ଗୁଣପୁର ଥେରୁବାଲି ରେଳପଥର କାର୍ଯ୍ୟ ତ୍ୱରାନ୍ନିତ ପାଇଁ ମହାପ୍ରବନ୍ଧଙ୍କୁ ଦାବୀ ପତ୍ର ପ୍ରଦାନ

ଗୁଣପୁର,୨୦।୯(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି)- ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଶୁକ୍ରବାର ଗୁଣପୁର ଷ୍ଟେଶନ ପରିଦର୍ଶନ କରିଥିଲେ । ଏହି ସମୟରେ ଗୁଣପୁର ଠାରେ ବିଭିନ୍ନ ସଂଗଠନ ପକ୍ଷରୁ ତାଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରାଯାଇଥିଲା । ଆନ୍ଧ୍ର ଓଡିଶା ରେଳ…

ଉପଜିଲ୍ଲାପାଳ ଙ୍କୁ ଭେଟିଲେ ଆଶା ଓ ସତ୍କାର ର କର୍ମକର୍ତ୍ତା ।

ପଦ୍ମପୁର :- ଉପଜିଲ୍ଲାପାଳ ସୁଶ୍ରୀ ସ୍ନେହା ଅରଗୁଲା ଙ୍କୁ ପଦ୍ମପୁର ର ପୂରାତନ ଅନୁଷ୍ଠାନ ଆଶା ଓ ସତ୍କାର ର କର୍ମକର୍ତ୍ତାମାନେ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟର ଉନ୍ନତିକରଣ ତଥା ଖାଲି ପଡିଥିବା ବିଭିନ୍ନ ପଦବୀଗୁଡ଼ିକ ପୂରଣ ସହିତ ଭିତ୍ତିଭୂମିର ସୁଦୃଢୀକରଣ ନିମନ୍ତେ ଏକ ଦାବୀପତ୍ର ପ୍ରଦାନ…

ଶିକ୍ଷାରେ କୃତ୍ରିମ ବୁଦ୍ଧିମତା ଏକ ଆହ୍ବାନ: ପ୍ରଫେସର ଦୟାନନ୍ଦ ସଂସନ୍ୱାଲ୍

ଅଞ୍ଚଳ ମହାବିଦ୍ୟାଳୟ ରେ ଜାତୀୟ ସଂପାନ। ପଦ୍ମପୁର :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ସମ୍ମିଳନୀ ପ୍ରକୋଷ୍ଠରେ ରେ ଅଧ୍ୟକ୍ଷ ପ୍ର.ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବରେ ଓଡ଼ିଶା ରାଜ୍ୟ ଉଚ୍ଚ ଶିକ୍ଷା ପରିଷଦ ଦ୍ବାରା ପ୍ରାୟୋଜିତ 'ଶିକ୍ଷାରେ କୃତ୍ରିମ ବୁଦ୍ଧିମତା' ଶୀର୍ଷକ ଉପରେ ଏକ ଜାତୀୟ…

ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ।

ପଦ୍ମପୁର :- ସ୍ଥାନୀୟ ରଜାଜୀ ଟାଉନ୍ ହଲ୍ ଠାରେ ବିଜ୍ଞାପିତ ଅଞ୍ଚଳ ପରିଷଦ ପଦ୍ମପୁର ତରଫରୁ  ସ୍ବଚ୍ଛତା ହିଁ ସେବା ର ସଚେତନତା କାର୍ଯ୍ୟକ୍ରମ ରାସ୍ତା କଡ ଖାଦ୍ୟ ବ୍ୟବସାୟୀ , ହୋଟେଲ ଓ ରେସ୍ତୋରାଁ ମାଲିକ ମାନଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ କାର୍ଯ୍ୟନିର୍ବାହୀ ଅଧିକାରୀ…

