ଭଞ୍ଜନଗର ବେଲେଶ୍ୱର ଠାରେ ଆନ୍ତର୍ଜାତିକ ଯୋଗଦିବସ ପାଳିତ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା } : ଭଞ୍ଜନଗର ବେଲେଶ୍ବର ଶୈବ ପୀଠରେ ଆଜି ଜୁନ୍ ମାସ ୨୧ ତାରିଖ ୨୦୨୪ ଶୁକ୍ରବାର ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଛି। ଏହିପରି କାର୍ଯ୍ୟକ୍ରମ ପ୍ରଥମ ଥର ପାଇଁ ଭଞ୍ଜନଗର ପଞ୍ଚାୟତ ସମିତି ଓ ଭଞ୍ଜନଗର ପୌରପାଳିକାର ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଥିବା ର…

ଗୁଣପୁର ସଦର ମହକୁମା ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ଗୁଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇ ଯାଇଛି । ସ୍ଥାନୀୟ ଇନଡୋର ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଗୁଣପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭ୍ରାଂଜଳି ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ମୁଖ୍ୟ ଅତିଥି ଭାବେ ଗୁଣପୁର ପଞ୍ଚାୟତ ସମିତି…

ମଡେଲ ଡିଗ୍ରୀ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

 ନବରଙ୍ଗପୁର , ଅଶୋକ ସାହୁ, ଶାସକ ପ୍ରଶାସକ: ନବରଙ୍ଗପୁର ଜିଲ୍ଲାର ଟିରଲିଆମ୍ବାଗୁଡ଼ା ଠାରେ ଥିବା ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ୧୦ ତମ ଆନ୍ତର୍ଜାତୀୟ ଯୋଗ ଦିବସ ଆନନ୍ଦ ଉଲ୍ଲାସର ସହିତ ପାଳନ କରାଯାଇଛି। ଏହି ଯୋଗ ଶିବିର କୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀ ବିନୋଦ ବିହାରୀ ବେହେରା…

ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ସିଂହଦ୍ୱାର ସମ୍ମୁଖରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ

ବରଗଡ :- ଶରୀରକୁ ସୁସ୍ଥ , କର୍ମଠ ସତେଜ ରଖିବା ପାଇଁ ଆମ ପୂର୍ବ ପୁରୁଷ ମାନେ ଯୋଗ ପ୍ରଣାୟମକୁ ନିଜର ଦୈନନ୍ଦିନ ଜୀବନଚର୍ଯ୍ୟାରେ ସାମିଲ କରି ଦୀର୍ଘାୟୁ ହୋଇ ପାରୁଥିଲେ । ଯୋଗ ଭାରତୀୟ ପରମ୍ପରା ଓ ସଂସ୍କୃତି ର ଏକ ମହତ୍ୱପୂର୍ଣ୍ଣ ଅଂଶ । ଶରୀର ସୁସ୍ଥ ରହିଲେ ଜୀବନ ସରସ ସୁନ୍ଦର ହୋଇପାରିବ…

ୟୁ.ଏ.ପି.ଏ. ଆଇନ୍‌କୁ ରଦ୍ଦ କର ଅରୁନ୍ଧତି ରାୟ ଓ ସେଖ୍ ସୌକତ ହୁସେନ୍‌ଙ୍କ ବିରୋଧରେ କେସ୍ ରୁଜୁ କରିବା ବଦ କର :…

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ନୁଆଁ ବସଷ୍ଟାଣ୍ଡ ଠାରୁ ଏକ ଶୋଭାଯାତ୍ରା ବାହାରି ଗୁଣପୁର ଉପଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ସମ୍ମୁଖରେ ପ୍ରତିବାଦ କରିବା ସହ ମହାମହିମ ରାଷ୍ଟ୍ରପତି ଙ୍କ ଉଦ୍ଧେଶ୍ୟ ରେ ଗୁଣପୁର ସହକାରୀ ଜିଲ୍ଲାପାଳଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି।…

ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲ୍ଲା ସ୍ଥରୀୟ ବୈଠକ ଅନୁଷ୍ଠିତ

ରାୟଗଡ:-ତା.୨୦/୦୬-ରାୟଗଡ ଜିଲ୍ଲା ସ୍ଥରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ପ୍ରସ୍ତୁତ ବୈଠକ ଆଜି ରାୟଗଡ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଜ଼ିଲ୍ଲାପରିଷଦ…

ଜେକେ କାଗଜ କଳ ର ପୂର୍ବତନ ଅଧ୍ୟକ୍ଷଙ୍କର ୯୧ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର

ଜେକେ ପୁର: ଜେକେ ପୁର ସ୍ଥିତ ଜେକେ କାଗଜ କଳ ର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ହରି ଶଙ୍କର ସିଂଘାଣିଆ ଙ୍କର ୯୧ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ଆଜି ଜୁନ ୨୦ ତାରିଖରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଆୟୋଜନ କରାଯାଇଥିଲା।ଉକ୍ତ ରକ୍ତ ଦାନ ଶିବିର ରେ ଜେକେ କାଗଜ କଳ ର ମୂଖ୍ୟ ଶ୍ରୀ ବିନୟ ଦ୍ୱିବେଦୀ…

ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ, ନିଟ୍ ମାମଲାରେ ଦୋଷୀଙ୍କ ବିରୋଧରେ କଠୋର…

ନିଟ୍ ପରୀକ୍ଷା ବିବାଦ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ • ତ୍ରୁଟିଶୂନ୍ୟ ପରୀକ୍ଷା କରାଇବା ହେଉଛି ଆମର ପ୍ରତିବଦ୍ଧତା• ଏନଟିଏରେ ସଂସ୍କାର ନେଇ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବାକୁ ଯାଉଛନ୍ତି• ଏନଟିଏ, ଏହାର ଢାଞ୍ଚା, କାର୍ଯ୍ୟକାରିତା, ପରୀକ୍ଷା ପ୍ରକ୍ରିୟା,…

ତିନି ଜଣ ଙ୍କ ଜୀବନ ନେବା ସହ ଘର ଭାଙ୍ଗିଲା ବଣୁଆ ହାତୀ

ଝାରବନ୍ଧ - ମନୋହର ଦାଶ: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଗୋଠୁଗୁଡା, ଭୁବନେଶ୍ୱରପୁର ପଞ୍ଚାୟତ ର ବିଭିନ୍ନ ଗ୍ରାମ ରେ ବଣୁଆ ହାତୀ ଉପଦ୍ରବ କରି ଗୋଟିଏ ପରିବାର ର ତିନି ସଦସ୍ୟ ଙ୍କ ମୃତ୍ୟୁ ହୋଇଛି l ଅଞ୍ଚଳ ରେ ବହୁ ଦିନ ହେବ ବଣୁଆ ହାତୀ ଙ୍କ ଉପଦ୍ରବ ଲାଗି ରହିଥିବା ବେଳେ ଘର…

ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ବିଭାଗ ପରିଦର୍ଶନ ଓ ବିଭାଗୀୟ ସମୀକ୍ଷା

ଖାଦ୍ୟ ସୁରକ୍ଷା ନୀତିକୁ ଗୁରୁତ୍ୱ - ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଭୁବନେଶ୍ୱର,:ରାଜ୍ୟ ସରକାରଙ୍କ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଥର ବିଭାଗ ପରିଦର୍ଶନ କରି ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତିା ଲୋକସେବା…