ଝାରବନ୍ଧ ରେ ସାମ୍ବାଦିକ ଭବନ ଉଦଘାଟନ କଲେ ବିଧାୟିକା ବର୍ଷା ସିଂ ବରିହା ।

ଝାରବନ୍ଧ/ମନୋହର ଦାଶ :- ବରଗଡ଼ ଜିଲ୍ଲା ଝାରବନ୍ଧ ଠାରେ ନବ ନିର୍ମିତ ସାମ୍ବାଦିକ ଭବନର ଶୁଭ ଉଦଘାଟନ ମୁଖ୍ୟ ଅତିଥି ପଦ୍ମପୁର ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହାଙ୍କ ଦ୍ୱାରା ହୋଇ ଯାଇଛି। ଉଦଘାଟନୀ ଉତ୍ସବରେ ସମ୍ମାନୀତ ଅତିଥି ଭାବରେ ଝାରବନ୍ଧ ବ୍ଲକ ଅଧ୍ୟକ୍ଷl ଶ୍ରୀମତୀ ଲିପସା ପ୍ରଧାନ…

ଅବପାତର ରୂପ ନେଇପାରେ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳରେ ୧୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଥିବା ଶିକ୍ଷା ଓ…

ସୋଆରେ ଜଳବାୟୁ ପରିବର୍ତନ ସମ୍ପର୍କିତ ତିନି ଦିନିଆ ଆନ୍ତର୍ଜାତୀକ ସମ୍ମିଳନୀ ଉଦ୍‌ଘାଟିତ

ଭୁବନେଶ୍ୱର, ୧୮/୦୭: କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ‘ସଷ୍ଟେନେବୁଲ ଏଗ୍ରିକଲ୍‌ଚରାଲ ଡେଭଲେପ୍‌ମେଂଟ ୱିଥ୍…

ସରକାରୀ କର୍ମଚାରୀଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ଶୁଭ ଉଦଘାଟିତ କରିଥିବା ବେଳେ…

ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଅନୁଷ୍ଠିତ।

ପଦ୍ମପୁର :- ସ୍ଥାନୀୟ ରାଜବୋଡ଼ାସମ୍ବର ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ମାଧ୍ୟମିକ ସ୍କୁଲ ଛାତ୍ରଛାତ୍ରୀଙ୍କର ଗଣିତ ବିଷୟରେ ଦକ୍ଷତା ବୃଦ୍ଧି ନିମନ୍ତେ ବରଗଡ ଶିକ୍ଷା ଜିଲ୍ଲା ପ୍ରାୟୋଜିତ ଏକ ଦିବସୀୟ ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ସଭାପତିତ୍ବ…

ଦାରିଙ୍ଗିବାଡ଼ି ବ୍ଲକ ପକ୍ଷରୁ ୱାର୍ଡ ସଦସ୍ୟ ଓ ସଦସ୍ୟାମାନଙ୍କ ଏକ ଦିବସୀୟ ପୁନଃ ନବୀକରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ପକ୍ଷରୁ ୱାର୍ଡ ସଦସ୍ୟ ଓ ସଦସ୍ୟାମାନଙ୍କ ଏକ ଦିବସୀୟ ପୁନଃ ନବୀକରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଦାଧର ପାତ୍ରଙ୍କ…

ଜଗତସିଂହପୁର ଜିଲ୍ଲାପାଳ ଅନୁପମ ସାହା ମୁଖ୍ୟମନ୍ତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଶ୍ରୀ ସାହା ମୁଖ୍ୟ ମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ଜଗତସିଂହପୁର,ତା-୧୮.୭.୨୦୨୪/ସୁମନ୍ତ କୁମାର ଦାସ : ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ମୁଖ୍ୟ ମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। 2012 ବ୍ୟାଚ ର ଆଇ ଏ ଏସ ଅଧିକାରୀ ଶ୍ରୀ ସାହା…

ନର୍ଲା ରୁ ରାଜଧାନୀ କୁ ଗଲା ବିଭିନ୍ନ ଉନ୍ନୟନ ସମସ୍ୟା ଓ ଦୁର୍ନୀତି କୁ ନେଇ ଅଭିଯୋଗ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ଵାଚନ ମଣ୍ଡଳୀ ଅଧୀନସ୍ଥ ନର୍ଲା ମ. ରାମପୁର, କର୍ଲାମୁଣ୍ଡା, ଓ କେସିଙ୍ଗା ଆଦି ବ୍ଲକ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଅନେକ ବିଭାଗ ରେ ଅଧାପନ୍ତରିଆ ହୋଇ ପଡିରହିବା ଏବଂ ବହୁ ଦୁର୍ନୀତି ହୋଇଥିବା ଅଭିଯୋଗ କଳାହାଣ୍ଡି ରୁ ଯାଇ ରାଜ୍ୟ ସରକାର…