Sign in
Sign in
Recover your password.
A password will be e-mailed to you.
ଜେନିଥ୍ ଲାୟନ୍ସ ଗୁରୁକୁଳ ଝାଙ୍କରପାଲି କ୍ଯାମ୍ପସ ଠାରେ ଫାଇଲେରିଆ ଔଷଧ ସେବନ କାର୍ଯ୍ୟକ୍ରମ ର ଶୁଭାରମ୍ଭ
ପଦ୍ମପୁର:- ଫାଇଲେରିଆ ରୋଗରେ ନିରାକରଣ ପାଇଁ ଅଗଷ୍ଟ ତାରିଖରୁ ତାରିଖ ପର୍ଯ୍ଯନ୍ତ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ କରାଯାଇଛି। ଏହି କ୍ରମରେ ଆଜି ତାରିଖ ପଦ୍ମପୁର ର ସମସ୍ତ ସ୍କୁଲ ଓ କଲେଜ୍ ରେ ଫାଇଲେରିଆ ଔଷଧ ସେବନ କାର୍ଯ୍ୟକ୍ରମ କରାଯାଇଛି। ସେହିଭଳି ପଦ୍ମପୁର ଝାକରପାଲି ରେ ଥିବା ଜେନିଥ୍…
ଆସ ଏବଂ ନିଜକୁ ଜାଣିବା ସମ୍ପର୍କରେ ସାମ୍ବାଦିକ ସମ୍ମିଳନୀ
ରାଉରକେଲା(ବସନ୍ତ କୁମାର ଜେନା): ଆସ ଏବଂ ନିଜକୁ ଜାଣିବା ସମ୍ପର୍କରେ ଏକ ସାମ୍ବାଦିକ ସମ୍ମିଳନୀ ସେକ୍ଟର ୨ ସ୍ଥିତ ସାହାନାଇ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଦେବ ଭୂମି ସୋସିଓ ସ୍ପିରିଚୁଆଲ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ରଘୁନାଥପାଲୀ ବିଧାୟକ ସୁବ୍ରତ ତରାଇ,…
କେନାଲରେ ବୁଡ଼ି ଚତୁର୍ଥ ଶ୍ରେଣୀ ଛାତ୍ରର ମୃତ୍ୟୁ : ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା l
(ମାହାଙ୍ଗା -ଶାସକ ପ୍ରଶାସକ): ଶନିବାର ପୂର୍ବାହ୍ନରେ କେନାଲରେ ବୁଡି଼ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରର ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି l ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ନିମନ୍ତେ ଆଣିଥିଲେ ମଧ୍ୟ…
ବେଲଗୁଣ୍ଠା ବିବେକାନନ୍ଦ ଶିଶୁ ମନ୍ଦିରରେ 24 ତମ ଜ୍ଞାନ ବିଜ୍ଞାନ ମେଳା
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବଡଦାଣ୍ଡ ସ୍ଥିତ ବିବେକାନନ୍ଦ ଶିଶୁ ମନ୍ଦିରରେ 24 ତମ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି I ଉଦ୍ଘାଟକ ରୂପେ ଅବସରପ୍ରାପ୍ତ ପ୍ରାଣୀ ବିଜ୍ଞାନ ଅଧ୍ୟାପକ ଡ. ଅଶୋକ କୁମାର ତ୍ରିପାଠି ଯୋଗ ଦେଇ ଏହି ଜ୍ଞାନ ବିଜ୍ଞାନ ମେଳାକୁ ଉଦ୍ଘାଟନ…
ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ ପ୍ରଫେସର୍ ଙ୍କ ବେଲଗୁଣ୍ଠା ସ୍ନାତକ ମହାବିଦ୍ୟାଳୟ ପରିଦର୍ଶନ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ତରଫରୁ ଓଡ଼ିଆ ବିଭାଗ ଅଧ୍ୟାପକ ଡ. ଦେବୀ ପ୍ରସାଦ ଶତପଥୀ ଏବଂ ଅର୍ଥନୀତି ବିଭାଗର ଅଧ୍ୟାପକ ଡ. ପବିତ୍ର ସିଂ ବେଲଗୁଣ୍ଠା ସ୍ନାତକ ମହାବିଦ୍ୟାଳୟ ପରିଦର୍ଶନ କରିଛନ୍ତି I ଅନୁଷ୍ଠାନ ଅଧ୍ୟକ୍ଷ ଅଜିତ୍ କୁମାର ପଟ୍ଟନାୟକ ଉଭୟ…
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ”ଜ୍ଞାନ ବିଜ୍ଞାନ ମେଳା”
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ''ଜ୍ଞାନ ବିଜ୍ଞାନ ମେଳା'' ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାରଙ୍କ…
ଜରି ଏବଂ ବୋତଲ ଗୋଟାଇ ପେଟ ପୋଷୁ ଥିବା ଶିଶୁଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଥିଲା ଯେ ପାରଳାଖେମୁଣ୍ଡି ସହରକୁ କିପରି ଶିଶୁ ଶ୍ରମିକ ଏବଂ ଶିଶୁ ଭିକ୍ଷୁକ ମୁକ୍ତ କରାଯିବ , ସେଥିପ୍ରତି ଯଥେଷ୍ଟ ଧ୍ୟାନ ଦେବେ। ତାକୁ ଆଖି ଆଗରେ ରଖି ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ନେତୃତ୍ୱରେ ଏକ ଦଳ ଗତ…
ଜି.ସନୁକ ରାଓଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଉଚ୍ଚ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ମୁତାବକ ଆଜି (ଶନିବାର) ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ଜି.ସନୁକ ରାଓଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଉଚ୍ଚ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।…
ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର
ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
ଭୁବନେଶ୍ୱର: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ କରାଯାଇଅଛି । ୧୦ କୋଟି ଟଙ୍କାରୁ ଊଦ୍ଧ୍ୱର୍ର ଆୟବହିର୍ଭୁତ ସମ୍ପତ୍ତି ଠୁଳ…
ଓଡିଶାକୁ ୧୫ ହଜାରରୁ ଊର୍ଦ୍ଧ୍ୱ କୋଟି ଟଙ୍କାର ରେଳ ପ୍ରକଳ୍ପ
ବିଜେପି ଶାସନରେ ପୂର୍ବୋଦୟ ଭାରତର ନେତୃତ୍ୱ ନେବ ଓଡ଼ିଶା: ମନମୋହନ ସାମଲ
ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ
ଓଡ଼ିଶାରେ ଭିତିଭୂମି, ଗମନାଗମନ, ଯୋଗାଯୋଗ ସୁଦୃଢ଼ ହେବ
ମୟୁରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନାଗିରି, ରାୟଗଡ଼ା, ନବରଙ୍ଗପୁର ଓ…