ଦେଶୀ ମଦ ବିକ୍ରି କୁ ବିରୋଧ କଲେ ଗ୍ରାମବାସୀ।

ପଦ୍ମପୁର :- ବରଗଡ ଜ଼ିଲ୍ଲା ବିଜେପୁର ଥାନା ଅଧିନସ୍ଥ ତାଳପଦର ମହାବିଦ୍ୟାଳୟ ର ପ୍ରାୟ ତିନିଶହ ମିଟର ଦୂରତ୍ୱ ରେ ବେଆନ ଭାବେ ଦେଶୀ ମଦ ବିକ୍ରିକୁ ବାରମ୍ବାର ଅଭିଯୋଗ କରିବା ପରେ ମଧ୍ଯ ପୋଲିସ ପ୍ରଶାସନ ନିରବଦଷ୍ଟା ସାଜିଥିବା ଯୋଗୁଁ ଗାଁ ର ଅନେକ ଶିକ୍ଷିତ ଯୁବକ ତଥା ସ୍ୱୟଂ ସହାୟକ ଗୋଷ୍ଠୀ ର…

ଭକ୍ତକବି ଗୋପାକୃଷ୍ଣ ଙ୍କ ୨୪୧ ତମ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ ପୁରାତନ ଅନୁଷ୍ଠାନ ଗୋପାଳକୃଷ୍ଣ ସ୍ମୃତି କଳାପରିଷଦ ଓ ଉତ୍କଳ ହିତୈଷିଣୀ ସମାଜ ର ମିଳିତ ଆନୁକୁଲ୍ୟରେ ଭକ୍ତକବି ଗୋପାଳକୃଷ୍ଣଙ୍କ ୨୪୧ ତମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ରୀତି ଯୁଗର ବିଶିଷ୍ଟ…

ଗୋବରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପନ୍ଦର ଦିନ ହେବ ନଳକୂପ ଅଚଳ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗୋବରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପନ୍ଦର ଦିନ ଧରି ଗୋଟିଏ ନଳକୂପ ଅଚଳ ଥିବାରୁ ସ୍ଵାସ୍ଥ୍ୟକେନ୍ଦ୍ର କର୍ମଚାରୀ, ରୋଗୀ ଏବଂ ରୋଗୀଙ୍କ ସମ୍ପର୍କୀୟ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି I ସୂଚନା ପ୍ରକାରେ ଗୋବରା ଗୋଷ୍ଠୀ…

ବେଲଗୁଣ୍ଠା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର କାର୍ଯ୍ୟକାରିଣୀ ବୈଠକ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର କାର୍ଯ୍ୟକାରିଣୀ ସଦସ୍ୟଙ୍କୁ ନେଇ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି I ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ ସଭାପତି ମୃତ୍ୟୁଞ୍ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂଘ ଉପସଭାପତି ଶଲ୍ୟ…

ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ବନ ମହୋତ୍ସବ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ ),ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି I ଏହି ଅବସରରେ ଅନୁଷ୍ଠିତ ଏକ ସଭାରେ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ତଥା ସମାଜସେବୀ ଶୂଳପାଣି ଶତପଥି…

ଗଜପତି ଜିଲ୍ଲା ସ୍ତରୀୟ ସମ୍ପୂର୍ଣ୍ଣତା ଅଭିଯାନ ଉଦ୍ଘାଟନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ପ୍ରଶାସନ ଓ ନୀତି ଆୟୋଗ ତରଫରୁ ଜିଲ୍ଲା ସ୍ତରୀୟ ସମ୍ପୂର୍ଣ୍ଣତା ଅଭିଯାନ କାର୍ଯ୍ୟକ୍ରମ ଶୁଭ ଉଦ୍ଘାଟନ ହୋଇଯାଇଛି। ଏହି ସମ୍ପୂର୍ଣ୍ଣତା ଅଭିଯାନ ୪ ଜୁଲାଇ ଠାରୁ ୩୦ ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ଜିଲ୍ଲାର ଦୁଇ ଗୋଟି ଆକାଂକ୍ଷା ପଞ୍ଚାୟତ…

ମାହାଙ୍ଗା ବିଧାୟକ ଶାରଦା ପ୍ରଧାନଙ୍କ ଦ୍ୱାରା ସାମ୍ବାଦିକ ସମ୍ମିଳନୀ

https://youtu.be/lrAdpDh-S10  ଶିକ୍ଷା, ସ୍ବାସ୍ଥ୍ୟ,କୃଷି, ଗୋପାଳନ, ପାନୀୟଜଳ ଯୋଗାଣ, ଗମନାଗମନ, ଜଳ ସେଚନ ଉପରେ ଫୋକସ୍ l (ନିଶ୍ଚିନ୍ତକୋଇଲି - ଶାସକ ପ୍ରଶାସକ): ମାହାଙ୍ଗା ବିଧାନସଭା ନିର୍ବାଚନ ମଣ୍ଡଳୀକୁ ଏକ ସ୍ୱଚ୍ଛ , ଦୁର୍ନୀତିମୁକ୍ତ ଓ ବିକାଶଶୀଳ ଭାବେ ଗଢି ତୋଳିବା ପାଇଁ…

ମହୁଲ ପଡା ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ସପ୍ତାହ ପାଳିତ

ନୂଆପଡ଼ା ଜିଲ୍ଲା ରୁ କଲି ମ ମହମ୍ମଦ କ ରିପୋର୍ଟ୍ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ବିଭିନ୍ନ ସ୍ଥାନରେ ବନ ମହୋତ୍ସବ ସପ୍ତାହ ପାଳିତ ହେଉଥିବା ବେଳେ ଆଜି ମହୁଲ ପଡା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ଗୌର ହରି ମେହେରଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ…

ସରସ୍ଵତୀ ଶିଶୁ ବିଦ୍ୟା ଭବନରେ ୭୫ତମ ବନହୋତ୍ସବ ପାଳନ

ବେଲଗୁଣ୍ଠା -(ଶିବରାମ ଚୌଧୁରୀ ): ଆଜି ସରସ୍ଵତୀ ଶିଶୁ ବିଦ୍ୟା ଭବନରେ ୭୫ ତମ ବନହୋତ୍ସବ ପାଳିତ ହୋଇଯାଇଛି। ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସଚେତନ ସଭା ଆୟୋଜନ କରାଯାଇଥିଲା।ଏଥିରେ ଅନୁଷ୍ଠାନର ୪୦୦ ଶହ ଛାତ୍ରଛାତ୍ରୀ ଓ ୫ ଜଣ ଗୁରୂମା ,ଗୁରୁଜୀ…

ଦୁବାଇରେ ଫସିଛନ୍ତି ୮ ଜଣ ଓଡିଆ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ବର, ୦୬|୦୭- ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି। ଏଠାରେ…