ସୁଭଦ୍ରା ମାର୍ଗଦର୍ଶିକାକୁ ସହରାଞ୍ଚଳରେ ଘରେ ଘରେ ପହଞ୍ଚାଇବାର ଉଦ୍ୟମ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ତା ୦୧/୦୯/୨୦୨୪ରିଖ: “ସୁଭଦ୍ରା” ଯୋଜନାକୁ ଘରେ ଘରେ ପହଞ୍ଚାଇବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଉଭୟ ରାଜ୍ୟ ଓ ଜିଲ୍ଲାସ୍ତରରେ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇସାରିଛି। “ସୁଭଦ୍ରା” ଯୋଜନାର ମାର୍ଗଦର୍ଶିକା ଜାରି ହେବା ପରେ ପରେ ରାଜ୍ୟସାରା ଏହି ତାଲିମ…

ଦୁବାଇରେ ଓଡିଆ ଯୁବକଙ୍କ ଦୁର୍ଘଟଣାରେ ମୃତ୍ୟୁ;ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ବର, ୦୩।୦୯- ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ମୃତ ଓଡିଆ ଯୁବକ ଅବ୍ୟକ୍ତ ପ୍ରସାଦ ସିଂହଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।…

ବେଆଇନ ମଦ କାରବାର ନେଇ ରାଜ୍ୟରେ ଦୀର୍ଘ ଓ ସର୍ବବୃହତ ଚଢ଼ାଉ ଅଭିଯାନ

ପୂର୍ବର ସମସ୍ତ ବେଆଇନ କାରବାରକୁ ମୂଳପୋଛ କରାଯିବ: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ - ଭଙ୍ଗା ହେଲା ୧୪୪୩ ବେଆଇନ ଭାଟି - ୧୯୫୭ ଜଣ ଗିରଫ ୧୮୩ ଗାଡି ଜବତ ଭୁବନେଶ୍ୱର: ବେଆଇନ ମଦ କାରବାର ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ଅଗଷ୍ଟ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଚଢ଼ାଉ…

ଜିଲ୍ଲାପାଳ, ରାୟଗଡ଼ଙ୍କ ଗୁଣପୁର ଗସ୍ତ : ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା ।

ପ୍ରଧାନମନ୍ତ୍ରୀ ଜନମନ ପରିଯୋଜନା ସଚେତନତା ଶିବିର ପରିଦର୍ଶନ । ଆଦିମ ଜନଜାତି ଯୁବକଙ୍କୁ ସମ୍ବର୍ଦ୍ଧିତ କଲେ । ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ରାୟଗଡ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟୱରି ଆଜି ଗୁଣପୁର ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା…

ସ୍ୱଭାବ କବି ଗଙ୍ଗାଧରଙ୍କ ଜୟନ୍ତୀ ପାଳିତ

ସୋନପୁର,୩।୯ଶାସକ ପ୍ରଶାସକ,(ପ୍ରକାଶ ହାତୀ) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପାଂଚାୟତ ହାଇସ୍କୁଲ, ମାୟାବର୍ହା ପ୍ରାଙ୍ଗଣରେ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତଙ୍କ ଅଧ୍ୟକ୍ଷତାରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଗଙ୍ଗାଧରଙ୍କ ଅମର…

ନବରଙ୍ଗପୁର ଜିଲ୍ଲା ଶାଖା ରେଡକ୍ରସ ସୋସାଇଟି ର ସାଧାରଣ ବୈଠକ l

ନବରଙ୍ଗପୁର:୩.୦୯.୨୦୨୪, ଅଶୋକ ସାହୁ, ଶାସକ ପ୍ରଶାସକ,ନବରଙ୍ଗପୁର ମିଶନ ଶକ୍ତି ସଭାଗୃହ ରେ ଜିଲ୍ଲା ସ୍ତରୀୟ ରେଡ଼କ୍ରସ ର ସାଧାରଣ ବୈଠକ ଅଧ୍ୟକ୍ଷ ଭାରତୀୟ ରେଡ଼କ୍ରସ ସୋସାଇଟି, ଜିଲ୍ଲା ଶାଖା ନବରଙ୍ଗପୁର ତଥା ଜିଲ୍ଲାପାଳ ନବରଙ୍ଗପୁର ଡ଼ଃ ଶୁଭଙ୍କର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଲାଞ୍ଜିଆସୈାରା ଅଞ୍ଚଳରୁ ପ୍ରଥମ ଡାକ୍ତର ଛାତ୍ର

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ମାଲକାନଗିରି ଜିଲ୍ଲା ବିଚ୍ଛିନ୍ନାଞ୍ଚଳର ଜଣେ ବଣ୍ଡା ଛାତ୍ର ଡାକ୍ତର ପାଠ ପଢିବା ପାଇଁ ନିଟ୍ ପରିକ୍ଷାରେ ଉତ୍ତୀର୍ଣ୍ଣ ହୋଇ ସାରା ଓଡିଶାରେ ଚର୍ଚ୍ଚାରେ ରହିଥିବା ବେଳେ ବର୍ତମାନ ପୁଣି ବିରଳ ଜନଜାତି ଲାଞ୍ଜିଆସୈାରା ଅଞ୍ଚଳର ଜଣେ ଛାତ୍ର ନିଟ୍…

କିମ୍‍ସରେ ପ୍ରଥମ ଡେଙ୍ଗୁ ଟିକାର ତୃତୀୟ ପର୍ଯ୍ୟାୟ କ୍ଲିନିକାଲ୍‍ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୨ ।୯: ଭାରତର ପ୍ରଥମ ସ୍ୱଦେଶୀ ଡେଙ୍ଗୁ ଟିକା ‘ଡେଙ୍ଗିଆଲ୍‍’ ପାଇଁ କ୍ଲିନିକାଲ୍‍ ପରୀକ୍ଷଣର ତୃତୀୟ ପର୍ଯ୍ୟାୟ ଆଜି କିମ୍‍ସରେ ଆରମ୍ଭ ହୋଇଛି । ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ (ଆଇସିଏମ୍‍ଆର୍‍) ସହଯୋଗରେ ପାନାସିଆ ବାୟୋଟେକ୍‍ ଦ୍ୱାରା ବିକଶିତ ସ୍ୱଦେଶୀ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ…

‘ସୁଭଦ୍ରା’ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ରାଉରକେଲା,(ବସନ୍ତ କୁମାର ଜେନା): ରାଜ୍ୟରେ ମହିଳା ସଶକ୍ତିକରଣକୁ ସୁନିଶ୍ଚିତ କରିବା ପାଇଁ ଓଡ଼ିଶା ସରକାରଙ୍କ ବହୁ ପ୍ରତୀକ୍ଷିତ 'ସୁଭଦ୍ରା ଯୋଜନା' ଚଳିତ ମାସ ୧୭ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ରାଉରକେଲା ସହରରେ ଯେପରି କେହି ବି ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ନ ହୁଅନ୍ତି,…