Sign in
Sign in
Recover your password.
A password will be e-mailed to you.
ଏମ ରାମପୁର ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ ) ତା୨୭.୮.୨୦୨୪: ଆଜି ଏମ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାରଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଜନ ଶୁଣାଣି ଶିବିରରେ ଆଇ ଏ ଏସ ପ୍ରୋବେସନାରୀ କସ୍ତୁରୀ ପଣ୍ଡା,…
“ପରିଚୟ ସଂକଟ” ର ଶିକାର ହୋଇଛନ୍ତି ବିଜେଡିର ନେତ୍ରୀ ଶ୍ରୀମତୀ ସୁଲତା ଦେଓ : କସ୍ତୁରୀ ମିଶ୍ର
ଭୁବନେଶ୍ୱର, ତା.୨୭/୦୮: ଅଜ୍ଞତାର କୈାଣସି ଜବାବ ନାହିଁ ଏବଂ ବିଭ୍ରାନ୍ତ ସୃଷ୍ଟିକାରୀଙ୍କୁ ଆଦୈା କ୍ଷମା ନାହିଁ । ମାତ୍ର ଦୁର୍ଭାଗ୍ୟର ବିଷୟ, ଆଜି ଏଭଳି କିଛି ଦେଖିବାକୁ ଓ ଶୁଣିବାକୁ ମିଳିଛି କୁହାଳିଆ ବିଜେଡି ନେତ୍ରୀ ତଥା ସାଂସଦ ଶ୍ରୀମତୀ ସୁଲତା ଦେଓଙ୍କ କ୍ଷେତ୍ରରେ ବୋଲି ରାଜ୍ୟ…
ନବ ନିର୍ବାଚିତ ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହନ୍ତଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଭବ୍ୟ ସମ୍ବର୍ଦ୍ଧନା
ଭୁବନେଶ୍ୱର, ତା.୨୭/୦୮: କୁଡୁମୀ ସମାଜକୁ ପ୍ରତିନିଧିତ୍ୱ କରୁଥିବା ମୟୂରଭଞ୍ଜର ଜଣାଶୁଣା ନାରୀ ନେତ୍ରୀ ତଥା ନବ ନିର୍ବାଚିିତ ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହନ୍ତଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧାୟକ…
“ବିଜେଡି ଗାଡିର ଡ୍ରାଇଭର ସାଜିଛି କଂଗ୍ରେସ”: ମନୋଜ ମହାପାତ୍ର
କଂଗ୍ରେସ ଓ ବିଜେଡି ଉଭୟ ଶାସନ କ୍ଷମତାରେ ଥିଲାବେଳେ ଆଦିବାସୀ, ଦଳିତ ଓ ପଛୁଆବର୍ଗଙ୍କୁ ନ୍ୟାୟ ଦେବାରେ ବିଫଳ ହୋଇଛନ୍ତି
ବିଜେପି ସରକାରରେ ଓଡିଶାରେ ସାମାଜିକ ନ୍ୟାୟ ସ୍ଥାପନା ହୋଇଛି, ଏହାକୁ କଂଗ୍ରେସ ଓ ବିଜେଡି ହଜମ କରିପାରୁ ନାହିଁ
ଅତୀତରେ ବିଜେଡି ସରକାର…
ଗବେଷଣା କ୍ଷେତ୍ରରେ ସ୍ୱଚ୍ଛତାକୁ ଗୁରୁତ୍ୱ: ସୋଆରେ ସ୍ପ୍ରିଞ୍ଜର ନେଚର ପକ୍ଷରୁ ରାଇଜ୍ କନ୍କ୍ଲେଭ ଆୟୋଜିତ
ଭୁବନେଶ୍ୱର , ୨୭/୦୮: ଗବେଷକମାନଙ୍କୁ ଗବେଷଣା ନିମନ୍ତେ ଉପଯୁକ୍ତ ବିଷୟବସ୍ତୁ, ସାହାଯ୍ୟ ଓ ମଂଚ ଯୋଗାଇବାରେ ସହାୟକ ହେଉଥିବା ବିଶ୍ୱସ୍ତରୀୟ ପ୍ରକାଶନ ସଂସ୍ଥା ସ୍ପ୍ରିଞ୍ଜର ନେଚର ଦ୍ୱାରା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ମଙ୍ଗଳବାର ‘ରିସର୍ଚ୍ଚ ଇନ୍ଟିଗ୍ରିଟି ଇନ୍ ସାଇନ୍ସ ଆଣ୍ଡ ଏଜୁକେସନ୍’…
