ସୀମାନ୍ତ ଇଞ୍ଜନିୟରିଂ କଲେଜ ପ୍ରତିଷ୍ଠାତା ସ୍ୱର୍ଗତ ପରେଶ ଚନ୍ଦ୍ର ବସା ଙ୍କ ୧୯ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ ।

ମୟୂରଭଞ୍ଜ ସାରସକଣା ରୁ ଶ୍ରୀ ଦିପୁ ମହାପାତ୍ର ଙ୍କ ରିପୋର୍ଟ : ଶାସକ ପ୍ରଶାସକ ମୟୁରଭଂଜ ଜିଲ୍ଲା ସାରସକଣା ବ୍ଳକ୍ ଅନ୍ତର୍ଗତ ସ୍ଥାନୀୟ ଝାରପୋଖରିଆ ଠାରେ ଥିବା ଇଞ୍ଜିନିୟରିଂ କଲେଜ ପରିସରରେ ସୀମାନ୍ତ ପୁରୁଷ ସ୍ବର୍ଗତ ପରେଶ ଚନ୍ଦ୍ର ବସା ଙ୍କ ର ୧୯ ତମ ଶ୍ରାଦ୍ଧ ବାର୍ଷିକୀ ଅନୁଷ୍ଠାନର…

ବେଲଗୁଣ୍ଠା ବ୍ଳକ୍ ପାଣି ପଂଚାୟତ ପମ୍ପ୍ ଡ୍ରାଇଭର ସଂଘର ଦ୍ୱାଦଶତମ ବାର୍ଷିକ ଉତ୍ସବ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ ପାଣି ପଂଚାୟତ ପମ୍ପ୍ ଡ୍ରାଇଭର ସଂଘର ଦ୍ୱାଦଶତମ ବାର୍ଷିକ ଉତ୍ସବ ସ୍ଥାନୀୟ ମାଆ ବ୍ରାହ୍ମଣ ଦେବୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି I ପାଣି ପଂଚାୟତ କର୍ମଚାରୀ ସଂଘ ସଭାପତି ଭଗବାନ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଚୋରା ଚାଲାଣ ହେଉଥିବା ଗଞ୍ଜେଇ ଜବତ କରିବା ସହିତ ଦୁଇ ଜଣଙ୍କୁ ଗିରଫ କଲା ଗାଙ୍ଗପୁର ପୋଲିସ୍

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ଗଞ୍ଜେଇ ଚୋରା ଚାଲାଣ କରୁ୍ଥିବା ବେଳେ ଦୁଇ ବଙ୍ଗାଳୀ ବ୍ୟବସାୟୀ ଗାଙ୍ଗପୁର ପୋଲିସ୍ ହାତରେ ଧରାପଡ଼ି କୋର୍ଟଚାଲାଣ ହୋଇଛନ୍ତି I ସୂଚନା ପ୍ରକାରେ ପଶ୍ଚିମ ବଙ୍ଗ ମୂର୍ସିଦାବାଦ୍ ଅଞ୍ଚଳର ଦୁଇଜଣ ବ୍ୟବସାୟୀ ସମନ୍ ଶେଖ୍ ଏବଂ ସୁମନ୍ ଶେଖ୍ ଗଞ୍ଜେଇ ଚୋରା ଚାଲାଣ…

ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ମାତୃ ସମ୍ମିଳନୀ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନର ସଭାପତି ତଥା ରୋଟାରୀ କ୍ଳବ୍ ଉପପ୍ରାନ୍ତପାଳ ଭି ଦେବୀ ପ୍ରସାଦ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁଷ୍ଠାନ…

ପ୍ରଶାସନର ନିର୍ଦ୍ଦେଶ କୁ ଖୋଲାଖୋଲି ଭାବେ ଉଲଘଂନ କରି ପ୍ଲାଷ୍ଟର ଅଫ ପାରିସର ମୂର୍ତ୍ତି ବିକ୍ରି

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ରାୟଗଡା ଜିଲ୍ଲା ଗୁଣପୁର ଉପଖଣ୍ଡରେ ବିଭିନ୍ନ ସ୍ଥାନରେ ଖୁଲମ ଖୁଲା ପ୍ଳାଷ୍ଟର ଅଫ ପାରିସର ଗଣେଶ ମୂର୍ତ୍ତି ବିକ୍ରି କରାଯାଉଛି l ପ୍ଳାଷ୍ଟର ଅଫ ପାରିସର ବ୍ୟବହାର ସ୍ୱାସ୍ଥ୍ୟ ପ୍ରତି ହାନିକାରକ ହୋଇଥିବା ଯୋଗୁଁ ଗଣେଶ ମୂର୍ତ୍ତି ମାଟିରେ ଗଢିବା ସହ…

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ :  ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରକ୍ଷୀ ଅଧିକ୍ଷକ,ଶ୍ରୀ ହରିଶl ବି.ସି,…

ମା ଗଜଲକ୍ଷ୍ମୀ ଙ୍କ ପୂଜା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ, ସଂଗଠନ ପୁନଃ ଗଠନ ଗୁଣପୁର

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି-ରାୟଗଡା ଜିଲ୍ଲା ଗୁଣପୁର କଲେଜ ନିକଟ କାଶୀ ବିଶ୍ୱନାଥ ମନ୍ଦିର ଠାରେ ଆଜି ଜାଗୃତି ସାଂସ୍କୃତିକ ସଂଗଠନ ର ସଭାପତି ମନୋରଞ୍ଜନ ରଥ ଙ୍କ ଅଧ୍ୟକ୍ଷତା ରେ ବୈଠକ ହୋଇଥିଲା l ଏଥିରେ ସଂଘ ର ପୁନର୍ଗଠନ ଉପସ୍ଥିତ ସଦସ୍ୟ ଙ୍କ ସହମତି ରେ ହୋଇଥିଲା l ଏଥି ସହ ମା…

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ :  ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରକ୍ଷୀ ଅଧିକ୍ଷକ,ଶ୍ରୀ ହରିଶl ବି.ସି,…

ବିକ୍ଷିପ୍ତା ସାହିତ୍ୟ ପ୍ରତିଷ୍ଠାନ ର “କାବ୍ୟଧାରା” ଉନ୍ମୋଚନ ଉତ୍ସବ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ରୁ ସୃଷ୍ଟି "ବିକ୍ଷିପ୍ତା ସାହିତ୍ଯ ପ୍ରତିଷ୍ଠାନ",ର ବୁଗୁଡ଼ା ଗଞ୍ଜାମ ଏବଂ ବ୍ରହ୍ମପୁର ସାହିତ୍ଯ ପରିଷଦ, ବ୍ରହ୍ମପୁର ଆନୁକୁଲ୍ୟରେ ,ଆଜି ବ୍ରହ୍ମପୁର ସ୍ଥିତ ଶଶିଭୂଷଣ ରଥ (ସ୍ଵୟଂଶାସିତ) ସରକାରୀ ମହିଳା ମହାବିଦ୍ୟାଳୟ ପରିସରରେ…

ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ସମାରୋହ – ୨୦୨୪ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସଂସ୍କୃତ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ରାଜ୍ୟ ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ଗଜପତି ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ସମାରୋହ - ୨୦୨୪ ପାଳନ ଅବସରରେ ବିଭିନ୍ନ…