ଭଞ୍ଜନଗର ଠାରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ଜୁଲାଇ ମାସ ୧୫ ତାରିଖ ସୋମବାର ୨୦୨୪ ଦିନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଶ୍ରୀ ଜଗମୋହନ ମୀନା ଆଜିର ଏହି…

ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l

ଗୁଣପୁର ରୁ ସନ୍ତୋଷ କୁମାର: ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ଉପଖଣ୍ଡ ସଦର ମହକୁମାସ୍ଥିତ ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି…

ପାନୀୟ ଜଳ ସମସ୍ୟା ରେ ସିଙ୍ଗଝର ଗ୍ରାମବାସୀ, ୨୦ ଦିନ ବିତିଲା, ଜଳ ଯୋଗାଣ ହେଉନି।

ନୂଆପଡ଼ା ଜିଲାପାଳ ହେମକାନ୍ତ ସାଏ ଙ୍କ ନିକଟରେ ସ୍ଥାନୀୟ ସରପଞ୍ଚ କହଁଲ ସିଂ ବାଗଙ୍କ ଲିଖିତ ଅଭିଯୋଗ ନୂଆପଡ଼ା ଜିଲ୍ଲା ରୁ କଲି ମ ମହମ୍ମଦ କ ରିପୋର୍ଟ ( ଶାସକ ପ୍ରଶାସକ): ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ସିଙ୍ଗଝର ଗ୍ରାମରେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ରୁ ଦୀର୍ଘ ୨୦ ଦିନ ହେବ ଜଳ ଯୋଗାଣ…

ପଞ୍ଚମ ମୁଳିଆ ସ୍ମାରକୀ ଛାତ୍ରବୃତ୍ତି:୨୭ ଜଣ ମେଧାବୀ ପାଇଲେ ୨ ଲକ୍ଷ ୧୬ ହଜାର ଟଙ୍କା ।

ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-ସୁଦୂର ୟୁ.ଏସ.ଏରେ ରହି ପ୍ରବାସୀ ଓଡ଼ିଆ ତଥା ବେଲଗୁଣ୍ଠା ଗୋପିନାଥ ସାହିର ମୁଳ ବାସିନ୍ଦା ଡଃ ଦାମୋଦର ସାହୁ ନିଜ ମାତୃଭୂମିର ଆର୍ଥିକ ଅନଗ୍ରସର ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ କିଛି କରିବା ପାଇଁ ଆରମ୍ଭ କରିଥିଲେ ମୁଳିଆ ସ୍ମାରକ ଛାତ୍ରବୃତ୍ତି ।ଗତ ୪ ବର୍ଷ…

ଜମଲା ରେ କଲ୍ଯାଣ ମଣ୍ଡପ ଉଦ୍ଘାଟନ କଲେ ବିଧାୟିକା ।

ପଦ୍ମପୁର :- ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଜମଲା ଗୌନ୍ତିଆ ପଡା ରେ ଏକ କଲ୍ଯାଣ ମଣ୍ଡପ ଉଦଘାଟିତ ହୋଇଯାଇଛି। ଏହି ମଣ୍ଡପ କୁ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ରାଜବୋଡାସମ୍ବର ବ୍ଳକ୍ ଅଧ୍ୟକ୍ଷ ରଞ୍ଜିତ ସିଂ ବରିହା, ଜିଲ୍ଲା ପରିଷଦ ସଭ୍ୟ…

ଦେଶ ବିପଦରେ ପଡିଥିବା ବେଳେ ଗାନ୍ଧୀ ପୁରସ୍କାର ମୋ ପାଇଁ ଏକ ଆହ୍ଵାନ-କୃଷ୍ଣା ମହାନ୍ତି

କୃଷ୍ଣା ମହାନ୍ତି ପାଇଲେ ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାର ଅନୁଗୁଳ/ଭୁବନେଶ୍ଵର,ତା ୧୪/୦୭: ରାଷ୍ଟ୍ରୀୟ ସ୍ତରରେ ଗାନ୍ଧୀ ଓ ସର୍ବୋଦୟ ବିଚାରର ସର୍ବୋଚ୍ଚ ସଂଗଠନ ସର୍ବ ସେବା ସଂଘ(ଅଖିଳ ଭାରତ ସର୍ବୋଦୟ ମଣ୍ଡଳ) ପକ୍ଷରୁ ୨୦୨୩ ଆର୍ଥିକ ବର୍ଷ ନିମନ୍ତେ ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାର ଓଡିଶାର…

ନୂତନ ଗୋଦାମ ଗୃହ ନିର୍ମାଣ କାର୍ଯ୍ୟ ଦାୟିତ୍ବରେ ଥିବା ଶ୍ରମିକଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ

ନୂଆପଡ଼ା ଜିଲ୍ଲାରୁ କଲି ମ ମହମ୍ମଦ(ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ଖଡିଆଳ ସହର ୩୫୩ ନମ୍ୱର୍ କଡ ରେ ଥିବା ମୋର୍ଡାନ ସାନିଟାରୀ ନୂତନ ଗୋଦାମ ଗୃହ ନିର୍ମାଣ କାର୍ଯ୍ୟ ଦାୟିତ୍ବ ରେ ଥିବା ଶ୍ରମିକ ମେଘନାଥ ବାଗ ନାମକ ଶ୍ରମିକ ଗତ ରାତ୍ରି ରେ ବିଦ୍ୟୁତ ଘାତରେ ମୃତ୍ୟୁ ହୋଇଅଛି। ସେ ଦୀର୍ଘ ୧୦…

କୃଷ୍ଣ ଓ ବଳରାମ ଅବତାରରେ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ : ଠାକୁରଙ୍କ ସନ୍ଧ୍ୟା ଆଳତୀ ଦର୍ଶନ ସହ ସାଂସ୍କୃତିକ…

  https://youtu.be/N9gt8fP2fiI  ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚାବାଡ଼ି ଠାରେ କୃଷ୍ଣ ଓ ବଳରାମ ଅବତାର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ। ଠାକୁରଙ୍କ କୃଷ୍ଣ ଓ ବଳରାମ ଅବତାର ବେଶ ଦର୍ଶନ ଓ ଆଳତୀ ଦେଖିବା…

ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନର ହିନ୍ଦୀ ଭାଷଣ ପ୍ରତିଯୋଗିତା ଅନୁଷ୍ଠିତ

ରାଉରକେଲା,(ବସନ୍ତ କୁମାର ଜେନା):ଆଜି ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସଂସ୍ଥାନ, ରାଉରକେଲା ଆନୁକୂଲ୍ୟରେ ସେକ୍ଟର ୧୮ ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନ ଠାରେ ହାଇସ୍କୁଲ ଓ ଯୁକ୍ତ ୨ ସ୍ତରୀୟ ବିଦ୍ୟାର୍ଥୀ ମାନଙ୍କ ପାଇଁ ଏକ ହିନ୍ଦୀ ଭାଷଣ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ…