ସୁନେଲି ସକାଳର ପ୍ରଥମ ସୂର୍ଯ୍ୟ କିରଣରେ ଧଳା ରଙ୍ଗର ଚାଦର ନେଇ ହସୁଛି ରାଣୀ କାଶତଣ୍ଡୀ

 https://youtu.be/j8ctTxzBrqo ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶରତର ଆଗମନରେ କାଶତଣ୍ଡୀର ସମ୍ଭାର ଦେଖିବାକୁ ମିଳେ। ସୁନେଲି ସକାଳର ପ୍ରଥମ ସୂର୍ଯ୍ୟ କିରଣରେ ଧଳା ରଙ୍ଗର ଚାଦର ନେଇ ହସୁଛି ରାଣୀ କାଶତଣ୍ଡୀ।ସକାଳ ଓ ସନ୍ଧ୍ୟାର ସୂର୍ଯ୍ୟ କିରଣର ଆଲୋକରେ କାଶତଣ୍ଡୀର ଅପରୂପ…

ଉପଜିଲ୍ଲାପାଳଙ୍କ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ର ପରିଦର୍ଶନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ପାଇଁ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ନିର୍ଦ୍ଦେଶ କ୍ରମେ ଆଜି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅନୁପ ପଣ୍ଡା ନୂଆଗଡ ବ୍ଲକ୍ ର ଏନ୍.ଝାଲାରସିଂ, କିରାମା…

ଭିଜିିଲାନ୍ସ ଜାଲରେ ଭଞ୍ଜନଗର ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଞ୍ଜାମ୍ ଜିଲ୍ଲା ଭଞ୍ଜନଗର ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ଇଂ ପ୍ରସନ୍ନ କୁମାର ସ୍ବାଇଁଙ୍କ ଘରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ନଭେମ୍ବର ମାସ ୧୧ ତାରିଖ ୨୦୨୪ ବୁଧବାର ସକାଳୁ ସକାଳୁ ଭିଜିଲାନ୍ସ ଚଢାଉ କରିଛି।…

କିମ୍‍ସରେ ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ପାଳିତ

ଭୁବନେଶ୍ୱର ୧୦ ।୯: ଆତ୍ମହତ୍ୟା ପ୍ରତିରୋଧ ଦିଗରେ ସଚେତନତା ସୃଷ୍ଟି କରିବା ପାଇଁ କିମ୍‍ସ ମାନସିକ ରୋଗ ବିଭାଗ ପକ୍ଷରୁ ମଙ୍ଗଳବାର ବିଶ୍ୱ ଆତ୍ମହତ୍ୟା ନିବାରଣ ଦିବସ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆତ୍ମହତ୍ୟା ପ୍ରବୃତ୍ତିକୁ ଚିହ୍ନଟ କରିବା ଓ ମାନସିକ ସ୍ୱାସ୍ଥ୍ୟ ଚିକିତ୍ସାର…

ଓଡିଶାର ସ୍ବାର୍ଥକୁ ଅଣଦେଖା କରି ପୋଲାଭରମ ପ୍ରକଳ୍ପ ଆଗକୁ ବଢିଲେ ବିଜେଡି ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବ

ପୋଲାଭରମ କାର୍ଯ୍ୟକ୍ଷମ ହେଲେ ମୋଟୁ ଅଞ୍ଚଳ ଓଡିଶା ମାନଚିତ୍ରରୁ ନିଶ୍ଚିହ୍ନ ହୋଇଯିବ ରାଜ୍ୟ ବିଜେପି ସରକାର ପୋଲାଭରମ ସମ୍ପର୍କରେ ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ଓଡ଼ିଶାର ସ୍ୱାର୍ଥ ପାଇଁ ତିନି କେନ୍ଦ୍ରମନ୍ତ୍ରୀ ଓ ବିଜେପିର ଏମପିଙ୍କ ନିରବତା ଦୁର୍ଭାଗ୍ୟଜନକ ଭୁବନେଶ୍ୱର :…

ନିଜର ଦୋଷ ଲୁଚାଇବା ପାଇଁ ହୀନ ରାଜନୀତି କରୁଛି ବିଜେଡି: ବଳଭଦ୍ର ମାଝି

 ପ୍ରକଳ୍ପ ଅଂଚଳ ଗସ୍ତ କରି ସେଠାକାର ଲୋକଙ୍କୁ ଭୟଭୀତ କରି ସରକାରଙ୍କୁ ବିରୋଧ କରିବାକୁ ଚକ୍ରାନ୍ତ କରୁଛି ବିଜେଡି  ଗତ ୨୪ ବର୍ଷ ଧରି ପୋଲାଭରମ ପ୍ରକଳ୍ପ ପାଇଁ କୌଣସି ପଦକ୍ଷେପ ନ ନେଇ କୁମ୍ଭକର୍ଣ୍ଣ ନିଦ୍ରାରେ ବିଜେଡି ସରକାର ଶୋଇଥିଲା  ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଗୁଣପୁର ବାଉରୀ ସାହିରେ ୭ ବର୍ଷ ପରେ ଦୁର୍ଗା ପୂଜା ଶୁଭଖୁଣ୍ଟି ସ୍ଥାପନ ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ୧୦/୯/୨୪ଦୀର୍ଘ ଦିନର ପ୍ରତୀକ୍ଷା ପରେ ସ୍ଥାନୀୟ ବାଉରୀ ସାହିରେ ୭ ବର୍ଷ ପରେ ଦୁର୍ଗା ପୂଜା ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ମଙ୍ଗଳବାର ଦିନ ତୁଳସୀ ମଣ୍ଡପ ଠାରେ ପାରମ୍ପରିକ ରୀତିରେ ପୂଜା ଅର୍ଚ୍ଚନା କରାଯାଇ ଶୁଭଖୁଣ୍ଟି…

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁସନ୍ଧାନ ଜାତୀୟ ଗବେଷଣା ଫାଉଣ୍ଡେସନ ଗଭର୍ଣ୍ଣିଂ ବଡିର ପ୍ରଥମ ବୈଠକ

ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଗବେଷଣା ସହ ଉଦ୍ଭାବନର ପେଣ୍ଠସ୍ଥଳୀ ହେବ ଭାରତ- ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୧୦ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ରିସର୍ଚ୍ଚ ନ୍ୟାସନାଲ ରିସର୍ଚ୍ଚ ଫାଉଣ୍ଡେସନ (ଏଏନଆରଏଫ)ର ଗଭର୍ଣ୍ଣିଂ ବଡିର ପ୍ରଥମ…

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

କାଶୀପୁର /ରାୟଗଡ/୧୦-୦୯-୨୦୨୪ : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ହରିଶ ବି.…

ଜିଲ୍ଲାପାଳ ରାୟଗଡଙ୍କ ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ l

ରାୟଗଡ:-ତା. ୧୦/୦୯-ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପତାୱରୀ, ଆଜି ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ କରିଥିଲେ l ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ନିମନ୍ତେ ନୂତନ କୋଠା ନିର୍ମାଣ ନିମନ୍ତେ ସଠିକ ସ୍ଥାନ ନିରୂପଣ ଉପରେ ଅନୁଧ୍ୟାନ କରିଥିଲେ l ନୂତନ କଥାରେ ଜିଲ୍ଲା ସୂଚନା ଓ…