Sign in
Sign in
Recover your password.
A password will be e-mailed to you.
ସୀମାନ୍ତ ମହାବିଦ୍ୟାଳୟରେ ଅଧ୍ୟାପକ ଓ ଅଭିଭାବକ ମାନଙ୍କୁ ନେଇ ସମ୍ମିଳନୀ।
(ଶାସକ ପ୍ରଶାସକ) ସାରସକଣା ବ୍ଲକ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟ +୨ ବିଭାଗ ଆନୁକୂଲ୍ୟରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦ୍ୟୋତ କୁମାରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଓ ଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଉତ୍ସବରେ +୨ ବିଭାଗର ଶିକ୍ଷା ପରିଚାଳନା ଅଧିକାରୀ ପ୍ରାଧ୍ୟାପକ ଦିଲ୍ଲୀପ କୁମାର…
ଜଳସେଚନ ସାମର୍ଥ୍ୟ ବୃଦ୍ଧି ପାଇଁ ପାଣି ପଞ୍ଚାୟତଗୁଡ଼ିକର ଭୂମିକା ଗୁରୁତ୍ୱପୂର୍ଣ୍ଣ -ମୁଖ୍ୟ ଶାସନ ସଚିବ
ଓଡ଼ିଶା ଉଠା ଜଳସେଚନ ନିଗମର ୫୨ ତମ ପ୍ରତିଷ୍ଠା ଦିବସ ପାଳିତ
ଅନଲାଇନ୍ ପୋର୍ଟାଲ ଏବଂ ଇ-ସର୍ଭିସ ବୁକ୍ ର ଶୁଭାରମ୍ଭ
ଭୁବନେଶ୍ୱର-: ଚାଷୀମାନଙ୍କ ପାଇଁ ପାଣି ହେଉଛି ପ୍ରମୁଖ ଆବଶ୍ୟକତା । ଯେଉଁ ରାଜ୍ୟମାନେ କୃଷିରେ ଭଲ ପ୍ରଦର୍ଶନ କରିଛନ୍ତି, ସେମାନେ ଜଳସେଚନ ଉପରେ ଅଧିକ…
କ୍ରୀଡ଼ା କ୍ଷେତ୍ର ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ୱାରକୁ ସମ୍ମାନଜନକ ସିଏସଆର ଜର୍ଣ୍ଣାଲ…
ଭୁବନେଶ୍ୱର, ୧/୧୦/୨୪: କ୍ରୀଡ଼ାର ବିକାଶ ଓ ପ୍ରସାର କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାର (ଜେଏସପି)କୁ ସମ୍ମାନଜନକ ସିଏସଆର ଜର୍ଣ୍ଣାଲ ଏକ୍ସିଲେନ୍ସ ଆଓ୍ୱାର୍ଡ-୨୦୨୪ ପ୍ରଦାନ କରାଯାଇଛି। ଗତ ସେପ୍ଟେମ୍ବର ୩୦ରେ ମୁମ୍ବାଇରେ ଆୟୋଜିତ ସିଏସଆର ଜର୍ଣ୍ଣାଲର ସପ୍ତମ…
ଗଜପତି କରଣ ସମାଜର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ
https://youtu.be/bynS3_rLauA
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର କରଣ ସାହି ସ୍ଥିତ ଶ୍ରୀ ଲକ୍ଷ୍ମୀ ନୃସିଂହ ଫଙ୍କସନ ହଲ ଠାରେ ଗଜପତି କରଣ ସମାଜ ପକ୍ଷରୁ ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗଜପତି କରଣ ସମାଜର…
ଆବୁ ଧାବିରୁ ଓଡିଆ ଯୁବକଙ୍କ ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ
