ଦ୍ର ପ୍ରଧାନ
• ୩ଟି ଏଆଇ-ଉତ୍କର୍ଷ କେନ୍ଦ୍ର ଗଠନ ପାଇଁ ୯୯୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୋଦୀ ସରକାର • ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏଆଇ ଉତ୍କର୍ଷ କେନ୍ଦ୍ରର ନେତୃତ୍ୱ ଆଇଆଇଟି ଦିଲ୍ଲୀ ଏବଂ…
ମୁଖ୍ୟମନ୍ତ୍ରୀଙ୍କ ହରିଆଣା ଓ ମୁମ୍ବାଇ ଗସ୍ତ
ମୁମ୍ବାଇର ହୋଟେଲ ଓବେରାଇ ଠାରେ ଆଗାମୀ ‘ମେକ ଇନ ଓଡିଶା ’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ…
କୃଷକମାନଙ୍କୁ ଅତ୍ୟାଧୁନିକ କୃଷି ନିମନ୍ତେ ସକ୍ଷମ କରିବା ଲକ୍ଷ୍ୟରେ ସୋଆ ଏବଂ ହାଇଡେନ୍ମେଟ ସଲ୍ୟୁସନ୍ସ ମଧ୍ୟରେ…
ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ବେଙ୍ଗାଲୁରୁ ସ୍ଥିତ ହାଇଡେନ୍ମେଟ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ ମଧ୍ୟରେ…
ଧଳାବାଡ଼ି ଦୃଷ୍ଟିବାଧିତଙ୍କ ସ୍ଵାଧୀନତାର ପ୍ରତୀକ
ଭୁବନେଶ୍ୱର: ଏକ ପୂର୍ଣ୍ଣାଙ୍ଗ ସମାଜ ଗଠନ କରିବା ନିମନ୍ତେ ଧଳାବାଡ଼ି ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଜଣେ ଦୃଷ୍ଟିବାଧିତ ବ୍ୟକ୍ତିଙ୍କୁ ସମାଜରେ ଆତ୍ମନିର୍ଭରଶୀଳ କରିବା ପାଇଁ ଧଳାବାଡି ର ମହତ୍ତ୍ୱପୂର୍ଣ୍ଣ ଅବଦାନ ରହିଛି। ଧଳାବାଡ଼ି ମନରେ ଆତ୍ମପ୍ରତ୍ୟୟ ସୃଷ୍ଟି କରାଇ ସମାଜରେ ଜଣେ…
ନିଆରା ଢଙ୍ଗରେ ଜନ୍ମଦିନ ପାଳନ କଲେ ବ୍ୟାଙ୍କ ଅଧିକାରୀ
ବିଜେପୁର,ସୁଶାନ୍ତ ସାହୁ (ଶାସକ ପ୍ରଶାସକ ): ବିଜେପୁର ବ୍ଲକ ଆହାର କେନ୍ଦ୍ର, ଅନାଥ ଆଶ୍ରମ ଓ ବିଭିନ୍ନ ଜାଗାକୁ ଯାଇ ନିଆରା ଢଙ୍ଗରେ ଜନ୍ମଦିନ ପାଳନ କଲେ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଅଧିକାରୀ ଶ୍ରୀ ଅନୁପ ସାହୁ l ଅନୁପ ସାହୁଙ୍କ ସୁପୁତ୍ର ରିଭାଂଶ ସାହୁଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ଅନାଥ…
ବିଜେପିର ସକ୍ରୀୟ ସଦସ୍ୟତା କର୍ମଶାଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
କେନ୍ଦୁଝର/ ଭୁବନେଶ୍ୱର, ତା.୧୪.୧୦.୨୦୨୪: ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଆଜି କେନ୍ଦୁଝର ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ସକ୍ରୀୟ ସଦସ୍ୟତା କର୍ମଶାଳା ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଜିଲ୍ଲା ବିଜେପି ସଭାପତି…
ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ୍ -୨ର ପ୍ରଥମ ବ୍ୟାଚ୍ ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କର ପାଠ୍ୟକ୍ରମ ଆରମ୍ଭ
ଭୁବନେଶ୍ୱର, ଅକ୍ଟୋବର ୧୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଫୁଲନଖରା ସ୍ଥିତ ଦ୍ୱିତୀୟ ମେଡିକାଲ କଲେଜ - ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ (କ୍ୟାମ୍ପସ୍ ୨)- ର ପ୍ରଥମ ବ୍ୟାଚ୍ ୧୫୦ ଜଣ ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କୁ ନେଇ ସୋମବାର ଏକ…
ନୂଆଦିଲ୍ଲୀରେ ଇଣ୍ଡିଆ ଲିଡରସିପ୍ ସମ୍ମିଟ – ୨୦୨୪ରେ କେନ୍ଦ୍ରମନ୍ତ୍ରୀ
ବିଶ୍ୱ ଅର୍ଥନୀତିର ଗ୍ରୋଥ୍ ଇଞ୍ଜିନ ହେବ ଭାରତ- ଧର୍ମେନ୍ଦ୍ର ପ୍ରଧାନ
• ଆମେରିକା – ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ ଫରୋମ ପକ୍ଷରୁ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି ଇଣ୍ଡିଆ ଲିଡରସିପ ସମ୍ମିଟ -୨୦୨୪• ଜାତୀୟ ଶିକ୍ଷା ନୀତି ଦେଶର ଯୁବପିଢିଙ୍କୁ ବୈଶ୍ୱିକ ନାଗରିକରେ ପରିବର୍ତ୍ତନ କରିବ•…