Sign in
Sign in
Recover your password.
A password will be e-mailed to you.
ସଂଘ ସାହିତ୍ୟ ଚର୍ଚ୍ଚା ଓ ଗୁରୁଜୀଙ୍କ ଜୀବନ ଚର୍ଯ୍ୟା ଆଲୋଚନାଚକ୍ର
ରାଉରକେଲା, (ବସନ୍ତ କୁମାର ଜେନା, ଶାସକ ପ୍ରଶାସକ ): ଅଖିଳ ଭାରତୀୟ ସାହିତ୍ୟ ପରିଷଦ, ରାଉରକେଲାର ମାଧବ ନଗର ଶାଖା ଓ ରାଉରକେଲା ମହାବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ ମାସିକ ସାରସ୍ୱତ ସମାବେଶ ଅନୁଷ୍ଠିତ ହୋଇଯାଇଛି। ନଗର ଶାଖା ସଭାପତି ବ୍ରଜେନ୍ଦ୍ର କୁମାର ଦାଶଙ୍କ ଆବାହକତ୍ୱରେ!-->!-->!-->…
ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟରେ ବିଶ୍ବ ଫାର୍ମାସିଷ୍ଟ ଦିବସ ପାଳିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ସ୍ଥିତ ଗାୟତ୍ରୀ ଫାର୍ମାସି ମହାବିଦ୍ୟାଳୟରେ ବିଶ୍ବ ଫାର୍ମାସିଷ୍ଟ ଦିବସ ପାଳିତ ହୋଇଯାଇଛି । ଫାର୍ମାସୀ କାଉନସିଲ୍ ଅଫ୍ ଇଣ୍ଡିଆ ଏବଂ ଏଫ.ଆଇ.ପି ର ମାର୍ଗଦର୍ଶିକା ଅନୁଯାୟୀ ପ୍ରତିବର୍ଷ ସେପ୍ଟେମ୍ବର ମାସ ୨୫ ତାରିଖକୁ ବିଶ୍ବ ଫାର୍ମାସିଷ୍ଟ!-->!-->!-->…
ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧା ମୃତ;ଲଗାଣ ବର୍ଷାରେ ମାଟିଘର ଭୁଶୁଡ଼ିଲା
ବେଲଗୁଣ୍ଠା, ୨୫/୦୯:-(ଶିବରାମ ଚୌଧୁରୀ )-ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ତିନି ଦିନ ଧରି ଲଗାଣ ବର୍ଷା ଜନଜୀବନକୁ ପ୍ରଭାବିତ କରିଥିବାବେଳେ ବେଲଗୁଣ୍ଠା ବ୍ଲକ୍ରେ ମାଟି କାନ୍ଥ ଭୁଶୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଉଢ଼ୁରା ପଞ୍ଚାୟତ ଅନ୍ତର୍ଗତ ପୁରୁଣା ଉଢ଼ୁରା!-->!-->!-->…
ବର୍ଷା କମିଲା, ବଢ଼ିଲା ବର୍ଷା ପରବର୍ତ୍ତୀ ଦୁର୍ଦ୍ଦଶା
ଗଛ ପଡ଼ି ବଙ୍କା–ସୁରମଣୀ ରାସ୍ତା ଅବରୋଧ; ମାଆ ବ୍ରାହ୍ମଣଦେବୀ ମନ୍ଦିରରେ ୩ ଫୁଟ ପାଣି, ଭୋଗ ବନ୍ଦ; ବାଳିକା ଉଚ୍ଚ ବିଦ୍ୟାଳୟର ପାଚେରୀ ଭୁଶୁଡ଼ିଲା
ବେଲଗୁଣ୍ଠା, ୨୫/୦୯:-(ଶିବରାମ ଚୌଧୁରୀ )-ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ତିନି ଦିନ ଧରି ହୋଇଥିବା ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର!-->!-->!-->…
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ
ବଲାଙ୍ଗୀର, ୨୫ ସେପ୍ଟେମ୍ବର: ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟରେ ମନୋବିଜ୍ଞାନ ବିଭାଗ ପକ୍ଷରୁ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆତ୍ମହତ୍ୟା ନିରୋଧ ଓ ମାନସିକ ସ୍ୱାସ୍ଥ୍ୟ ସମ୍ପର୍କରେ ସମାଜରେ ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର!-->!-->!-->…
ମାଲକାନଗିରି ବନ୍ୟା: ୨,୨୫୯ ବିପନ୍ନଙ୍କୁ ସୁରକ୍ଷିତ ଉଦ୍ଧାର
ସେପ୍ଟେମ୍ବର ୨୬ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କଲେ ଜିଲ୍ଲାପାଳ
ମାଲକାନଗିରି,(ସୁରେନ୍ଦ୍ର କୁମାର ବେମାଳ )୨୫/୯/୨୬: ଜିଲ୍ଲାରେ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ନେଇ ମାଲକାନଗିରି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିବା ସହ ସମସ୍ତ ପ୍ରକାର ଜରୁରୀକାଳୀନ ପଦକ୍ଷେପ!-->!-->!-->…
ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଦିବସ ଅବସରରେ ସ୍ୱେଚ୍ଛାକୃତ ମେଗା ରକ୍ତଦାନ ଶିବିର , ୪୮୪ ୟୁନିଟ…
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:- ଆଜି ଜାତୀୟ ସେବା ଯୋଜନା ଦିବସ।ଏହି ଅବସରରେ ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ଜାତୀୟ ସେବା ଯୋଜନା ପକ୍ଷରୁ ଏକ ସ୍ବେଚ୍ଛାକୃତ ମେଗା ରକ୍ତଦାନ ଶିବିର ଵିଶ୍ଵବିଦ୍ୟାଳୟ ପରିସର ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ମୋଟ ୪୮୪ ୟୁନିଟ ରକ୍ତ!-->!-->!-->…
ଜିଆଇଇଟି ବିଶ୍ୱବିଦ୍ୟାଳୟରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:: ଆଜି ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ, ସ୍କୁଲ୍ ଅଫ୍ ଫାର୍ମାସି ପକ୍ଷରୁ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ ହୋଇଛି। ଅନ୍ତର୍ଜାତୀୟ ଫାର୍ମାସ୍ୟୁଟିକାଲ୍ ଫେଡେରେସନ୍ (ଏଫ୍ ଆଇ ପି ) ପକ୍ଷରୁ ଘୋଷିତ ଚଳିତ ବର୍ଷର ବିଷୟବସ୍ତୁ “ସୁସ୍ଥ ଭବିଷ୍ୟତ!-->!-->!-->…
ଜେଏସଡବ୍ଲୁ ଜେଏଫଇ ଷ୍ଟିଲ୍ କାରଖାନାରୁ ବାୟୁ, ଜଳ ଓ ପରିବେଶ ପ୍ରଦୂଷଣ ଅଭିଯୋଗ : ଜିଲ୍ଲାପାଳଙ୍କ ଦ୍ୱାରସ୍ଥ…
ସ୍ଲରୀ ପଣ୍ଡ ବନ୍ଦ ଦାବି:୧୫ ଦିନରେ ପଦକ୍ଷେପ ନହେଲେ ଧାରଣା ଚେତାବନୀ
ଝାରସୁଗୁଡ଼ା, ୨୫/୯: ଜେଏସଡବ୍ଲୁ ଜେଏଫଇ ଷ୍ଟିଲ୍ କାରଖାନାରୁ ହେଉଥିବା ବାୟୁ, ଜଳ ଓ ପରିବେଶ ପ୍ରଦୂଷଣର ସ୍ଥାୟୀ ସମାଧାନ ଏବଂ ହଲଦାକାନି ଅଞ୍ଚଳର ୬୭ ଏକର ଜମିରେ ନିର୍ମିତ ଟେଲିଙ୍ଗ୍ ପଣ୍ଡ ବା ସ୍ଲରୀ ପଣ୍ଡକୁ ବନ୍ଦ!-->!-->!-->…
ଧରଣୀଧର ବିଶ୍ୱବିଦ୍ୟାଳୟ ଠାରେ ଜାତୀୟ ସେବା ଯୋଜନା ଦିବସ ଅନୁଷ୍ଠିତ
କେନ୍ଦୁଝର,ତା୨୫/୯- ସ୍ଥାନୀୟ ଧରଣୀଧର ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ତରଫରୁ ବିଶ୍ୱବିଦ୍ୟାଳୟ ସଭାଗୃହ ଠାରେ “ଜାତୀୟ ସେବା ଯୋଜନା ପ୍ରତିଷ୍ଠା ଦିବସ" ପାଳିତ ହୋଇଯାଇଛି। ୩୦୦ ଜଣ ଯୁବ ସ୍ବେଚ୍ଛାସେବୀଙ୍କ ଗହଣରେ ଏହା ସମ୍ପନ୍ନ ହୋଇଯାଇଛି। ବିଶ୍ୱବିଦ୍ୟାଳୟ କୁଳପତି ଡକ୍ଟର ସଞ୍ଜୟ!-->…