ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ୩୨ତମ ଏକଲବ୍ୟ ପୁରସ୍କାର ବିଜେତା।

ଦଣ୍ଡପତି ମୃତ୍ୟୁମ୍ ଜୟରାମ ଓ ତାନଭି ପତ୍ରୀ ଉପବିଜେତା ଭୂବନେଶ୍ୱର, ୨୨ ସେପ୍ଟେମ୍ବର, ୨୦୨୪: ଓଡିଶାର କ୍ରୀଡା ସମ୍ପ୍ରଦାୟର ଏକ ଅନନ୍ୟ କୃତିତ୍ୱ ପାଇଁ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ୨୦୨୪ ମସିହାର ସମ୍ମାଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ…

ବାଫିଲମାଳି ବକ୍ସାଇଟ ଖଣିକୁ ଏଫଆଇଏମ୍‌ଆଇର ମିଶ୍ରିଲାଲ ଜୈନ ସମ୍ମାନଜନକ ପରିବେଶ ପୁରସ୍କାର ୨୦୨୩-୨୪

ରାୟଗଡା କାଶୀପୁରରୁ ବୈକୁଣ୍ଠ ଦୁରିଆ - ଆଦିତ୍ୟ ବିର୍ଲା ଗ୍ରୁପ୍‌ର ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ ଲିମିଟେଡର ଏକ ସହଯୋଗୀ କମ୍ପାନୀ ଉତ୍କଳ ଆଲୁମିନାର ବାଫିଲମାଳି ବକ୍ସାଇଟ ଖଣକୁ ଫେଡେରେସନ ଅଫ ଇଣ୍ଡିଆନ ମିନେରାଲ ଇଣ୍ଡଷ୍ଟ୍ରିଜ (ଏଫଆଇଏମଆଇ) ଦ୍ୱାରା ୨୦୨୩-୨୪ ବର୍ଷ ପାଇଁ ସମ୍ମାନଜନକ ମିଶ୍ରିଲାଲ…

ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ‘ବିକାଶ ମେଳା’କୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

• ଜଗତସିଂହପୁର ଜିଲ୍ଲାରେ ୧ ଲକ୍ଷ ୧ ହଜାର ୬୧୩ ଜଣଙ୍କ ଆକାଉଣ୍ଟଙ୍କୁ ସୁଭଦ୍ରା ଟଙ୍କା ଦିଆଯାଇଛି • ମିଶନ ଶକ୍ତି ମା' ମାନଙ୍କ ପାଇଁ ମିଶନ ଶକ୍ତିର ଅଡିଟୋରିୟମ ଲୋକାର୍ପିତ ହେବା ସହ ୧୫୫୨୭୬ ଏକ ହେଲ୍ପ ଲାଇନ ମିଶନ ଶକ୍ତିର ଭଉଣୀମାନଙ୍କ ପାଇଁ ଜାରି ହୋଇଛି • ଜଗତସିଂହପୁର…

ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ

 https://youtu.be/TOf8Wr3a024 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା…

କିଟରେ ପାଣିପାଗ ଓ ଜଳବାୟୁ ହାକାଥନ ଉଦ୍‍ଯାପିତ

ଭୁବନେଶ୍ୱର, ୨୧ ।୯: ଆମେରିକାର ସିଟି ୟୁନିଭରସିଟି ଅଫ୍‍ ନିଉୟର୍କ (କ୍ୟୁନି) ବିଶ୍ୱବିଦ୍ୟାଳୟ, ହାଇଦ୍ରାବାଦସ୍ଥିତ ଆମେରିକା କନ୍‍ସୁଲ୍‍ ଜେନେରାଲ, ମୁମ୍ବାଇସ୍ଥିତ ଆମେରିକା କନ୍‍ସୁଲ୍‍ ଜେନେରାଲ୍‍, କିଟ୍‍ ଓ କିସ୍‍ ମିଳିତ ଆନୁକୂଲ୍ୟରେ ୧୯ ତାରିଖରୁ ଚାଲିଥିବା ହାକାଥନ୍‍ ଶନିବାର…

ଟିକାବାଲି ଏଏମସିଏସ କଲେଜରେ ନୂତନ ବିଦ୍ୟାର୍ଥିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଟିକାବାଲି ବ୍ଲକ ସ୍ଥିତ ଏ.ଏମ୍. ସି.ଏସ ମହାବିଦ୍ୟାଳୟରେ ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଏଥି ନିମିତ୍ତ ଅନୁଷ୍ଠିତ ସଭାରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ବିଷ୍ଣୁପ୍ରିୟା ପଣ୍ଡା ଅଧ୍ୟକ୍ଷତା…

ବରଗଡ଼ ଆଞ୍ଚଳିକ ପରିବହନ କାର୍ଯ୍ଯାଳୟ ତରଫରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ।

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ସ୍ଵଚ୍ଛତା ହିଁ ସେବା କୁ ଆଧାର କରି ଆଞ୍ଚଳିକ ପରିବହନ ଅଧିକାରୀ ସାବୁଆ ମାଝୀଙ୍କ ନେତୃତ୍ବରେ ବିଜ୍ଞାପିତ ଅଞ୍ଚଳ ପରିଷଦ, ଏସ୍ ଆର୍ ଟି ସି, ଘରୋଇ ବସ୍ ମାଲିକ ସଂଘ ଓ ସାମଜିକ ଅନୁଷ୍ଠାନ ମାନଙ୍କ ମିଳିତ ସହଯୋଗରେ ସ୍ଥାନୀୟ ବସ ଷ୍ଟାଣ୍ଡ ରୁ ସରକାରୀ ଡାକ୍ତର…

ବିଜେପି ର ସଦସ୍ୟତା ଅଭିଯାନ କର୍ମଶାଳା

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୧/୦୯/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସଦର ବିଜେପି କାର୍ଯ୍ୟାଳୟ ରେ ବିଜେପି ର ଡାବୁଗାଁ ମଣ୍ଡଳ ସ୍ତରୀୟ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଡାବୁଗାଁ ମଣ୍ଡଳ ସଭାପତି ଜେ ରାଜ ଶେଖର ରାଓ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…

ଡ଼ଙ୍ଗାଘାଟ ରେ ଦଶମ ବ୍ଲକ ସ୍ତରୀୟ ମାଧ୍ୟମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମାନଙ୍କ ସମ୍ମିଳନୀ ଅନୁଷ୍ଠିତ।

ପଦ୍ମପୁର :- ସ୍ଥାନୀୟ ଡ଼ଙ୍ଗାଘାଟ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି। ଏଥିରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମନୋଜ କୁମାର ଦାଶ ଅତିଥି ତଥା ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ୱାଗତ କରିଥିଲେ। ସମସ୍ତ ପ୍ରଧାନ ଶିକ୍ଷକ ମାନଙ୍କୁ…

ଆର୍ଯ୍ୟକନ୍ୟା ଗୁରୁକୂଳରେ ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ ତନରଡ଼ା ସ୍ଥିତ ଆର୍ଯ୍ୟକନ୍ୟା ଗୁରୁକୁଳରେ ବ୍ଳକ୍ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I କାର୍ଯ୍ୟକ୍ରମକୁ ଆର୍ଯ୍ୟକନ୍ୟା ଗୁରୁକୁଳ ପ୍ରଧାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ସେଠି ଉଦ୍ଘାଟନ କରିଥିବାବେଳେ ଏଥିରେ ମୁଖ୍ୟ ଅତିଥି…