ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଅନ୍ତର୍ଜାତୀୟ ଯୋଗଦିବସ ଅନୁଷ୍ଠିତ

 ଯୋଗାଭ୍ୟାସ କଲେ ୫୦ ହଜାରରୁ ଉର୍ଧ୍ଵ ବିଦ୍ୟାଳୟର ଛାତ୍ରଛାତ୍ରୀ  ଯୋଗ ଆମ ସଂସ୍କୃତି ଏବଂ ପରମ୍ପରାର ଅଭିନ୍ନ ଅଙ୍ଗ : ନିତ୍ୟାନନ୍ଦ ଗଣ୍ଡ ଭୁବନେଶ୍ୱର: ଆଜି ଅନ୍ତର୍ଜାତୀୟ ଯୋଗ ଦିବସା ଦେଶବ୍ୟାପୀ ଯୋଗ ଦିବସ ପାଳନ ହେଉଅଛିା ସେପେଫମ୍ବର ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପୂର୍ବ ସରକାରରେ ବିଭିନ୍ନ ବିଭାଗରେ ନିଯୁକ୍ତ ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରାଗଲା

ଭୁବନେଶ୍ୱର: ପୂର୍ବ ସରକାରଙ୍କ ସମୟରେ ରାଜ୍ୟର ବିଭିନ୍ନ ବିଭାଗରେ ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି…

ରାଜଭବନରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱର- ରାଜ ଭବନଠାରେ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ରାଜ୍ୟପାଳ ଶ୍ରୀ ରଘୁବର ଦାସଙ୍କ ନିର୍ଦ୍ଦେଶକ୍ରମେ ଏହି ଅବସରରେ ଅଭିଷେକ ହଲ୍ ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଥିଲା । ରାଜ୍ୟପାଳଙ୍କ ବ୍ୟକ୍ତିଗତ ଶାସନ ସଚିବ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱର: ରାଜ୍ୟର ସମସ୍ତ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ଦଶମ ଅନ୍ତର୍ଜାତୀୟ ଯୋଗଦିବସ ଉତ୍ସବ ପାଳିତ ହୋଇଯାଇଛି । ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ସାଧାରଣ ଯୋଗ ପ୍ରୋଟକଲ ଅନୁଯାୟୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀମାନଙ୍କ…

ମାନସିକ, ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ: ମନମୋହନ ସାମଲ

ଦଶମ ଆନ୍ତର୍ଜାତିକ ଯୋଗ ଦିବସ ପାଳନ  ଚଳିତ ବର୍ଷ ଯୋଗ ଦିବସ ଶୀର୍ଷକ “ନିଜ ପାଇଁ ଓ ସମାଜ ଲାଗି ଯୋଗ”  ଭାରତର ଏହି ପ୍ରାଚୀନ କଳାକୁ ସାରା ବିଶ୍ୱ ଆପଣାଇଛି  ନିରୋଗ ରହିବା ପାଇଁ ଯୋଗ ଜରୁରୀ ଭୁବନେଶ୍ୱର,ତା.୨୧/୦୬: ଆଜି ଦଶମ ଆନ୍ତର୍ଜାତିକ ଯୋଗ ଦିବସ । ମାନସିକ,…

ଯୋଗ ଓ ପ୍ରାଣାୟାମ ଶରୀର ଓ ମନ କୁ ସୁସ୍ଥ ରଖିବା ସହ ସମାଜ ଗଠନରେ ସକାରାତ୍ମକ ପ୍ରଭାବ ପକାଇଥାଏ

ଯୋଗ ଓ ପ୍ରାଣାୟାମ ଜୀବନର ଅନୁଶାସନ ରେ ଅତୀବ ଗୁରୁତ୍ୱପୂର୍ଣ : -ମୁଖ୍ୟ ଅତିଥି ସୁବର୍ଣ୍ଣପୁର,( ଆର୍ତ୍ତତ୍ରାଣ ମହାପାତ୍ର): ସୁବର୍ଣ୍ଣପୁର ରାମେଶ୍ୱର ଷ୍ଟାଡିୟମ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶ୍ବ ଯୋଗ ଦିବସ ପାଳିତ ହୋଇଯାଇଛି l ରାଜ୍ୟ କ୍ରୀଡା ଓ ଯୁବ ସେବା ବିଭାଗ ସୌଜନ୍ୟରେ ଜିଲ୍ଲା…

ନିୟମିତ ଯୋଗ ଦ୍ୱାରା ହିଁ ଜଣେ ମନୁଷ୍ୟ ଏକ ସୁସ୍ଥ ଶରୀର ଅଧିକାରୀ ହୋଇପାରିବ : ଗୃହ ନିର୍ମାଣଓ ନଗର ଉନ୍ନୟନ ମନ୍ତ୍ରୀ

https://youtu.be/yBC_i-7zB5g ବାରିପଦାରେ ବିଶ୍ୱ ଯୋଗ ଦିବସ ପାଳିତ ଭୁବନେଶ୍ୱର: ଯୋଗ ଏବଂ ଧ୍ୟାନ କେନ୍ଦ୍ର ଓ ଯୋଗ ସମିତିର ମିଳିତ ଅନୁକୂଲ୍ୟରେ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆ ଠାରେ ଯୋଗ ଦିବସ ପାଳନ କରାଯାଇଛି। ଏହି ଅବସରରେ ଆଜି ପ୍ରାତଃ ସମୟରେ ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ…

ଭାରତୀୟ ହକିର sponsorship କୁ ଆଉ ୩ ବର୍ଷ ବୃଦ୍ଧି କରାଯିବ

ମୁଖ୍ୟମନ୍ତ୍ରୀଙ୍କ ସହ ହକି ଇଣ୍ଡିଆର କର୍ମକର୍ତ୍ତାଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା   ଭୁବନେଶ୍ୱର: ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଶ୍ରୀ ଭୋଳାନାଥ ସିଂ ସୌଜନ୍ୟମୂଳକ…

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ଠାରେ ଅନ୍ତର୍ଜାତୀୟ ଯୋଗ ଦିବସର ଭବ୍ୟ ଓ ଦିବ୍ୟ ସମାରୋହ

ନୂଆ ଓଡ଼ିଶା, ସୁସ୍ଥ ଓଡ଼ିଶା ଗଠନ ଦିଗରେ ଯୋଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଆଧୁନିକ ଚାପଗ୍ରସ୍ତ ଦୁନିଆରେ ଯୋଗ ଦ୍ୱାରା ଶରୀର ଓ ମନ ଭିତରେ ସନ୍ତୁଳନ ଏବଂ ସମନ୍ଵୟ ରଖି ଏକ ସୁସ୍ଥ ଜୀବନ ଯାପନ କରିବା ସହିତ ସୁସ୍ଥ ସମାଜ ଗଠନ କରାଯାଇ ପାରିବ ସମାଜର ସବୁ ସ୍ତରକୁ ଯୋଗକୁ…

ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ

ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା…