Sign in
Sign in
Recover your password.
A password will be e-mailed to you.
ଭବନେଶ୍ବର ମହାନଗର ନିଗମ ଅଞ୍ଚଳରେ ବନ୍ୟା ପରିଚାଳନା ପାଇଁ ୨୦୦ କୋଟି ଟଙ୍କାର ପ୍ରସ୍ତାବ ପ୍ରସ୍ତୁତ କରିବାକୁ…
ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ-୨୦୨୪
ଓଡ୍ରାଫର ୨୦ ଟି ୟୁନିଟକୁ ବୃଦ୍ଧି କରାଯାଇ ୩୦ ଟି ୟୁନିଟ୍ କରାଯିବ, ଏହାକୁ ଏକ ଉତ୍ସର୍ଗୀକୃତ ସଂସ୍ଥା (Dedicated force) ରୂପେ ବିକଶିତ କରାଯିବ
କଟକ-ଭୁବନେଶ୍ବର ସହିତ ଅନ୍ୟ ସହରାଞ୍ଚଳ ବନ୍ୟା ପରିଚାଳନା ପାଇଁ…
ଓଡିଆ ଭାଷାରେ ନଥି ଉପସ୍ଥାପନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିକାଶ ସହିତ ସାଂସ୍କୃତିକ ପ୍ରଗତିକୁ ମଧ୍ୟ ଗୁରୁତ୍ବ ଦିଆଯିବ - ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ…
୭୬ ତମ “ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍ ଡେ” ପାଳିତ
ଭୁବନେଶ୍ୱର : ଇନଷ୍ଟିଚ୍ୟୁଟ୍ ଅଫ୍ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍ ଅଫ୍ ଇଣ୍ଡିଆର ୭୬ ତମ "ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍ ଡେ” ପାଳିତ ହୋଇଯାଇଛି। ଏହାର ଫାଉଣ୍ଡେସନ୍ ଡେ ସହିତ ସିଏ ବୃତ୍ତିର ନିର୍ଭୀକତା, ଅଖଣ୍ଡତା ଏବଂ ସର୍ବଦା ସଜାଗ ମନୋଭାବ ସମ୍ପର୍କରେ ସୂଚନା ଦିଆଯାଇଥିଲା |ଏହାର ୭5 ବର୍ଷ…
ତ୍ରିଦିବସୀୟ କୌଶଳୀ ପ୍ରଶିକ୍ଷଣ ଉଦଯାପିତ
ପଦ୍ମପୁର :- ସ୍ଥାନୀୟ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ରାଜବୋଡ଼ାସମ୍ବର୍ ଏବଂ ଗାଇସିଲେଟ ବ୍ଲକର ଗଣିତ ଓ ବିଜ୍ଞାନ ଶିକ୍ଷକ / ଶିକ୍ଷୟତ୍ରୀ ମାନଙ୍କର ତ୍ରିଦିବସୀୟ କୌଶଳୀ ପ୍ରଶିକ୍ଷଣ ଉଦଯାପିତ ହୋଇଯାଇଛି। ଜୁଲାଇ ୧ ରୁ ଆରମ୍ଭ ହୋଇଥିବା ଏହି ଶିବିରକୁ ବ୍ଲକ ଶିକ୍ଷା ଅଧିକାରୀ…
କୋରପିଠା ରାଣୀଙ୍କ ପରଲୋକ
ଓଡ଼ଗାଁ, ୩।୭(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକର କୋରପିଠା ଗ୍ରାମ ତତ୍କାଳିନ ସାମନ୍ତ ରାଜା ସ୍ବର୍ଗତ ପୂର୍ଣ୍ଣଚନ୍ଦ୍ର ଦେଓଙ୍କ ଧର୍ମପତ୍ନୀ ରାଣୀ ଗୀତା ଦେଓ ପରଲୋକ ଗମନ କରିଛନ୍ତି । ବାର୍ଦ୍ଧକ୍ୟ କାରଣରୁ ୮୮ ବର୍ଷ ବୟସରେ ତାଙ୍କର ମୃତ୍ୟୁ ଘଟିଥିଲା । ସେ ଥିଲେ…
ପ୍ରକୃତି ଓ ପରିବେଶର ସୁରକ୍ଷା ଆଗାମୀ ଦିନର ଜୀବନ ରକ୍ଷା
ଓଡ଼ଗାଁ,୩।୭(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଞ୍ଚଳ ପଥରା ଛକ ନିକଟସ୍ଥ ମମତା ଡ୍ରାଗନ ଫଳବଗୀଚା ପରିସରରେ ପରିବେଶ ପ୍ରେମୀ ସମନ୍ୱୟ ସମିତି ନୟାଗଡ଼ ଆନୁକୂଲ୍ୟରେ ବୁଧବାର ୭୫ ତମ ବନମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ବନସଂରକ୍ଷକଙ୍କ ସୁରେଶ ଚନ୍ଦ୍ର…
ଜଷ୍ଟିସ ବି.ଆର. ଷଡ଼ଙ୍ଗୀ ଝାଡ଼ଖଣ୍ଡ ମୁଖ୍ୟ ବିଚାରପତି
ଓଡ଼ଗାଁ ୩।୭(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟରତ ଡ.ଜଷ୍ଟିସ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରେ ଯୋଗଦେବା ନିମନ୍ତେ ଆଜି କେନ୍ଦ୍ର ସରକାରଙ୍କ ଆଇନ୍ ମନ୍ତ୍ରଣାଳୟ ଦ୍ଵାରା ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଖବର…
ବେଲଗୁଣ୍ଠା ପଂଚାୟତ ସମିତି ବୈଠକ ;
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଆଜି ବେଲଗୁଣ୍ଠା ପଂଚାୟତ ସମିତି କାର୍ଯ୍ୟାଳୟ ପରିସରରେ ପଂଚାୟତ ସମିତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି I ଏହି ବୈଠକରେ ମୁଖ୍ୟ ଅତିଥି ରୂପେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇଥିବା ବେଳେ…
ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ବନ ବିଭାଗ ପକ୍ଷରୁ ବନ ମହୋତ୍ସବ ସପ୍ତାହ କାର୍ଯ୍ୟକ୍ରମ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ପାରଳାଖେମୁଣ୍ଡି ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ବନ ବିଭାଗ ସହଯୋଗରେ ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆଇନ ସେବା ପ୍ରାଧିକରଣ…
ଏମିତି ବି ଦୁଃଖ ଆସେ
ବାସୁଦେବପୁର - ଯେବେ ଆସେ ସେ ସମୟ ରେ କଥା ବର୍ଣ୍ଣନା କରିବା ହୁଏତ କଷ୍ଟ ସାଧ୍ୟ। ଏମିତି ଏକ କାହାଣୀ ଯାହା କହିବା ବେଳେ ଆଖିରେ ଆସି ଯାଉଛି ଅଜସ୍ର ଅଶ୍ରୁ। ପିଲାଟି ଜନ୍ମ ହୋଇ ନ ଥିଲା ଆଉ କିଛି ଦିନ ଥିଲା ସଂସାର କୁ ଆସିବାକୁ, ହେଲେ ଦଇବ ସାଜିଲା ଦାଉ, ଦୁନିଆ ଦେଖିବା ପୂର୍ବରୁ ତା ବାପା କୁ…