Sign in
Sign in
Recover your password.
A password will be e-mailed to you.
ପାଇକମାଳ ହାଇସ୍କୁଲ ରେ ହିନ୍ଦୀ ଦିବସ ପାଳିତ।
ପଦ୍ମପୁର :- ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ରେ ହିନ୍ଦୀ ଦିବସ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ପାଳିତ ହୋଇ ଯାଇଛି। ମୂଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ହିନ୍ଦୀ ଶିକ୍ଷକ ପୂର୍ଣ୍ଣରାମ ସା ଯୋଗଦାନ କରି ଛାତ୍ର ଛାତ୍ରୀ ମାନଙ୍କୁ ହିନ୍ଦୀ ଭାଷା ର ମହତ୍ତ୍ଵ…
ଅଞ୍ଚଳ ମହାବିଦ୍ୟାଳୟ ରେ ବିଶ୍ଵ ଭାତୃତ୍ବ ଦିବସ ଉପରେ ଆଲୋଚନା ଚକ୍ର
ପଦ୍ମପୁର :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ଶ୍ରୀ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବରେ ବିଶ୍ଵ ଭାତୃତ୍ବ ଦିବସ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଅଛି। ଏହି କାର୍ଯ୍ୟକ୍ରମରେ ଶ୍ରୀ ପଣ୍ଡା ସଭାର ଉଦ୍ଦେଶ୍ୟ ଜ୍ଞାପନ ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ।…
ବେଲଗୁଣ୍ଠା ବ୍ଳକ୍ ଅଧ୍ୟକ୍ଷଙ୍କ ବିୟୋଗ ପରେ ଉପାଧ୍ୟକ୍ଷାଙ୍କ ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ ଗତ ପାଞ୍ଚ ତାରିଖ ସନ୍ଧ୍ୟା ସାତ ଘଣ୍ଟା କୋଡ଼ିଏ ମିନିଟ୍ ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ଇହଲୀଳା ସମ୍ବରଣ କରିଥିଲେ I ସ୍ଵର୍ଗତ ନାୟକଙ୍କ ଦେହାନ୍ତ ପରେ…
“ସ୍ଵଚ୍ଛତା ହିଁ ସେବା” ପକ୍ଷ ପାଳନ ର ସଫଳ ଆୟୋଜନ ନିମନ୍ତେ ନୂଆପଡା ରେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ
ନୂଆପଡା ଜିଲ୍ଲା ରୁ କଳିମ୍ ମହମ୍ମଦ କ ରିପୋର୍ଟ (ଶାସକ ପ୍ରଶାସକ):ଏବେ ସମଗ୍ର ଦେଶରେ ୧୭ ସେପ୍ଟେମ୍ବରରୁ ୨ ଅକ୍ଟୋବର ପର୍ଯ୍ୟନ୍ତ ସ୍ୱଚ୍ଛ ଭାରତ ମିଶନ ଆନୁକୂଲ୍ୟରେ ସ୍ଵଚ୍ଛତା ହିଁ ସେବା ପକ୍ଷ ପାଳନ କରାଯିବ | ଚଳିତ ବର୍ଷ ଏହି କାର୍ଯ୍ୟକ୍ରମ କୁ ଗ୍ରାମ୍ୟ ସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ…
ନ୍ୟୁ ଡ୍ରିମ ଇଣ୍ଡିଆ ସ୍କୁଲରେ ହିନ୍ଦୀ ଦିବସ ପାଳିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଆଜି ସ୍ଥାନୀୟ ନ୍ୟୁ ଡ୍ରିମ ଇଣ୍ଡିଆ ସ୍କୁଲ ପରିସରରେ ହିନ୍ଦୀ ଦିବସ ପାଳିତ ହୋଇଯାଇଛି. ହିନ୍ଦୀ ଶିକ୍ଷୟତ୍ରୀ ଶ୍ରୀମତୀ ମଧୁସ୍ମିତା ଵେବର୍ତ୍ତା ଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମ ରେ ରାଷ୍ଟ୍ର ଭାଷା ହିନ୍ଦୀର ମହତ୍ୱ ଉପରେ…
