ସହକାରୀ ଉପ ବିଭାଗୀୟ ଅଧିକାରୀ ଦିନିକିଆ ଗଜପତି ଜିଲ୍ଲା ଗସ୍ତ

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ସହକାରୀ ଉପ ବିଭାଗୀୟ ଅଧିକାରୀମାନେ ଦିନିକିଆ ଗଜପତି ଜିଲ୍ଲା ଗସ୍ତ କରି ଜିଲ୍ଲାର ଜିରାଙ୍ଗର ବୁଦ୍ଧିଷ୍ଠ ମନ୍ଦିର , ଖସଡ଼ା , ଗଣ୍ଡାହତୀ ଦର୍ଶନୀୟ ସ୍ଥାନ ବୁଲି ପରିଦର୍ଶନ କରିଥିଲେ। ସେହିପରି ଜିଲ୍ଲାର ବିଭିନ୍ନ ଗ୍ରାମାଞ୍ଚଳରେ ସରକାରଙ୍କ ଦ୍ୱାରା…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପିଏମ୍-ଜନମନ ରଥ ଶୁଭାରମ୍ଭ

https://youtu.be/754USUeMXR4 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପିଏମ୍-ଜନମନ ରଥକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ଏହି ରଥ…

ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହେନ୍ଦ୍ରଗିରି ( ପୌର) ଉଚ୍ଚ ବିଦ୍ୟାଳୟ ଠାରେ ସଂସ୍କୃତ ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କର୍ଯ୍ୟକ୍ରମରେ ବିଦ୍ୟାଳୟର ସଂସ୍କୃତ ଶିକ୍ଷୟତ୍ରୀ ଶୁଭଲକ୍ଷ୍ମୀ…

ଆଇନ୍ ସଚେତନତା କାର୍ଯ୍ୟକ୍ରମ

 ଜଗତସିଂହପୁର,ତା-୨୩.୦୮.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଜଗତସିଂହପୁର ଜିଲ୍ଲା ଅଦାଲତରେ କୃତ୍ରିମ ବୁଦ୍ଧିକୁ ବ୍ୟବହାର କରି ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟର ରାୟକୁ ଇଂରାଜୀ ଭାଷାରୁ ଆଞ୍ଚଳିକ ଭାଷାରେ ଅନୁବାଦ, ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଭିଡ଼ିଓ…

ଶିକ୍ଷକଙ୍କ ମାଡ଼ରେ ବହୁ ଛାତ୍ରୀ ଲହୁଲୁହାଣ ,

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଗୋବରା ପଂଚାୟତର ବାସୁଦେବପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରବିନାରାୟଣ ଗୌଡ଼ଙ୍କ ମାଡ଼ରେ ନବମ ଶ୍ରେଣୀର ବହୁ ଛାତ୍ରୀ ଲହୁଲୁହାଣ ହୋଇଥିବା ଅଭିଯୋଗ ଆଣିଛନ୍ତି ଛାତ୍ରୀ ମାନଙ୍କର ଅଭିଭାବକ I…

ମହିଳା ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ମହା ବୃକ୍ଷରୋପଣ ପ୍ରୟାସର ଉଦଘାଟନୀ ଉତ୍ସବ

- ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହିଳା ମହାବିଦ୍ୟାଳୟ ଠାରେ ଜାତୀୟ ମହା ବୃକ୍ଷରୋପଣ ପ୍ରୟାସ କାର୍ଯ୍ୟକ୍ରମର ଉଦଘାଟନୀ ଉତ୍ସବ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ରୀନା ସାହୁଙ୍କ ଅଧ୍ୟକ୍ଷତାରେ…

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସ୍ଥିତ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ଯୁକ୍ତ ତିନିର ଦ୍ୱିତୀୟ ଏବଂ ଶେଷ ବର୍ଷ ଛାତ୍ରଛାତ୍ରୀ…

ନୂଆପଡା ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନମନ ଯୋଜନାରେ ଆଦିମ ଜନଜାତି ଚକୋଟିଆ ଭୁଞ୍ଜିଆ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ହେବ

 ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ କ ରିପୋର୍ଟ (ଶାସକ ପ୍ରଶାସକ): ନୂଆପଡା ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ, ଜନମନ ଯୋଜନାରେ ଆଦିମ ଜନଜାତି ଚକୋଟିଆ ଭୁଞ୍ଜିଆ ଆଦିବାସୀ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ଜିଲ୍ଲା ପ୍ରଶାସନ ସଂକଳ୍ପବଦ୍ଧ ବୋଲି ଆଜି…

ଜାତୀୟ ମହାକାଶ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ସମ୍ମିଳନୀ ଉଦଯାପିତ

  ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ବିଗତ ବର୍ଷ ଠିକ୍ ଆଜିର ଦିନରେ ଭାରତ ଚନ୍ଦ୍ରଯାନ-୨କୁ ଚନ୍ଦ୍ରପୃଷ୍ଠକୁ ସଫଳତାର ସହିତ ପଠାଇଥିଲା।ତେଣୁ ଆଜି ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ପ୍ରଥମ "ଜାତୀୟ ମହାକାଶ ଦିବସ" ଅବସରରେ ଏକ ଜାତୀୟ ମହାକାଶ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା…

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ସମ୍ପର୍କିତ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା

ପଦ୍ମପୁର :- ସମଗ୍ର ଶିକ୍ଷା ବରଗଡ଼ ସୌଜନ୍ୟରୁ ଓ ରାଜବୋଡ଼ାସମ୍ବର ବ୍ଲକ ଶିକ୍ଷା ଆନୁକୁଲ୍ୟରେ ଛାତ୍ରଛାତ୍ରୀଙ୍କର ବୈଜ୍ଞାନିକ ଓ ଆବିଷ୍କାର ମନୋବୃତ୍ତିକୁ ଉତ୍ସାହିତ କରିବା ପାଇଁ ଉଦ୍ଦିଷ୍ଟ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ସମ୍ପର୍କିତ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ସ୍ଥାନୀୟ ସରକାରୀ…