Sign in
Sign in
Recover your password.
A password will be e-mailed to you.
କେନ୍ଦ୍ର ସରକାରଙ୍କ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଦାବି ରଖିଲା ଓଡିଶା
ସ୍ମାରକପତ୍ର ପ୍ରଦାନ ପୂର୍ବକ କେନ୍ଦ୍ର ବଜେଟ୍, 2024-25 ରେ ଉପଯୁକ୍ତ ପଦକ୍ଷେପ ନିମନ୍ତେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅନୁରୋଧ
ଭୁବନେଶ୍ୱର : ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତି ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର…
ଟାଇମ୍ସ ନାଓ ବିଜିନେସ୍ ଏକ୍ସଲେନ୍ସ ଆୱାର୍ଡ : ସୋଆକୁ ୭ଟି ସମ୍ମାନ ପ୍ରଦାନ
ସୋଆ ପରିଚାଳିତ ଆଇଟିଇଆର୍ ଓ ଆଇବିସିଏସ୍ ପୂର୍ବ ଭାରତର ସର୍ବଶ୍ରେଷ୍ଠ ଇଞ୍ଜିନିୟରିଂ ଓ ମ୍ୟାନେଜମେଂଟ କଲେଜ
ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲର ୫ଟି ବିଭାଗ ଓଡ଼ିଶାରେ ଏକ ନମ୍ବର
ଭୁବନେଶ୍ୱର, ଜୁନ୍ ୨୨: ପୂର୍ବ ଭାରତର ଶ୍ରେଷ୍ଠ ଇଞ୍ଜିନିୟରିଂ କଲେଜ ଓ ମ୍ୟାନେଜମେଂଟ କଲେଜ ଭାବେ…
ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ -୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ
https://youtu.be/1KtoBGYe2Kc
ନିଜକୁ ଓ ସମାଜ ପାଇଁ ସୁସ୍ଥ ରଖିବାକୁ ନିୟମିତ ଯୋଗାସନ କରିବାକୁ ଆହ୍ବାନ
ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ବୃନ୍ଦାବନ ରାଜପ୍ରସାଦ ପରିସରରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚ ଠାରେ ଜିଲ୍ଲା…
ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ.
ନବରଙ୍ଗପୁର ଅଶୋକ ସାହୁ, ଶାସକ ପ୍ରଶାସକ: ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଆଜି ଆନ୍ତର୍ଜାତୀୟ ଯୋଗ ଦିବସ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେଶ୍ୱର ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଯୋଗଦିବସରେ ମୁଖ୍ୟ…
ଅନ୍ତର୍ଜାତୀୟ ଯୋଗ ଦିବସ -୨୦୨୪ ପାଳିତ l
ରାୟଗଡ-ତା. ୨୧/୦୬- ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ରାୟଗଡ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି l ଜିଲ୍ଲାପ୍ରଶାସନ ତରଫରୁ ସ୍ଥାନୀୟ ଅମ୍ବାଗୁଡ଼l ଠାରେ ଅବସ୍ଥିତ ବିଜୁ ପଟନାୟକ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମରେ ଶ୍ରୀ ଗୌରୀ ଶଙ୍କର ମାଝୀ ମାନ୍ୟବର ନବରଙ୍ଗପୁର ବିଧାୟକ ମୁଖ୍ୟ ଅତିଥି…
ସୋଆରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ
ଭୁବନେଶ୍ୱର, ଜୁନ ୨୧: ଉତମ ଛାତ୍ର ହେବା ପାଇଁ ସୁସ୍ଥ ରହିବା ଆବଶ୍ୟକ । ସୁସ୍ଥ ଓ ନିରାମୟ ଜୀବନ ପାଇଁ ଯୋଗାଭ୍ୟାସର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଶୁକ୍ରବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ ହୋଇଯାଇଛି ।
ଆନ୍ତର୍ଜାତିକ ଯୋଗ ଦିବସ ପାଳନ ଅବସରରେ ଏଠାରେ ଆୟୋଜିତ…
ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୋଗ ଦିବସ ପାଳିତ
ବେଲଗୁଣ୍ଠା-(ଶିବରାମ ଚୌଧୁରୀ )- ଆଜି ବିଶ୍ଵ ଯୋଗ ଦିବସ ଅବସରରେ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷା ଡକ୍ଟର ସଂଯୁକ୍ତା ପଣ୍ଡାଙ୍କ ତତ୍ତ୍ଵାବଧାନରେ ଯୋଗ ଅନୁଷ୍ଠିତ ହୋଇ ଯାଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓକିଲ ବିପିନ ବିହାରୀ ସାହୁ ଯୋଗ ଦେଈ ଯୋଗ ଦିବସର ମହତ୍ତ୍ଵକୁ…
ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଜଗତସିଂହପୁର,ତା-୨୧.୦୬.୨୦୨୪/ସୁମନ୍ତ କୁମାର ଦାସ: ଜୁନ 21ତାରିଖ ମିଳିତ ଜାତିସଂଘ ଦ୍ଵାରା ଆନ୍ତର୍ଜାତୀୟ ଯୋଗ ଦିବସ ଭାବେ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ ଜଗତସିଂହପୁର ଜିଲ୍ଲା ରେ ଜିଲ୍ଲା ସ୍ତରୀୟ 10 ମ ଆନ୍ତର୍ଜାତୀୟ ଯୋଗ ଦିବସ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର୍…
ବାଣପୁରରେ ଯୋଗ ଦିବସ: ସାମିଲ ହେଲେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ
ବାଣପୁର( ସେକ କୌସର ): ଅନ୍ତର୍ଜାତୀୟ ଯୋଗ ଦିବସ ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି। ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମ ମଧ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ, ପୂର୍ତ୍ତ ଓ ଅବକାରୀ…
ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ସଂଘ ଆନୁକୂଲ୍ୟରେ ସେବା ସଂଗଠନ ଅର୍ପଣ ଲୋକାର୍ପିତ
ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଦଳ ମତ ନିର୍ବିଶେଷରେ ସମସ୍ତେ ଏକାଠି ହୋଇ କାମ କଲେ ଜିଲାର ବିକାଶ ରଥ ଆଗକୁ ଗଡି ପାରିବ ବୋଲି ଜଗତସିଂହପୁର ଜିଲା ସାମ୍ବାଦିକ ସଂଘ(ଉତ୍କଳ ସାମ୍ବାଦିକ ସଂଘ, ଓଡିଶା ଅନୁବନ୍ଧିତ)ଆନୁକୂଲ୍ୟରେ ଆୟୋଜିତ ଜିଲାରୁ ନବ ନିର୍ବାଚିତ ସାଂସଦ ଓ ବିଧାୟକ ମାନଙ୍କୁ…