ଦଧିବାମନ ମହାବିଦ୍ୟାଳୟରେ “ସୁରଭି” କାର୍ଯ୍ୟକ୍ରମ ଅନୁଷ୍ଠିତ।

ଭଟଲି :- ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁଙ୍କ ତତ୍ତ୍ଵାବଧାନରେ ଦଧିବାମନ ମହାବିଦ୍ୟାଳୟ, ଭଟଲିରେ ଛାତ୍ରଛାତ୍ରୀଙ୍କ ପ୍ରତିଭାର ବିକାଶ ନିମନ୍ତେ "ସୁରଭି" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହାକୁ ପରିଚାଳନା କରିଥିଲେ ଅଧ୍ୟାପିକା ଦୀପ୍ତିବାଳା ପଧାନ, ଅଧ୍ୟାପକ ଶମ୍ଭୁନାଥ ଠାକୁର ଓ ଅଧ୍ୟାପକ…

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଓଡ଼ଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ରଶି ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…

ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ କଳିଙ୍ଗ ନଗରରେ ଅଣ ସଂକ୍ରାମକ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ

 ୨୮ ହଜାରରୁ ଅଧିକ ଲୋକ ଉପକୃତ କଳିଙ୍ଗନଗର: ଟାଟା ଷ୍ଟିଲ ଫାଉଣ୍ଡେସନ (ଟିଏସଏଫ)ର ଅଣସଂକ୍ରାମକ ରୋଗ (ଏନସିଡି) ନିୟନ୍ତ୍ରଣ କାର୍ଯ୍ୟକ୍ରମ ଯାଜପୁର ଜିଲ୍ଲା, ଦାନଗଦୀ ଓ ସୁକିନ୍ଦା ବ୍ଲକର ବିଭିନ୍ନ ମାରାତ୍ମକ ଅଣସଂକ୍ରାମକ ରୋଗ ଚିହ୍ନଟ ଓ ଏହାର ମୁକାବିଲା କରିବା ଦିଗରେ ଉଲ୍ଲେଖନୀୟ ଅଗ୍ରଗତି…

ସରୋଜିନୀ ସାହୁ ପାଇବେ ୪୫ତମ ଶାରଳା ପୁରସ୍କାର

ବିଖ୍ୟାତ ଭାସ୍କର୍ଯ୍ୟଶିଳ୍ପୀ ସୁଦର୍ଶନ ସାହୁ ଏବଂ ପ୍ରସିଦ୍ଧ କଣ୍ଠଶିଳ୍ପୀ ତାନସେନ୍‍ ସିଂଙ୍କୁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଭୁବନେଶ୍ୱର, ୨୦/୯: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା…

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର, ୨୦ ।୯: ଆମେରିକାର ଅନ୍ୟତମ ଖ୍ୟାତି ସମ୍ପନ୍ନ ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭରସିଟି ଅଫ୍‍ ନିଉୟର୍କ (କ୍ୟୁନି) ବିଶ୍ୱବିଦ୍ୟାଳୟରେ ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ ଖୁବ୍‍ ଶୀଘ୍ର ଏକ ଗବେଷଣା କେନ୍ଦ୍ର ଖୋଲାଯିବ ।…

ପ୍ରତ୍ୟେକ ପରିବାରକୁ ଉନ୍ନତ ସ୍ୱାସ୍ଥ୍ୟସେବା ପହଂଚାଇବା ନିମନ୍ତେ ଡାକ୍ତରୀ ଶିକ୍ଷାକୁ ସମସ୍ତଙ୍କ ନିମନ୍ତେ ଉପଲବ୍ଧ…

ସମ୍ମମରେ ୪ର୍ଥ ବିଶ୍ୱ କ୍ରିଟିକାଲ୍ କେୟାର ସମ୍ମିଳନୀ ଉଦ୍ଘାଟିତ ଭୁବନେଶ୍ୱର, ସେପ୍ଟେମ୍ବର ୨୦: ପ୍ରତ୍ୟେକ ପରିବାରକୁ ଉନ୍ନତ ସ୍ୱାସ୍ଥ୍ୟସେବା ପହଂଚାଇବା ନିମନ୍ତେ ଡାକ୍ତରୀ ଶିକ୍ଷାକୁ ସମସ୍ତଙ୍କ ନିମନ୍ତେ ଉପଲବ୍ଧ କରିବାକୁ ପଡ଼ିବ ବୋଲି ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ…