Sign in
Sign in
Recover your password.
A password will be e-mailed to you.
ବିଭିନ୍ନ ଗୋଦାମକୁ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଅତର୍କିତ ଗସ୍ତ
ଦରଦାମ ସ୍ଥିତି ପରଖିବା ପାଇଁ ରାଜଧାନୀର ଅତ୍ୟାବଶ୍ୟକ ସାମଗ୍ରୀ ଗୋଦାମ ପରିଦର୍ଶନ କଲେ
ମହଜୁଦ ସାମଗ୍ରୀ ତାଲିକା, ପାଇକାରି ଦର ଏବଂ କାଗଜପତ୍ର ତନଖି କଲୋ
ଭୁବନେଶ୍ୱର: ରାଜ୍ୟରେ ଆଳୁ, ପିଆଜ, ପନିପରିବା ଆଦି ଅତ୍ୟାବଶ୍ୟକ ସାମଗ୍ରୀର ଦରକୁ ନିୟନ୍ତ୍ରଣ କରିବା, କଳାବଜାରୀ…
କଲ୍ୟାଣସିଂପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l
ରାୟଗଡ/କଲ୍ୟାଣସିଂପୁର : ତା ୦୯/୦୭- ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣ ସିଂପୁର ବ୍ଲକ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରୋକ୍ଷୀ ଅଧିକ୍ଷକ,ଶ୍ରୀ…
ନିମ୍ନ ମାନର ସକ ପିଟ କାମକୁ ନେଇ ଜନସାଧାରଣ ଅସନ୍ତୋଷ
କୋଷାଗୁମୁଡା, ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ ତା ୦୯/୦୭-ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି, ହେଲେ " ସରକାର କା ମାଲ, ଦରିଆ ମେ ଡାଲ "ନୀତିରେ ଉଭୟ ପ୍ରଶାସନ ଓ ଠିକାଦାର ମିଶି ଟଙ୍କା ହଡପ କରୁଥିବା ଭଳି ଅଭିଯୋଗ ଆସୁଛି |ନବରଙ୍ଗପୁର ଜିଲ୍ଲା…
ଜିଲ୍ଲାସ୍ତରୀୟ ଶିଶୁଙ୍କ ଓଜନ ଏବଂ ଉଚ୍ଚତା ନିରୀକ୍ଷଣ ତାଲିମ କାର୍ଯ୍ୟକ୍ରମ
ବରଗଡ଼:- ସ୍ଥାନୀୟ ବୟନ ଶିଳ୍ପ ସମ୍ମିଳନୀ କକ୍ଷ ଠାରେ ମହିଳା ଓ ଶିଶୁ ବିକାଶ ବିଭାଗ, ଓଡ଼ିଶା ସରକାରଙ୍କ ଆନୁକୁଲ୍ୟରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ ଦ୍ଵାରା ଜିଲ୍ଲାସ୍ତରୀୟ ଶିଶୁ ଓଜନ ଓ ଉଚ୍ଚତା ନିରୀକ୍ଷଣ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ତାରଭା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ…
ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି
ବରଗଡ଼:- ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋଏଲ , ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୃଣାଲ ମୋତିରାମ ଚୌହାନ, ଜିଲ୍ଲା ପରିଷଦ…
ଗାନ୍ଧୀନଗର ସାହି ରେ ରାସ୍ତା କଡ ରେ ଥିବା ଷ୍ଟ୍ରିଟ ଲାଇଟ କାମ ଦ୍ରୁତ ଗତି ରେ ଆରମ୍ଭ
ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ: ନୂଆପଡା ଜିଲ୍ଲା ଖଡିଆଳ ଏନଏସି ୱାର୍ଡ ନମ୍ବର ୧୩ ଗାନ୍ଧୀନଗର ସାହି ରେ ରାସ୍ତା କଡ ରେ ଥିବା ଷ୍ଟ୍ରିଟ ଲାଇଟ କାମ ଦ୍ରୁତ ଗତି ରେ ଆରମ୍ଭ ହୋଇଛି | ଗାନ୍ଧୀନଗର ସାହି ରେ ବହୁ ବର୍ଷ ଧରି ରାସ୍ତା ରେ ଷ୍ଟ୍ରିଟ ଲାଇଟ ନଥିବା ରୁ ଯାତାୟାତ ଘୋର ଅସୁବିଧା ର…
ବେଲଗୁଣ୍ଠା ଥାନାରେ ନୂତନ ଅପରାଧିକ ଆଇନ୍ ର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ଚକ୍ର
ବେଲଗୁଣ୍ଠା,09/07, କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ଚଳିତ ମାସ ପହିଲାରୁ ଭାରତରେ ବର୍ଷ ବର୍ଷ ଧରି ଚାଲିଥିବା ବ୍ରିଟିଶ୍ ଆଇନ୍ ର ଅନ୍ତ ଘଟିବା ସହିତ ଲାଗୁ ହୋଇଛି ନୂତନ ଫୌଜଦାରୀ ଆଇନ୍ I ସୂଚନା ପ୍ରକାରେ ବ୍ରିଟିଶ୍ ଆଇନ୍ ଭାରତୀୟ ପିଙ୍ଗଳ କୋଡ଼୍ (ଆଇପିସି),ଫୌଜଦାରୀ ଦଣ୍ଡ ବିଧି ଆଇନ୍…
ଗାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାନୀୟ ଜଳ ପ୍ରକଳ୍ପ ଉଦ୍ଘାଟନ କଲେ ସୋରଡା ବିଧାୟକ ; ମଧ୍ୟାହ୍ନଭୋଜନ ମାନରେ…
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଗାଙ୍ଗପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଆଜି ଛାତ୍ରଛତ୍ରୀଙ୍କ ପାଇଁ 150 ଲିଟର୍ ବିଶିଷ୍ଟ ଏକ ସ୍ଵଚ୍ଛ ପାନୀୟ ଜଳ ପ୍ରକଳ୍ପ ସହିତ ଏକ ଥଣ୍ଡା ଏବଂ ଗରମ ଜଳ ପ୍ରକଳ୍ପକୁ ଉଦ୍ଘାଟନ କରିଛନ୍ତି I…
ଏରସମା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର,ତା-୦୯.୦୭.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅନୁପମ ସାହା, ଭା. ପ୍ର .ସେ. ଜନସାଧାରଣଙ୍କ…