କୁଜେନ୍ଦ୍ରୀ ଠାରେ ବିଜେପି ପକ୍ଷରୁ ତ୍ରିରଙ୍ଗା ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି; ଗୁଣପୁର ଉପଖଣ୍ଡ କୁଜେନ୍ଦ୍ରୀ ଗ୍ରାମରେ ହର ଘର ତ୍ରିରଙ୍ଗା ପ୍ରସ୍ତୁତି ବୈଠକ ହୋଇଥିଲା।ପ୍ରଥମେ 'ବନ୍ଦେ ମାତରଂ' ଗାନ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।କୁଜେନ୍ଦ୍ରୀ ମଣ୍ଡଳର ସଭାପତି ଧନୁ ବେହେରା ସମସ୍ତଙ୍କର ପରିଚୟ ଦେଇଥିଲେ।ଗୁଣପୁର ପ୍ରଭାରୀ…

ଦୀର୍ଘ ଦିନ ଧରି ବିଦ୍ୟାଳୟରେ ଲାଗି ରହିଥିବା ଅବ୍ୟବସ୍ଥା ନେଇ ବିଦ୍ୟାଳୟ ସମ୍ମୁଖରେ ଅଭିଭାବକଙ୍କ ଧାରଣା ; ଫେରାଇଦେଲେ…

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବିଦ୍ୟାଳୟର ପାଠପଢା ସମୟରେ ଫାଟକରେ ଝୁଲୁଛି ତାଲା I ଛାତ୍ରଛାତ୍ରୀ ଶ୍ରେଣୀ ଗୃହରେ ବସିବା ବଦଳରେ ନିଜ ଅଭିଭାବକଙ୍କ ସହ ବସିଛନ୍ତି ବିଦ୍ୟାଳୟ ସମ୍ମୁଖରେ I ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକଙ୍କୁ ମଧ୍ୟ ଶ୍ରେଣୀ ଗୃହ ଭିତରକୁ ଯିବାକୁ ଦେଉ ନାହାଁନ୍ତି…

ନୂତନ ଗଜପତି ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦାନ ବିଜୟ କୁମାର ଦାଶ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନୂତନ ଗଜପତି ଜିଲ୍ଲାପାଳ ଭାବରେ ଶ୍ରୀଯୁକ୍ତ ବିଜୟ କୁମାର ଦାଶ , ଭା.ପ୍ର.ସେ. ଆଜି ଯୋଗଦାନ କରିଛନ୍ତି । ପୁର୍ବରୁ ଥିବା ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଭା.ପ୍ର.ସେ.ଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ଆଜି…

କଟକ ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ବଭାର ଗ୍ରହଣ କଲେ ଦତ୍ତାତ୍ରୟ ଭାଉସାହେବ ଶିଯେ

କଟକ ତା ୧୨.୦୮.୨୦୨୪ ରିଖ – କଟକ ଜିଲ୍ଲାର ନୂତନ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଭାବେ ୨୦୧୬ ବ୍ୟାଚ୍‌ର ଭାରତୀୟ ପ୍ରଶାସନିକ ସେବା ଅଧୁକାରୀ ଶ୍ରୀ ଦତ୍ତାତ୍ରୟ ଭାଉସାହେବ ଶିଯେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି । ଏହି ଅବସରରେ ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀଙ୍କ ସମେତ ବିଭାଗୀୟ…

ବିଜେପି ଭତ୍ତାଧାରୀ ବୟସ୍କ ତଥା ସମସ୍ତ ଓଡ଼ିଶାବାସୀଙ୍କ ପାଇଁ ପ୍ରତାରଣା କରିଛି: ନବୀନ

ଭୁବନେଶ୍ୱର : ବିଜେପି ତାର ନିର୍ବାଚନୀ ଘୋଷଣାପତ୍ରରେ ଭତ୍ତାଧାରୀଙ୍କୁ ୩,୦୦୦ ତଥା ୩,୫୦୦ ଟଙ୍କା ଭତ୍ତା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେଇଥିଲା। ଏଥିରେ ବୟସ୍କ, ଭିନ୍ନକ୍ଷମ, ବିଧବା ତଥା ନିରାଶ୍ରୟମାନେ ସାମିଲ ଥିଲେ। ହେଲେ ବଜେଟରେ କୁହାଯାଉଛି ଯେ କେବଳ ୮୦ ବର୍ଷ ବୟସରୁ ଅଧିକ ବୟସ୍କ ଏବଂ…

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମମତା ବାନାର୍ଜୀଙ୍କ ସହ ଟେଲିଫୋନରେ କଥା ହୋଇ ଓଡିଶାକୁ ଆଳୁ ପଠାଇବା କଥା ମିଛ : ବିଜେଡି

ଆଳୁ ପାଇଁ ନୁହେଁ, ବେଙ୍ଗଲ ନାଗରିକଙ୍କୁ ଓଡିଶାରେ ସୁରକ୍ଷା ପାଇଁ ମୋହନଙ୍କୁ ଫୋନ କରିଥିଲେ ମମତା ରାଜ୍ୟରେ ବାସ କରୁଥିବା ପ୍ରତ୍ୟେକ ନାଗରିକଙ୍କୁ ସୁରକ୍ଷା ଦେବା ରାଜ୍ୟ ସରକାରଙ୍କ ଦାୟିତ୍ୱ: ବିଜେଡି ଆଳୁ ସମସ୍ୟା ସମାଧାନ କ୍ଷେତ୍ରରେ ରାଜ୍ୟ ସରକାର କେବଳ ଅନ୍ଧାରରେ ବାଡ଼ି…

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ: ଜାତୀୟ ରାଜପଥ ସମୀକ୍ଷା ବୈଠକରେ ଯୋଗ ଦେବେ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତାକାଲି ସେ ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଅଗଷ୍ଟ ୧୪ ତାରିଖ…

ଲୋକସେବା ଭବନଠାରେ ‘ହର୍ ଘର୍ ତିରଙ୍ଗା ଅଭିଯାନ’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ‘ହର୍ ଘର୍ ତିରଙ୍ଗା ଅଭିଯାନ’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ୱାରା ଆହ୍ୱାନ କରାଯାଇଥିବା ଏହି ଅଭିଯାନରେ ଦେଶର କୋଣ ଅନୁକୋଣରୁ ପ୍ରତ୍ୟେକ ଭାରତୀୟ ସାମିଲ…

ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ସାମଗ୍ରିକ ଶିକ୍ଷାନୁଷ୍ଠାନ ତାଲିକାରେ ଦେଶରେ ୨୪ ତମ

ଭୁବନେଶ୍ୱର, ଅଗଷ୍ଟ ୧୨: ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କରିଛି ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ । ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍ନାଲ ରାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ରାଙ୍କିଙ୍ଗସ୍‌ର ନବମ ସଂସ୍କରଣରେ ଦେଶର ପ୍ରମୁଖ…

ଆଇଆଇଟି ଭୁବନେଶ୍ୱର ଗବେଷଣାକାରୀଙ୍କ ଦ୍ୱାରା ଡିପ୍ ଲର୍ଣ୍ଣିଙ୍ଗ ମାଧ୍ୟମରେ ବୃଷ୍ଟିପାତର ପୂର୍ବାନୁମାନ ସଠିକତା ଉପରେ…

ରିଅଲ୍ ଟାଇମରେ ଆସାମର ଜଟିଳ କ୍ଷେତ୍ର ଗୁଡିକର ବିଶେଷ ସନ୍ଦର୍ଭ ଭୁବନେଶ୍ୱର, ୧୨ ଅଗଷ୍ଟ ୨୦୨୪: ଜଳବାୟୁ ପରିବର୍ତ୍ତନ ପରିସ୍ଥିତିରେ, ଭାରତୀୟ ଅଞ୍ଚଳରେ ପ୍ରବଳ ବର୍ଷା ଘଟଣାର ତୀବ୍ରତା ଏବଂ ବାରମ୍ବାର ଦ୍ରୁତ ଗତିରେ ବୃଦ୍ଧି ଘଟିଛି । ଏହି ପ୍ରବଳ ବର୍ଷା ଘଟଣା (HREs) ର ମହତ୍ଵପୁର୍ଣ ପରିଣାମ…