ରାୟଗଡାରେ ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ରେ ୧୨,୯୦୩ ଟି ମାମଲା ଫଇସଲା ହୋଇ ସେଟେଲମେଣ୍ଟ ବାବଦକୁ ୧,୦୪,୮୦,୭୦୫ ଟଙ୍କା…
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡ:-ତା. ୧୪/୦୯-ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ର ତତ୍ତ୍ୱାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଅଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ,…
ପ୍ରସିଦ୍ଧ ବେଲଗୁଣ୍ଠା ସାମୁହିକ ଗଣେଶ ଭସାଣି ଶାନ୍ତିଶୃଙ୍ଖଳାର ସହିତ ସମାପ୍ତ ।
ବେଲଗୁଣ୍ଠା -(ଶିବରାମଚୌଧୁରୀ )-ବେଲଗୁଣ୍ଠାର ପ୍ରସିଦ୍ଧ ସାମୁହିକ ଶ୍ରୀ ଗଣେଶ ପୁଜା ଭସାଣି ମହୋତ୍ସବ ଶାନ୍ତିଶୃଙ୍ଖଳା ଓ ଉତ୍ସାହ ଉଦ୍ଦୀପନାର ସହିତ ସମାପ୍ତ ହୋଇଛିଯାଇଛି । ଏହାକୁ ଦେଖିବାକୁ ପ୍ରାୟ 15000 ରୁ ଉର୍ଦ୍ଧ ସ୍ରଢାଳୁ ଙ୍କ ଭିଡ ଦେଖିବାକୁ ମିଳିଥିଲା । ଶୁକ୍ରବାର ସନ୍ଧ୍ୟା ୭ ଟା…
ଭଟଲି ଦଧିବାମନ ମହାବିଦ୍ୟାଳୟ ରେ ସୁଭଦ୍ରା: ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ।
ଭଟଲି :- ଭଟଲି ଦଧିବାମନ ମହାବିଦ୍ୟାଳୟ ରେ "ସୁଭଦ୍ରା: ମହିଳା ସଶକ୍ତିକରଣ" କାର୍ଯ୍ୟକ୍ରମ ଅଧ୍ୟକ୍ଷ ପ୍ରେମାନନ୍ଦ ସାହୁଙ୍କ ଅନୁମତିକ୍ରମେ ମହାସମାରୋହରେ ଆୟୋଜିତ ହୋଇଯାଇଛି । ଓଡ଼ିଆ ଅଧ୍ୟାପକ ଦୁର୍ଗାଶିଷ ପଟ୍ଟନାୟକଙ୍କ ସଂଯୋଜନାରେ "ମହିଳା ସଶକ୍ତିକରଣ ଓ ସୁଭଦ୍ରା ଯୋଜନା" ବିଷୟକୁ କେନ୍ଦ୍ର…
ପ୍ରାଥମିକ ସହାୟତା ପ୍ରଶିକ୍ଷଣ ନିମନ୍ତେ ରାଜ୍ୟସ୍ତରୀୟ ପୁରସ୍କାର
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ତଥା ବର୍ତ୍ତମାନ ଆଙ୍କୁଶପୁର ନିବାସୀ ବି ଗୋବିନ୍ଦ ରାଓ ପ୍ରାଥମିକ ସହାୟତା ପ୍ରଶିକ୍ଷଣ ଦେଇ ରାଜ୍ୟସ୍ତରରେ ପୁରସ୍କୃତ ହୋଇଛନ୍ତି |ଭୁବନେଶ୍ୱର…
ନବରଙ୍ଗପୁର ଠାରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
ନବରଙ୍ଗପୁର, ୧୪/୦୯/୨୦୨୪/ଅଶୋକ ସାହୁ, ଶାସକ ପ୍ରଶାସକ: ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ଦୌରାଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ର ଅଧ୍ୟକ୍ଷ ଶ୍ରୀଯୁକ୍ତ ସୁବ୍ରତ ମହାନ୍ତିଙ୍କ ନିର୍ଦ୍ଧେଶ କ୍ରମେ ତୃତୀୟ…