ରଥଯାତ୍ରାର ତୃଟିଶୁନ୍ୟ ପରିଚାଳନା ପାଇଁ ସମସ୍ତଙ୍କ ସହଯୋଗ ଲୋଡିଲେ ମୁଖ୍ୟମନ୍ତ୍ରୀ

ଜଗନ୍ନାଥଙ୍କ ମୂଳ ସେବକ ହେଉଛନ୍ତି ଆଦିବାସୀ, ଜଣେ ଆଦିବାସୀ ଭାବେ ମୁଁ ନିଜକୁ ଜଗନ୍ନାଥଙ୍କ ନିକଟରେ ସମ୍ପୂର୍ଣ୍ଣ ଭାବେ ସମର୍ପି ଦେଇଛି- ମୁଖ୍ୟମନ୍ତ୍ରୀ ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସ୍ବତନ୍ତ୍ର ସମୀକ୍ଷା ବୈଠକ ନିର୍ଘଣ୍ଟ ସମୟସୀମା ମଧ୍ୟରେ ମହାପ୍ରଭୁଙ୍କ…

ନୂତନ ଅପରାଧିକ ଆଇନ ଉପରେ ସଚେତନତା ସୃଷ୍ଟି ପାଇଁ ଆଇଆଇଟି ଭୁବନେଶ୍ୱର ପକ୍ଷରୁ ପଦକ୍ଷେପ

ଭୁବନେଶ୍ୱର, ୧ ଜୁଲାଇ ୨୦୨୪: ଭାରତ ସରକାର ୧ ଜୁଲାଇ ୨୦୨୪ ରୁ ଦେଶର ନୂତନ ଅପରାଧିକ ଆଇନ କାର୍ଯ୍ୟକାରୀ କରିଥିବାବେଳେ ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱର ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରି ନୂତନ ଆଇନଗତ ବ୍ୟବସ୍ଥାର ବିଭିନ୍ନ ଦିଗ ବିଷୟରେ…

ପଦ୍ମପୁର ରେ ଡାକ୍ତର ଦିବସ ପାଳିତ।

ପଦ୍ମପୁର :- ଲାୟନ୍ସ୍ କ୍ଳବ୍ ପଦ୍ମପୁର ତରଫରୁ ଆଜି ଡାକ୍ତର ଦିବସ ପାଳନ କରାଯାଇଥିଲା । ସଭାପତି ପ୍ରିତମ ମେହେର ଙ୍କ ନେତୃତ୍ୱ ରେ ଆଜି ସଦସ୍ୟ ମାନେ ଅଞ୍ଚଳ ର ୪୦ ଜଣ ଡାକ୍ତର ଙ୍କୁ ପୁଷ୍ପ ଏବଂ ଶୁଭେଚ୍ଛା ପତ୍ର ଦେଇ ଡାକ୍ତର ଦିବସ ର ଅଭିନନ୍ଦନ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ରେ ସମ୍ପାଦକ…

ପଦ୍ମପୁର ଓ ଜଗଦଲପୁର ଥାନା ରେ ନୂଆ ଅପରାଧିକ ଆଇନ ନେଇ ସଚେତନତା ଶିବିର ଅନୁଷ୍ଠିତ।

ପଦ୍ମପୁର:-ଦେଶରେ ଲାଗୁ ହେଲା ନୂଆ ଅପରାଧିକ ଆଇନ। ଏଣିକି ଦଣ୍ଡ ନୁହେଁ ଜନତାଙ୍କୁ ନ୍ୟାୟ ଦେବା ଉପରେ କାର୍ଯ୍ୟ କରିବ ଦେଶର ନ୍ୟାୟ ବ୍ୟବସ୍ଥା । ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ, ମଧ୍ୟରାତ୍ରୀରୁ ଦେଶରେ ଏହି ୩ଟି ଆଇନ ଲାଗୁ କରାଯାଇଛି…

ଗାୟତ୍ରୀ ବିଦ୍ୟା ମନ୍ଦିର ପ୍ରତିଷ୍ଠା ଦିବସ ପାଳିତ

ଓଡ଼ଗାଁ,୧।୭(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ପନ୍ତୀଖାରି ଗ୍ରାମ ପଞ୍ଚାୟତ ମଶାବାରି ଠାରେ ଗଢ଼ିଉଠିଥିବା ଅଗ୍ରଣୀ ଶିକ୍ଷାନୁଷ୍ଠାନ ଗାୟତ୍ରୀ ବିଦ୍ୟାମନ୍ଦିରର ୩୨ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ବିଦ୍ୟାମନ୍ଦିର ଅଧ୍ୟକ୍ଷ ବିରେନ୍ଦ୍ର ସାହୁଙ୍କ ସଂଯୋଜନାରେ…

ରଥଯାତ୍ରା ନେଇ ବିଦ୍ୟୁତ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ନିରବଚ୍ଛିନ୍ନ ବିଦୁ୍ୟତ ଯୋଗାଣ ସୁନିଶ୍ଚିତ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ଆଗାମୀ ରଥଯାତ୍ରା ପରିପ୍ରେକ୍ଷୀରେ ପୁରୀ ସହରରେ ୨୪ ଘଣ୍ଟିଆ ନିରବଚ୍ଛିନ୍ନ ବିଦୁ୍ୟତ ଯୋଗାଣ ନିମନ୍ତେ ଏକ ପ୍ରସ୍ତୁତି ବୈଠକ…

ନୂତନ ଭାରତ ଅପରାଧିକ ଆଇନ୍ ସମ୍ପର୍କରେ ସଚେତନ କାର୍ଯ୍ୟକ୍ରମ

ଓଡ଼ଗାଁ,୧।୭(ଶ୍ରୀକାନ୍ତ କୁମାର ମିଶ୍ର) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ପରିସରରେ ନୂତନ ଭାରତ ଅପରାଧିକ ଆଇନ କାର୍ଯ୍ୟକାରିତା ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶରଣକୁଳ ଏସଡିପିଓ ସୁଧାକର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ତହସିଲଦାର…

ଜିଗ୍ନୀପୁର ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ଘୋଷ ଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି ବୈଠକ l

 (ନିଶ୍ଚିନ୍ତକୋଇଲି- ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ ଅଧୀନ ଜିଗ୍ନୀପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠ ଶ୍ରୀ ଶ୍ରୀ ବଳଦେବଜୀଉଙ୍କର ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ପ୍ରଶାସନିକ ସ୍ତରରେ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଛି । ମ୍ୟାନେଜିଂ ଟ୍ରଷ୍ଟ ଧିରେନ୍ଦ୍ର ନାଥ…

ଭାରତରେ ନୂତନ ଅପରାଧିକ ଆଇନ୍‌ର କାର୍ଯ୍ୟକାରିତା ଉପରେ ବୈଠକ ଅନୁଷ୍ଠିତ

ନୟାଗଡ଼: ନୟାଗଡ଼ ଜିଲ୍ଲା ପରିଷଦର ସୃଜନ ସଭା ଗୃହରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ଜୈନ୍‌ଙ୍କ ସଭାପତିତ୍ୱରେ ଭାରତରେ ନୂତନ ଅପରାଧିକ ଆଇନ୍‌ର କାର୍ଯ୍ୟକାରିତା ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲାପାଳ ଶ୍ରୀମତୀ ସ୍ୱଧା ଦେବ ସିଂ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ…

ନୂଆପଡ଼ା ଜିଲ୍ଲା ରେ ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତା ନେଇ ସଚେତନ ଶିବିର ଅନୁଷ୍ଠିତ

ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ କ ରିପୋର୍ଟ୍ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ନୂତନ ଅପରାଧ ଆଇନ କାର୍ଯ୍ୟକାରିତା ନେଇ ଅନେକ ସଚେତନ ଶିବିର ଅନୁଷ୍ଠିତ ହୋଇଯଇଅଛି। ଜିଲ୍ଲା ପୋଲିସ ଆରକ୍ଷୀ ଅଧିକ୍ଷକ କାର୍ଯ୍ୟାଳୟ ପରିସର ମଧ୍ୟରେ ଏହି ନୂତନ ଅପରାଧ ଆଇନ କାର୍ଯ୍ୟକାରିତା ନେଇ ସଚେତନ ସଭା…