Sign in
Sign in
Recover your password.
A password will be e-mailed to you.
ତିନି ବର୍ଷ ଭିତରେ ୩୩ କେଭି ଲାଇନର ସୁଦୃଢ଼ୀକରଣ କରି ଦକ୍ଷିଣ ଓଡ଼ିଶାର ଦେଢ଼ ଲକ୍ଷରୁ ଉର୍ଦ୍ଧ୍ବ ଉପଭୋକ୍ତାଙ୍କୁ…
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ସମଗ୍ର ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ ଭିତ୍ତିଭୂମିର ଉନ୍ନତିକରଣ ଦିଗରେ ଉଲ୍ଲେଖନୀୟ ପ୍ରଗତି କରିଛି। ଏଠାକାର ପାହାଡ଼,ଘଞ୍ଚ ଜଙ୍ଗଲ ଭରା ଗ୍ରାମୀଣ ଇଲାକାରେ ସବୁ ପ୍ରକାର ଆହ୍ଵାନକୁ ସଫଳତାର ସହ ମୁକାବିଲା…
ନିର୍ମାଣ ଶ୍ରମିକଙ୍କ ପାଇଁ ପୂର୍ବରୁ ମିଳୁଥିବା ସହାୟତା ରାଶିକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ
ଦୁର୍ଘଟଣାଜନିତ ମୃତ୍ୟୁକାଳୀନ ସହାୟତା ରାଶି ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କା,
ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର: ଆପଣମାନେ ହେଉଛନ୍ତି ନିର୍ମାଣର ମେରୁଦଣ୍ଡ। ରାସ୍ତା,…
ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ଓ କିନଡ୍ରିଲର ସିଇଓଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
ସୁଲଭ ମୂଲ୍ୟରେ ଭାରତୀୟ ଛାତ୍ରଛାତ୍ରୀଙ୍କୁ ବିଶ୍ୱମାନର ଶିକ୍ଷା ଦେବା ଆମର ପ୍ରତିବଦ୍ଧତା – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୧୧ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୃଥକ ଭାବେ ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ଡ. ମୁଙ୍ଗ ଚିଆଙ୍ଗ,…
ପିଏମ୍-ଜନମନ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ୍ ଅନ୍ତର୍ଗତ ସୌରା ଉନ୍ନୟନ ସଂସ୍ଥା , ଚନ୍ଦ୍ରଗିରି ଓ ବିଭିନ୍ନ ସରକାରୀ ବିଭାଗର ମିଳିତ ଆନୁକୂଲ୍ୟରେ ଆର୍ .ଉଦୟଗିରି ତହସିଲ ଅଧିନସ୍ଥ ମହେନ୍ଦ୍ରଗଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପ୍ରଧାନ ମନ୍ତ୍ରୀ ଜନମନ…
ପାଇକମାଳ ହlଇସ୍କୁଲରେ ଜାତୀୟ ସାକ୍ଷରତା ଦିବସ
ପଦ୍ମପୁର :- ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ରେ ଜାତୀୟ ସାକ୍ଷରତା ଦିବସ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ବି ଇ ଓ ଚୁଡ଼ାମଣି ବାରିକ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମରେ ପାଇକମାଳ ବ୍ଲକର ଶିକ୍ଷା କ୍ଷେତ୍ରରେ କୃତିତ୍ବ ବିଷୟରେ ଆଲୋଚନା…
୨୯୩ ଗୋଟି ଅଭିଯୋଗରେ ସରିଲା ମିଳିତ ଜନଶୁଣାଣି ଶିବିର
ବାସୁଦେବପୁର-ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ବାସୁଦେବପୁର ବ୍ଲକ ପରିସରରେ ଥିବା ଚିନ୍ତାମଣୀ ସଭା ଗୃହରେ ଜିଲ୍ଲପାଳ ଦିଲ୍ଲୀପକୁମାର ରାଉତରାୟ ଓ ଜିଲ୍ଲାଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଠପାଲି ଉପସ୍ଥିିତ ରହି ମୋଟ ୨୯୩ଗୋଟି ଅଭିଯୋଗର ଶୁଣାଣି କରିଥିଲେ । ସେଥିମଧ୍ୟରୁ ୨୪୭ ଗୋଟି…
ଜଗତସିଂହପୁର ବ୍ୟାଙ୍କ୍ ସମୂହ ଜିଲ୍ଲା ପରାମର୍ଶଦାତା କମିଟି ଓ ଜିଲ୍ଲାସ୍ତରୀୟ ସମୀକ୍ଷା କମିଟି ବୈଠକ
ଜଗତସିଂପୁର:- ତା ୧୧.୦୯.୨୪ ରିଖ ସୁମନ୍ତ କୁମାର ଦାସ: ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସଦଭାବନା ସଭାଗୃହ ଠାରେ ବ୍ୟାଙ୍କ୍ ସମୂହ ଜିଲ୍ଲା ପରାମର୍ଶ ଦାତା କମିଟି ଓ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ (ଭା ପ୍ର ସେ)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରୁ ଫେରିଲା ଓଡିଆ ଯୁବକଙ୍କ ମରଶରୀର
ଭୁବନେଶ୍ବର, ୧୧।୦୯- ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିରହିଥିବା ମୃତ ଓଡିଆ ଯୁବକ ଅବ୍ୟକ୍ତ ପ୍ରସାଦ ସିଂହଙ୍କ ମରଶରୀର ଗତକାଲି ବିଳମ୍ବିତ ରାତିରେ ନିଜ ଜନ୍ମ ମାଟିରେ ପହଞ୍ଚିଛି। ଅବ୍ୟକ୍ତଙ୍କ ମରଶରୀର ଭାରତ ଫେରାଇ…
ଆଉଟଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍ରେ ସୋଆ କୃଷି ମହାବିଦ୍ୟାଳୟ ସମ୍ମାନିତ
ଭୁବନେଶ୍ୱର, ୧୧/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)କୁ ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ‘ଆଉଟ୍ଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍’ରେ ସମ୍ମାନଜନକ ‘ଆଉଟଷ୍ଟାଣ୍ଡିଂ ଏଗ୍ରିକଲ୍ଚର ଇନ୍ଷ୍ଟିଚ୍ୟୁଟ୍ / ୟୁନିଭର୍ସିଟି’…
ଜ୍ୱାଇଁକୁ ହତ୍ୟା କରି ଝିଅକୁ ବିଧବା ସଜାଇଲା ପିତା
ପ୍ରେମ ବିବାହ କୁ କେନ୍ଦ୍ର କରି ପ୍ରେମିକକୁ ହତ୍ୟା,ପ୍ରେମିକା ଗୁରୁତର।
ରାୟଗଡା କାଶୀପୁରରୁ ବୈକୁଣ୍ଠ ଦୁରିଆ -ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଆଡାଜର ପଞ୍ଚାୟତ ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପ୍ରେମ ବିବାହକୁ ନାପସନ୍ଦ କରି ଜଣେ ପିତା ଜ୍ୱାଇଁ କୁ ହତ୍ୟା କରି ଝିଅକୁ…