Sign in
Sign in
Recover your password.
A password will be e-mailed to you.
ନିଲାମ ଗୁଡା ପଂଚାୟତ ରେ ଛତୁ ଉତ୍ପାଦନ ତାଲିମ ଶିବିର ଅନୁଷ୍ଠିତ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି- ରାୟଗଡ ଜିଲ୍ଲା ରାମନଗୁଡା ବ୍ଲକ ନିଲାମଗୁଡ଼ା ପଂଚାୟତ ର ଗୁଗୁରୁପାଙ୍ଗ ଗ୍ରାମରେ କୃଷି ବିଜ୍ଞାନ କେନ୍ଦ୍ର ଗୁଣୁପୁର ଙ୍କ ତରଫରୁ କୃଷି ଜୀବି ମହିଳା ମାନଙ୍କ ପାଇଁ ଏକ ତାଲିମ ଶିବିର ଅନୁଷ୍ଠିତ ଯୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ର…
ମହାତ୍ମା ଗାନ୍ଧୀ ଇଣ୍ଟର ନେସନାଲ ପବ୍ଲିକ ସ୍କୁଲ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି -ରାୟଗଡ ଜିଲ୍ଲା ଗୁଣୁପୁର ସଦର ମହକୁମା ସ୍ଥିତ ସ୍ଥାନୀୟ ମହାତ୍ମା ଗାନ୍ଧୀ ଇଣ୍ଟର୍ ନେସନାଲ ପବ୍ଲିକ ସ୍କୁଲ ପରିସର ରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ଯ ବିଶ୍ବ ଯୋଗ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନ ର ପ୍ରିନ୍ସପାଲ୍ ଶ୍ରୀମତୀ ଚିତ୍ରଲେଖା ଭୋଇ ଓ…
ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ଵ ଯୋଗ ଦିବସ ପାଳିତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ବିଶ୍ୱ ଯୋଗ ଦିବସ। ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଆଜି ବିଶ୍ଵ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବେଙ୍ଗୁଲୁରୁ ସ୍ଥିତ ପ୍ରଫେସର କାର୍ତି ଗଣେଶ ଦୁରାଇ ଯୋଗ ଗୁରୁ ଯୋଗ ଦେଇ ବିଶ୍ଵବିଦ୍ୟାଳୟର ଛାତ୍ର ,…
ଗାଙ୍ଗପୁରରେ ପ୍ରଥମ ମାସିକ କ୍ଳଷ୍ଟର୍ ସ୍ତରୀୟ ବୈଠକ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ ), ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ ସିଆରସିସି ମୃତ୍ୟୁଞ୍ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ କ୍ଳଷ୍ଟର୍ ର ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ ଏବଂ ଏଫ୍ଏଲ୍ଏନ୍ ଶିକ୍ଷକ…
ବିଭିନ୍ନ ସ୍ଥାନରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଆଜି ବିଶ୍ୱଯୋଗ ଦିବସ ଅବସରରେ ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳିତ ହୋଇଯାଇଛି I ଏହି ଅବସରରେ ଗାଙ୍ଗପୁର ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନରେ ଅନୁଷ୍ଠିତ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମରେ ଅନୁଷ୍ଠାନ ସଭାପତି ତଥା ସୋରଡ଼ା ବିଧାୟକ…
ଜଗତସିଂହପୁର ରେ ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ
ଜଗତସିଂହପୁର: ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟର ସଦ୍ଭାବନା ସଭାଗୃହରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ବୈଠକରେ ଯୋଗ ଦେଇ ମାନ୍ୟବର ମନ୍ତ୍ରୀ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଶ୍ରୀ…
ଅତିରିକ୍ତ ଜିଲ୍ଲାପାଳ ଓ ଆର୍ ଜି ଏଚ ଅଧ୍ୟକ୍ଷଙ୍କ ସହ ବିଭିନ୍ନ ସମସ୍ୟା ଉପରେ ବିଧାୟକ ଦୁର୍ଗା ତନ୍ତୀଙ୍କ ଆଲୋଚନା
ରାଉଲକେଲା,(ବସନ୍ତ କୁମାର ଜେନା): ରଘୁନାଥପଲ୍ଲୀ ବିଧାୟକ ଦୁର୍ଗା ଚରଣ ତନ୍ତୀ ଆଜି ରାଉରକେଲା ସରକାରୀ ହସ୍ପିଟାଲ ( ଆର୍ ଜି ଏଚ୍ ) ପରିଦର୍ଶନରେ ଯାଇ ହସ୍ପିଟାଲରେ ଚିକିତ୍ସାଧିନଙ୍କୁ ଭେଟି ବିବିଧ ସମସ୍ୟା ଉପରେ କଥାବାର୍ତ୍ତା କରିଥିଲେ । ପ୍ରଚଣ୍ଡ ରୌଦ୍ରତାପରେ ଆବଶ୍ୟକ କୁଲର, ପଙ୍ଖା…
ଘୁ.ଉଦୟଗିରିରେ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ, ଉତମ ସ୍ୱାସ୍ଥ୍ୟ ଏବଂ ମାନସିକ ଶାନ୍ତି ପାଇଁ ଯୋଗକୁ ଦୈନନ୍ଦିନ ଜୀବନରେ…
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ବିଶ୍ୱ ଯୋଗ ଦିବସରେ ସାରା ବିଶ୍ୱ ଆଜି ଯୋଗ ମୟ ହୋଇଥିବା ବେଳେ ଘୁ.ଉଦୟଗିରି ପତଞ୍ଜଳି ଯୋଗ ସମିତି, ଏନଏସି, ବ୍ଲକ ସହିତ ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ପାଳିତ ହୋଇଛି ବିଶ୍ୱ ଯୋଗ ଦିବସ। ଶାରୀରିକ, ମାନସିକ ଏବଂ ଆଧ୍ଯାତ୍ମିକ ସୁସ୍ଥତା କୁ ଉପଲବ୍ଧ କରି…
ଏସ.ପି.ସି.ବି ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ରାଉରକେଲା,(ବସନ୍ତ କୁମାର ଜେନା) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ରାଉରକେଲା ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ଆଜି ସ୍ଥାନୀୟ ନେହେରୁ ପାର୍କ ପରିସରରେ ପାଳିତ ହୋଇଯାଇଛି l ବିଭାଗୀୟ ଅତିରିକ୍ତ ପରିବେଶ ବୈଜ୍ଞାନିକ ତଥା ଆଞ୍ଚଳିକ ଅଧିକାରୀ ଡ଼. ଅନୁପ କୁମାର…
ବିର୍ସାମୁଣ୍ଡା ହକି ଷ୍ଟାଡିୟମ ଓ ବେଦବ୍ୟାସ ପୀଠ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ରାଉରକେଲା,(ବସନ୍ତ କୁମାର ଜେନା): ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ତରଫରୁ ରାଉରକେଲା ସ୍ଥିତ ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ କେନ୍ଦ୍ରୀୟ ମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଶ୍ରୀଯୁକ୍ତ ଜୁଏଲ ଓରାମ ଯୋଗ ଦେଇ ଆଜି ବିଶ୍ୱକୁ…