ଭଞ୍ଜନଗର ଉପଖଣ୍ଡସ୍ତରୀୟ ୭୮ ତମ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ବୈଠକ

ଭଞ୍ଜନଗର { ଉଦୟନାଥ ପଣ୍ଡା }: ଆଜି ଜୁଲାଇ ମାସ ୨୯ ତାରିଖ ସୋମବାର ଦିନ ଅପରାହ୍ନ ୪ ଟା ୧୫ ମିନିଟ୍ ସମୟରେ ରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ସଂପର୍କ ରେ ଏକ ପ୍ରସ୍ତୁତି ବୈଠକ ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ଙ୍କ…

କଲମପୁର ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ଭବାନୀପାଟଣା:(ଶାସକ ପ୍ରଶାସକ) ତା୨୯.୭.୨୦୨୪: ଆଜି କଲମପୁରବ୍ଲକସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ ଙ୍କ ସମେତ…

କୋଳନରl ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ : ତା ୨୯/୦୭/୨୦୨୪ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କଲାନାରା ବ୍ଲକ ସଦର ମହକୁମାସ୍ଥିତ ପଞ୍ଚାୟତ ସମିତି ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରକ୍ଷୀ…

ରାୟଗଡ ମୁଖ୍ୟ ଡାକ୍ତରଖାନାରେ ସିଟି ସ୍କାନ ବ୍ୟବସ୍ଥାକୁ ଉଦଘାଟନ କଲେ ଜିଲ୍ଲାପାଳ

ରାୟଗଡ:-ତା. ୨୯/୦୭-ଆଜି ରାୟଗଡ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଠାରେ ଜିଲ୍ଲାପାଳ ରାୟଗଡ ଶ୍ରୀ ମନୋଜ ସତ୍ୟବାନ ମହାଜନ ସିଟି ସ୍କାନ ବ୍ୟବସ୍ଥାକୁ ଉଦଘାଟନ କରିଛନ୍ତି l ଓଡିଶା ସରକାର ଓ ସ୍ପନ୍ଦନ ଡ଼ାଇଗ୍ନସ୍ଟିକ ପ୍ରାଇଭେଟ ସଂସ୍ଥା ପିପିପି ମାଧ୍ୟମରେ ଏହା କାର୍ଯ୍ୟକାରୀ ହେବ l ରୋଗୀ ମାନଙ୍କ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାଣ୍ଡବା ଗ୍ରାମ ପଞ୍ଚାୟତର ପାଲାରସିଂ ଗ୍ରାମ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ…

ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ଜାତୀୟ ଶିକ୍ଷା ନୀତି ଆଶାର ପ୍ରତୀକ – ଧର୍ମେନ୍ଦ୍ର ପ୍ରଧାନ

• ଦେଶର ଛାତ୍ରଛାତ୍ରୀ ସମୂହ, ଅଭିଭାବକ, ଶିକ୍ଷା ପରିବାରକୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ • ଜାତୀୟ ଶିକ୍ଷା ନୀତିର କାର୍ଯ୍ୟକାରିତା ଆମର ଶିକ୍ଷାକୁ ଅଧିକ ଜୀବନ୍ତ କରିଛି• ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଅଖିଳ ଭାରତୀୟ ଶିକ୍ଷା ସମାଗମ ପାଳିତ• ଜାତୀୟ ଶିକ୍ଷା ନୀତି ଅନ୍ତର୍ଗତ ବିଭିନ୍ନ…

ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର

· ଦିଲ୍ଲୀ ବିଶ୍ୱବିଦ୍ୟାଳୟର ହଂସରାଜ କଲେଜର ୭୭ତମ ପ୍ରତିଷ୍ଠା ଦିବସ ଉତ୍ସବରେ ସମ୍ମାନୀତ · ଜାତୀୟ ପତାକାକୁ ଜନସାଧାରଣଙ୍କ ପାଖରେ ପହଞ୍ଚାଇବା ପାଇଁ କୁରୁକ୍ଷେତ୍ର ସାଂସଦ ଶ୍ରୀ ନବୀନ ଜିନ୍ଦଲଙ୍କୁ ପ୍ରଶଂସା କଲେ ଉପରାଷ୍ଟ୍ରପତି ଶ୍ରୀ ଜଗଦୀପ ଧନଖଡ ନୂଆଦିଲ୍ଲୀ / ଭୁବନେଶ୍ବର…

ନୟାଗଡ଼ ଜିଲ୍ଲା ରୋଟାରୀ କ୍ଲବ ୩୫ ତମ ଅଧିଷ୍ଠାନ ଉତ୍ସବ

ନୟାଗଡ଼ (ବିଶ୍ୱଜିତ ନାୟକ): ନୟାଗଡ଼ ଜିଲ୍ଲା ରୋଟାରୀ କ୍ଲବ ୩୫ ତମ ଅଧିଷ୍ଠାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଯୋଗ ଦେଇଥିଲେ। ପୂର୍ବତନ ସଭାପତି ଆରିଫ…

କରଣ ସମାଜର ନବ ନିର୍ବାଚିତ ସଭ୍ୟ/ସଭ୍ୟା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି (ରବିବାର)ଅପରାହ୍ନରେ ପାରଳାଖେମୁଣ୍ଡି କରଣ ସାହି ସ୍ଥିତ ଜୟ ବୀର ହନୁମାନ ଧ୍ୟାନ ପୀଠ ପରିସରରେ ଆବାହକ ଅମିତ୍ କୁମାର ପଟ୍ଟନାୟକଙ୍କ ତତ୍ତ୍ଵାବଧାନରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଚତୁର୍ଥ ପର୍ଯାୟ ବୈଠକରେ ଗଜପତିର କରଣ ମହାସଂଘର…

ଜଳଭାର ଧରି ଯାଉଥିଲେ, ବାଟରେ ଚେତାଶୂନ୍ୟ ହୋଇ ପ୍ରାଣ ହାରିଲେ କାଉଡିଆ

ନୟାଗଡ଼ (ବିଶ୍ୱଜିତ ନାୟକ) - ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍ ଯୋଗିଆପଲ୍ଲୀ ନିକଟରେ ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୟାଗଡ଼ ସଦରଥାନା ଅନ୍ତର୍ଗତ ହୀରଦେଇପୁର ଗ୍ରାମର ବୃନ୍ଦାବନ ସ୍ଵାଇଁ। ସେ କଣ୍ଟିଲୋ ମହାନଦୀରୁ ଜଳଭାର ଧରି ମାଳିସାହି ଗତିଶ୍ୱର ପୀଠ ଅଭିମୁଖେ ଆସୁଥିଲେ।…