ବାଳ ନିକେତନ ଶିଶୁଯତ୍ନ ଅନ୍ତେବାସୀ ପାଳିଲେ ଜନ୍ମାଷ୍ଟମୀ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ପବିତ୍ର ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣ ଙ୍କ ଜନ୍ମତ୍ସଵ । ସାରା ଦେଶ ପାଳୁଛି ଜନ୍ମାଷ୍ଟମୀ । ରାୟଗଡା ଜିଲ୍ଲା ଗୁଣୁପୁର ବ୍ଲକ୍ ଲିମାମେଡା ଠାରେ ଥିବା ବାଳ ନିକେତନ ଶିଶୁ ଯତ୍ନ ଅନୁଷ୍ଠାନ ପରିସରରେ ଆଜି ଅତି ଆନନ୍ଦ ଉଲ୍ଲାସର ସହିତ ଏହି ଜନ୍ମତ୍ସଵ ପାଳନ…
ବେଲଗୁଣ୍ଠା ସରସ୍ଵତୀ ଶିଶୁ ବିଦ୍ୟା ଭବନରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ଭବନରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି I ଏହି ଉତ୍ସବରେ ଭଞ୍ଜନଗର ସାଇ ଗୁରୁକୂଳ ପ୍ରତିଷ୍ଠାତା ଅଜିତ୍ କୁମାର ଶତପଥି,ସାଇ ସଂଘର ବରିଷ୍ଠ କର୍ମକର୍ତ୍ତା ଯୋଗ ଦେଇ ଶ୍ରୀକୃଷ୍ଣଙ୍କ ମହିମା ଏବଂ…
ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବଡ଼ ହାସ୍ୟ ଉଲ୍ଲାସରେ ତଥା ଆନନ୍ଦର ସହିତ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଶିଶୁ ପ୍ରାରମ୍ଭ ଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ…
ପିଏମ୍ ଜନମନ ପରିଯୋଜନା: ଟଲଣା ଶିବିରରେ ବ୍ୟାପକ ଜନସମାଗମ,ଦୁର୍ଗମ ଲହୁଣୀଖୁଣ୍ଟିରେ ତହସିଲ ଟିମ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ପିଏମ୍ ଜନମନ ପରିଯୋଜନା ଅନ୍ତର୍ଗତ ଦ୍ଵିତୀୟ ପର୍ଯ୍ୟାୟ ବ୍ୟାପକ ସଚେତନତା କାର୍ଯ୍ୟକ୍ରମରେ ଆଜି ଗୁଣୁପୁର ବ୍ଲକର ଟଲଣା ଠାରେ ଆୟୋଜିତ ଶିବିରରେ ପ୍ରବଳ ଜନସମାଗମ ହୋଇଥିଲା l ଲାଞ୍ଜିଆ ସଉରା ଉନ୍ନୟନ ସଂସ୍ଥାର ସ୍ୱତନ୍ତ୍ର ଅଧିକାରୀ ଶ୍ରୀମତୀ ଅସୀମା…
ବିଶ୍ଵ ହିନ୍ଦୁ ପରିଷଦ ର ସ୍ଥାପନା ଦିବସ ପାଳନ।
ବାସୁଦେବପୁର - ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସର ରେ ପବିତ୍ର ଜନ୍ମାଷ୍ଟମୀ, ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ଙ୍କ ବଳି ଦାନ ଦିବସ, ଏବଂ ବିଶ୍ବ ହିନ୍ଦୁ ପରିଷଦ ର ସ୍ଥାପନା ଦିବସ ପାଳନ ହୋଇ ଯାଇଛି। ବାସୁଦେବପୁର ପ୍ରଖଣ୍ଡ ସମ୍ପାଦକ ଉତ୍କଳ କେଶରୀ ନାୟକ ଙ୍କ ସଂଯୋଜନା ରେ…