Sign in
Sign in
Recover your password.
A password will be e-mailed to you.
“ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ଛୁଇଁଲା ୧ କୋଟି”
- ବାରିପଦାରେ ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ଦ୍ଵିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି
- ଅପଡେଟ ଖବର ପାଇଁ ଅଫିସିଆଲ ସୁଭଦ୍ରା ୱେବସାଇଟ ଓ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ ବା ଟୋଲ ଫ୍ରୀ ନମ୍ବର (୧୪୬୭୮) ରେ କଲ କରନ୍ତୁ ।
ଭୁବନେଶ୍ୱର: ଆଜି(ତା ୦୭/୦୯/୨୦୨୪ ରିଖ) ସୁଦ୍ଧା…
କଳିଙ୍ଗ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ତରଫରୁ ଆଲୋଚନା ଚକ୍ର ଅନୁଷ୍ଠିତ
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କଳିଙ୍ଗ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ଆନୁକୂଲ୍ୟରେ " ସାମାଜିକ ବାସ୍ତବତାର ଜୀବନ୍ତ କାହାଣୀ : ଦାନାପାଣି" ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଭାଗ ମୁଖ୍ୟା ସୁପ୍ରିୟା ମହାନ୍ତିଙ୍କ ସଭାପତିତ୍ବରେ ଆୟୋଜିତ ଆଲୋଚନା ଚକ୍ରରେ ଅଧ୍ୟକ୍ଷ…
ଖେଳାଳୀ କେବେ ହାରେ ନାହିଁ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ
ଗଞ୍ଜାମ ଜିଲ୍ଳା ସ୍ତରୀୟ ବିଦ୍ୟାଳୟ ସମୂହ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଖେଳାଳି କେବେ ହାରେ ନାହିଁ, ଜିତେ କିମ୍ବା କିଛି ଶିଖେ I ଏହିଭଳି ଉଦବୋଧନ ମୂଳକ ବକ୍ତବ୍ଯ ରଖି ଗଞ୍ଜାମ ଜିଲ୍ଳା ସ୍ତରୀୟ ବିଦ୍ୟାଳୟ ସମୂହ ଦୌଡକୁଦ ପ୍ରତିଯୋଗିତାରେ ଅଂଶଗ୍ରହଣ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ…
ମହିଳା ମହାବିଦ୍ୟାଳୟ ରେ କ୍ୟାନସର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।
ପଦ୍ମପୁର :- ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟରେ କର୍କଟ ସଚେତନତା ଅଭିଯାନ ଅଧ୍ୟକ୍ଷା ଶ୍ରୀମତୀ କଲ୍ପନାରାଣୀ ନାଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି l କର୍କଟ ରୋଗ ସଚେତନତାର ଗୁରୁତ୍ଵ ବିଷୟରେ ଅଧ୍ୟକ୍ଷାଙ୍କ ଉଦବୋଧନ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲା | କାର୍ଯ୍ୟକ୍ରମରେ…
ମହାବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }:ଭଞ୍ଜନଗର ର ବହୁ ପୁରାତନ ମହାବିଦ୍ୟାଳୟ "କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ" ରେ ଚଳିତ ବର୍ଷ ସୁବର୍ଣ୍ଣ ଜୟନ୍ତୀ ପାଳନ ନିମନ୍ତେ ପ୍ରସ୍ତୁତି ଚାଲିଛି।ଆଉ କିଛି ଦିନ ପରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ କରାଯିବ । ତେଣୁ ସ୍ଥାନୀୟ ବିଧାୟକ…
ନବରାତ୍ରୀ ପୂଜା ଅବସରରେ ଗୁଣୁପୁର ସମସ୍ତ ଶକ୍ତିପୀଠ ଚଳଚଞ୍ଚଳ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି- ଗତ ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି ମା ଜଗତ ଜନନୀନିକ ନବରାତ୍ରୀ ପୂଜା । ଏହି ପରିପେକ୍ଷୀରେ ଗୁଣୁପୁର ଶକ୍ତିପୀଠ ଗୁଡିକରେ ମାଙ୍କ ସ୍ୱତନ୍ତ୍ର ପୂଜା ଅର୍ଚ୍ଚନା ଆରମ୍ଭ ହୋଇଯାଇଛି ।ଗୁଣୁପୁର ଅଂଚଳର ମା ଗ୍ରାମଦେବୀ ମନ୍ଦିର , ମା ମାଣିକେଶ୍ବରୀ ମନ୍ଦିର ,…
ଭଲିବଲରେ ନୂଆ ଗିନିଜ୍ ବିଶ୍ୱ ରେକର୍ଡ କଲା କିସ୍
ଭୁବନେଶ୍ୱର, ୭ ।୧୦: ପୁରୁଣା ଗିନିଜ ବିଶ୍ୱ ରେକର୍ଡକୁ ଭାଙ୍ଗିଛି କିସ୍ । ନିକଟରେ ଅନୁଷ୍ଠିତ ହୋଇଯାଇଥିବା କିସ୍ ଭଲିବଲ୍ ମହୋତ୍ସବରେ କିସ୍ ଏହି ରେକର୍ଡ ଭାଙ୍ଗିଛି । ଭଲିବଲ୍ ମହୋତ୍ସବ ଅବସରରେ ଆୟୋଜିତ ଏକ ବନ୍ଧୁତ୍ୱପୂର୍ଣ୍ଣ ପ୍ରଦର୍ଶନୀ ମ୍ୟାଚ୍ରେ ୪୩୦ ଖେଳାଳି ଦୀର୍ଘ ୮ଘଣ୍ଟା ଧରି…
ଓଡ଼ିଶା ଅନୁସୂଚିତ ଜାତି ଓ ଜନଜାତି ଶିକ୍ଷକ କଲ୍ୟାଣ ପରିଷଦ ର ବୈଠକ ।
(ଶାସକ ପ୍ରଶାସକ /ଖଲ୍ଲିକୋଟ ରୁ ଶିବରାମ ଜେନା)- ଖଲ୍ଲିକୋଟ ବ୍ଳକ୍ ର ଗର୍ବ ଗୋୖରବ ଅର୍ଜ୍ଜନ କରିଥିବା ଶିକ୍ଷକ, ଅନୁସୂଚିତ ଜାତି ଓ ଜନଜାତିଙ୍କ ସଶକ୍ତିକରଣ ପାଇଁ ସ୍ଥାନୀୟ ଅମରେଶ୍ଵର ମନ୍ଦିର ରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଅଛି। ଏଅଵସରରେ ରାଜ୍ୟ ସ୍ତରୀୟ ନେତୃବୃନ୍ଦ ସାମିଲ ହୋଇଥିଲେ…
ଦଶହରା ଉପଲକ୍ଷେ ଟିପିସିଓଡିଏଲ୍ ପକ୍ଷରୁ ସୁରକ୍ଷା ଗାଇଡଲାଇନ ଜାରି
ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବୁ୍ୟସନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ଦଶହରା ଉତ୍ସବ ସମୟରେ ସୁରକ୍ଷିତ ଓ ଭରସାଯୋଗ୍ୟ ବିଦୁ୍ୟତ ଯୋଗାଣକୁ ସୁନିଶ୍ଚିତ କରିବା ଲାଗି ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି ।ସୁରକ୍ଷା ପ୍ରତି…