ଭୁବନେଶ୍ବର, ୦୧।୧୦- ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଆବୁ ଧାବିରୁ ଓଡିଆ ଯୁବକ ବଳରାମ ଗଉଡଙ୍କ ମରଶରୀର ସ୍ବଦେଶ ଫେରାଇ ଆଣିବାପାଇଁ ସେଠାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି ।
ସୂଚନାଯୋଗ୍ୟ,…
ସରକାରୀ ଏସ୍ ଏସ୍ ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶୁଭ ଉଦଘାଟନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ସରକାରୀ ଏସ୍ ଏସ୍ ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ପ୍ରକଳ୍ପ ଆଧାରିତ ଶିକ୍ଷାଦାନ ପ୍ରଶିକ୍ଷଣ ଶିବିରକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭ ଉଦଘାଟନ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ମର୍ଲାବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ…
ନବରଙ୍ଗପୁର ଜିଲ୍ଲାରେ ୧୭୬ ଟି ସକ୍ଷମ ଅଙ୍ଗନବାଡ଼ି କେନ୍ଦ୍ରର ଉଦଘାଟନ
ନବରଙ୍ଗପୁର ତା01.10.2024: ଅଶୋକ ସାହୁ, ଶାସକ ପ୍ରଶାସକ.ଭାରତ ସରକାରଙ୍କର ମହିଳା ଓ ଶିଶୁ ବିକାଶ ମନ୍ତ୍ରାଳୟ ତରଫରୁ ପୋଷଣ ମାସ ପାଳନ ଅବସରରେ ସାରା ଦେଶରେ ୧୧,୦୦୦ ରୁ ଉର୍ଦ୍ଧ ସକ୍ଷମ ଅଙ୍ଗନବାଡି କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି।ଆଜି ଏହି କ୍ରମରେ ନବରଙ୍ଗପୁର ଜିଲ୍ଲାରେ ୧୭୬ ଟି ସକ୍ଷମ…
ନବୀନ ବାବୁ ରାଜନୈତିକ ଫାଇଦା ପାଇଁ ସାମ୍ପ୍ରଦାୟିକ ବୟାନବାଜି କରୁଛନ୍ତି : ଅନିଲ ବିଶ୍ୱାଳ
ଭୁବନେଶ୍ୱର, ତା.୩୦/୦୯: ଭାଙ୍ଗି ପଡିଥିବା ବିଜେଡି କର୍ମୀଙ୍କୁ ବୋଧ ଦେବାକୁ ଯାଇ ବିଜେଡି ସଭାପତି ନବୀନ ବାବୁ ନିଜେ ଶେଷରେ ଏତେ ତଳକୁ ଖସିଯିବେ ତାହା ଆଶ୍ଚର୍ଯ୍ୟ ଲାଗୁଛି । ନବୀନ ବାବୁଙ୍କ ବକ୍ତବ୍ୟରୁ ଏହା ପ୍ରମାଣିତ ହେଉଛି ଯେ ନବୀନ ବାବୁ ନିଜେ ଓଡିଶାକୁ ଅଶାନ୍ତି କରିବା ପାଇଁ…
ସୋଆ ପକ୍ଷରୁ କୋଲକାତାରେ ‘ଆଲିସିପ୍ ++’ ଆୟୋଜିତ
ଭୁବନେଶ୍ୱର, ୩୦/୦୯: କର୍ପୋରେଟ ଜଗତର ନେତୃବୃନ୍ଦ ତଥା ମାନବ ସମ୍ବଳ ଅଧିକାରୀମାନଙ୍କୁ ନେଇ ଗତ ଶୁକ୍ରବାର ଦିନ ଶିକ୍ଷା ଓ ଅନୁସନ୍ଧାନ ଡିମ୍ଡ ଟୁ ବି ୟୁନିଭର୍ସିଟି ପକ୍ଷରୁ କୋଲକାତା ଠାରେ ଲିଡରସିପ କନ୍କ୍ଲେଭ ‘ଆଲିସିପ୍++’ ଆୟୋଜିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଭାରତର ପୂର୍ବତନ ହକି…