ଗୁଣପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗୁଣପୁର ଦ୍ଵାରା ବିଶାଳ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଗୁଣପୁର ଦ୍ଵାରା ଆଜି ଏକ ବିଶାଳ ଅଭିଭାବକ-ଶିକ୍ଷକ ବୈଠକ ଅନୁଷ୍ଠିତ ହୋଇଥିଲା । ନୂତନ ଶିକ୍ଷା ନୀତି ୨୦୨୦ ଅନୁସାରେ ଛାତ୍ରଛାତ୍ରୀମାନଙ୍କର ସମସ୍ତ ଶୈକ୍ଷିକ ଦସ୍ତାବିଜକୁ ଗୋଟିଏ ସ୍ଥାନରେ ସୁରକ୍ଷିତ ରଖିବା ପାଇଁ…

ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

 ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀ କରଣ ବିଭାଗ ତରଫରୁ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ପାଳିତ ହୋଇଯାଇଅଛି। ଏହି ଅବସରରେ ପ୍ରଥମେ ଯୋଗ ଦେଉଥିବା ସମସ୍ତ…

ନବରଙ୍ଗପୁର ଠାରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ

ବରିଷ୍ଠ ନାଗରିକ ସମାଜକୁ ଶୃଙ୍ଖଳିତ କରିଥାନ୍ତି: ଜିଲ୍ଲାପାଳ ନବରଙ୍ଗପୁର : ୧.୧୦.୨୦୨୪:ଅଶୋକ ସାହୁ, ଶାସକ ପ୍ରଶାସକ,: ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷ ରେ ଜିଲ୍ଲା ପ୍ରଶାସନ ଓ ସାମାଜିକ ସୁରକ୍ଷା ତଥା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ମହା ସମାରୋହ ରେ ବରିଷ୍ଠ ନାଗରିକ ଦିବସ…

– ଗାନ୍ଧୀ ଜୟନ୍ତୀ ଆସିଲେ ମନେପଡ଼େ ନିଶ୍ଚିନ୍ତକୋଇଲି ପଣସପଡ଼ିଆ ଗାନ୍ଧୀସ୍ମାରକୀ ପୀଠ କଥା l

 (ନିଶ୍ଚିନ୍ତକୋଇଲି - ଶାସକ ପ୍ରଶାସକ): ଆଜି ହେଉଛି ଜାତିର ପିତା ସ୍ୱାଧୀନତା ସଂଗ୍ରାମୀ ମହାତ୍ମାଗାନ୍ଧୀ ଙ୍କ ଜନ୍ମ ଜୟନ୍ତୀ ଉତ୍ସବ l ଏହି ଅବସରରେ ନିଶ୍ଚିନ୍ତକୋଇଲି ବ୍ଲକ ଅଧିନ ବଡ଼କ୍ଷୀର ପଞ୍ଚାୟତ ଗୋପପୁର ପଣସପଡ଼ିଆ ଗାନ୍ଧୀ ସ୍ମାରକୀ ପୀଠରେ ଏହି ଦିବସ ପାଳନ ପାଇଁ ଭିଡ଼ ଲାଗିବ । ହେଲେ…

-ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ।

ପଦ୍ମପୁର :- ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟ ପଦ୍ମପୁର ପରିସର ମଧ୍ୟରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ କଳ୍ପନାରଣୀ ନାଥଙ୍କ ସଭାପତିତ୍ଵରେ “ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି”ଙ୍କ ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଅଧ୍ୟକ୍ଷା ବରିଷ୍ଠ ନାଗରିକଙ୍କୁ କିପରି ସାହାଯ୍ୟ କରିବା ଓ…

ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲା : ପୂର୍ବତନ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ କ୍ଲିନ୍‌ ଚିଟ୍‌

https://youtu.be/8xXTIioBCyU  ସାଲେପୁର JMFC କୋର୍ଟଙ୍କ ରାୟକୁ ରଦ୍ଦ କଲେ ହାଇକୋର୍ଟ l   (ମାହାଙ୍ଗା -ଶାସକ ପ୍ରଶାସକ) ପୂର୍ବତନ ମନ୍ତ୍ରୀ, ପୂର୍ବତନ ମାହାଙ୍ଗା ବିଧାୟକ ତଥା ମାହାଙ୍ଗା ନିର୍ବାଚନ ମଣ୍ଡଳୀର ପ୍ରଗତିର ସାରଥୀ ପ୍ରତାପ ଜେନାଙ୍କୁ ହାଇକୋର୍ଟ ପକ୍ଷରୁ କ୍ଲିନଚିଟ୍ ପରେ…

ଅଞ୍ଚଳ ମହାବିଦ୍ୟାଳୟ ରେ ଅଭିଭାବକ ଏବଂ ଶିକ୍ଷକ ବୈଠକ ଅନୁଷ୍ଠିତ ।

ପଦ୍ମପୁର :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ସମ୍ମିଳନୀ ପ୍ରକୋଷ୍ଠରେ ତା: ୩୦.୯.୨୦୨୪ ଏବଂ ୧.୧୦.୨୦୨୪ ଦୁଇଦିନ ବ୍ୟାପୀ ଅଭିଭାବକ ଓ ଶିକ୍ଷକ ବୈଠକ ଅଧ୍ୟକ୍ଷ ଶ୍ରୀ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା। ଅଧ୍ୟକ୍ଷ ଲଳିତ ମୋହନ ପଣ୍ଡା ସମସ୍ତ ଅଭିଭାବକ ଙ୍କୁ ସ୍ଵାଗତ କରି…

ମାନିଗାଁ ପୂର୍ବତନ ସରପଞ୍ଚ ଙ୍କ ବିରୁଦ୍ଧରେ ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ବାଟ ମାରଣା ଅଭିଯୋଗ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୧/୧୦/୨୪ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ମାନିଗାଁ ଗ୍ରାମ ପଞ୍ଚାୟତ ର ପୂର୍ବତନ ସରପଞ୍ଚ ମଞ୍ଜୁଳା ଜାନି ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ବାଟ ମାରଣା କରିଥିବା ନେଇ ଅଭିଯୋଗ ହୋଇଛି। ବର୍ତ୍ତମାନ ର ମାନିଗାଁ ସରପଞ୍ଚ ସୁକଦେବ…

ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ

https://youtu.be/BEVG-Qa3qp4 ପାରଳଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି (ମଙ୍ଗଳବାର) ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ…

ବିଜେପୁର ଏନ୍.ଏ.ସି ରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ।

ବିଜେପୁର :- ବରଗଡ ଜିଲ୍ଲା ବିଜେପୁର ଏନ ଏ ସିରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ସନତ କୁମାର ଗଡତିଆ ଯୋଗଦେଇ ସ୍ଵଚ୍ଛତା ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। କାର୍ଯ୍ୟ ନିର୍ବାହୀ ଅଧିକାରୀ, ଏନ ଏ ସି…