ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ସହ ମିଳିତ ଜାତିସଂଘର ବିଶ୍ୱ ଖାଦ୍ୟ ସଂସ୍ଥା ସଦସ୍ୟଙ୍କ ସୌଜନ୍ୟମୂଳକ…

ଓଡ଼ିଶାକୁ ପୁଷ୍ଟିକର ଖାଦ୍ୟର ହବ୍ ଭାବେ ଗଢି ତୋଳିବା - ମନ୍ତ୍ରୀ ଶ୍ରୀ ପାତ୍ର ଭୁବନେଶ୍ୱର: ଆଜି ଅପରାହ୍ନରେ ମିଳିତ ଜାତିସଂଘର ବିଶ୍ୱ ଖାଦ୍ୟ ସଂସ୍ଥା ଓଡ଼ିଶା ମୁଖ୍ୟ ଏଲିଜାବେଥ ଫର ଓ ବିଶ୍ୱ ଖାଦ୍ୟ ସଂସ୍ଥାର କ୍ଷେତ୍ର ମୁଖ୍ୟ ଅଧିକାରୀ ଶ୍ରୀ ହିମାଂଶୁ ବଳ ରାଜ୍ୟ ସରକାରଙ୍କ ଖାଦ୍ୟଯୋଗାଣ ଓ…

ଇଲେକ୍ଟ୍ରୋନିକ୍ସ ଓସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ଦ୍ୱାରା ବିଭାଗୀୟ କାର୍ଯ୍ୟ…

ତୃଣମୂଳସ୍ତରରେ ଜନସାଧାରଣଙ୍କୁ ଉତ୍କୃଷ୍ଟ ଜନସେବା ପ୍ରଦାନ କରିବା ନିମନ୍ତେ ଆହ୍ୱାନ ଭୁବନେଶ୍ୱର : ବିଭାଗୀୟ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ମାନ୍ୟବର ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ…

ପର୍ଯ୍ୟଟନ ବିଭାଗର କାର୍ଯ୍ୟଧାରାର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା

ଗ୍ରାମାଞ୍ଚଳରେ ସାଂସ୍କୃତିକ-ଐତିହାସିକ ଗୌରବ ବହନ କରୁଥିବା ସ୍ଥାନଗୁଡ଼ିକୁପର୍ଯଟନ ମାନଚିତ୍ରରେ ସ୍ଥାନ ଦେବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱ ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ପର୍ଯ୍ୟଟନ ବିଭାଗର କାର୍ଯ୍ୟଧାରା ସମୀକ୍ଷା କରିଛନ୍ତିା ଆଜି  ପର୍ଯ୍ୟଟନ ବିଭାଗ ସମ୍ମିଳନୀ…

ଭୁବନେଶ୍ୱରକୁ ବିଶ୍ୱସ୍ତରୀୟ ସହର ଭାବରେ ଗଢ଼ିବାକୁ ହେବ ସହରାଞ୍ଚଳ ବିକାଶ ଉପରେ ଗୁରୁତ୍ୱ ଦିଆଯିବ: ମନ୍ତ୍ରୀ ଡ.…

ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ବର୍ଷାଋତୁରେ ସମସ୍ୟା ଦୂର ପାଇଁ ତତ୍ପର ରହିବାକୁ ନିର୍ଦ୍ଦେଶ ଭୁବନେଶ୍ୱର: ବର୍ଷାଋତୁରେ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ବିଭାଗୀୟ…

ଡ୍ରେନରେ ବୁଡି ମୃତ୍ୟୁ ଘଟଣାେର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ

ବିଏମ୍‍ସି ଡ୍ରେନେଜ ଡିଭିଜନର ସହକାରୀ ଯନ୍ତ୍ରୀ ନିଲମ୍ବିତ ଭୁବନେଶ୍ୱର : ରାଜଧାନୀରେ ନାଳରେ ଭାସିଯାଇ ଗୋଟିଏ ଛୋଟ ପିଲା ମୃତ୍ୟୁବରଣ କରିବା ଘଟଣାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାର ତଦନ୍ତ ରିପୋର୍ଟ ହସ୍ତଗତ ହେବାପରେ ଆଜି ଭୁବନେଶ୍ୱର ମହାନଗର…

ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ,ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗୀୟ କାର୍ଯ୍ୟର ସମୀକ୍ଷା କଲେ…

ବିଭିନ୍ନ ଜୀବିକା କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ପହଞ୍ଚାଇବା ପାଇଁ ଯୁବକମାନଙ୍କୁ ଚିହ୍ନଟ କରିବା ସହ ସେମାନଙ୍କୁ ସରକାରଙ୍କ ସ୍ୱର ବନାନ୍ତୁ: ମନ୍ତ୍ରୀ ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ,…

ଅଙ୍ଗନବାଡ଼ିର ବିକାଶ ହେଲେ ଉଭୟ ମା’ ଓ ଶିଶୁଙ୍କର ବିକାଶ ହେବ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ମହିଳା ଓ ଶିଶୁ ବିକାଶ ବିଭାଗ ସମୀକ୍ଷା  ଅଙ୍ଗନବାଡି ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ ଦିଆଯିବାକୁ ନିର୍ଦ୍ଦେଶ  ଛତୁଆର ଗୁଣବତ୍ତାକୁ ରେଗୁଲାର ଯାଞ୍ଚ କରିବା ସହ ମାନ ବୃଦ୍ଧି କରିବାକୁ ଦେଲେ ପରାମର୍ଶ  ଡିଜିଟାଲାଇଜେସନ ସହ…

ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ

ସରକାରଙ୍କ ବିକାଶ ଓ କଲ୍ୟାଣ ମୂଳକ କାର୍ଯ୍ୟକ୍ରମକୁ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାନ୍ତୁ - ମୁଖ୍ୟମନ୍ତ୍ରୀ ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବାକୁ ପରାମର୍ଶ ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗ ର ପ୍ରମୁଖ…

ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ସୁରମା ପାଢୀ।

ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭକାମନା ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଭାରତୀୟ ଜନତା ଦଳର ବରିଷ୍ଠ ନେତ୍ରୀ ତଥା ରଣପୁର ବିଧାୟିକା ସୁରମା ପାଢୀ। ଏକମାତ୍ର ପ୍ରାର୍ଥୀ ଭାବେ ସୁରମା ନାମାଙ୍କନ ଦାଖଲ କରିଥିଲେ। ତାଙ୍କୁ ସର୍ବସମ୍ମତିକ୍ରମେ ବାଚସ୍ପତି ଭାବେ…

ଏସସିଏସଟିଆରଟିଆଇରେ ଆରମ୍ଭ ହେଲା ରକ୍ତଶିକୁଳି ରକ୍ତହୀନତା ନିରାକରଣ ସଚେତନତା ଅଭିଯାନ

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ(ଏସସିଏସଟିଆରଟିଆଇ)ରେ ଆରମ୍ଭ ହେଲା ରକ୍ତଶିକୁଳି ରକ୍ତହୀନତା ନିରାକରଣ ସଚେତନତା ଅଭିଯାନ କାର୍ଯ୍ୟକ୍ରମା ବିଶ୍ୱ ରକ୍ତଶିକୁଳି ଦିବସ ଅବସରରେ ଆଜିଠାରୁ ଦୁଇ ସପ୍ତାହ ବ୍ୟାପି ଅର୍ଥାତ ଜୁଲାଇ ୩ ତାରିଖ ଯାଏଁ…