Sign in
Sign in
Recover your password.
A password will be e-mailed to you.
ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା: ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ
ଉଚ୍ଚ ମାନର ସାଂସ୍କୃତିକ କାର୍ଯ୍ୟକ୍ରମ, ଆକର୍ଷଣୀୟ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ସାମାଜିକ ଗଣମାଧ୍ୟମରେ ପ୍ରଚାର, ପ୍ରସାର ଉପରେ ଗୁରୁତ୍ୱାରୋପ
ଭୁବନେଶ୍ୱର: ଓଡ଼ିଆ ଜାତିର ପରମ ଆରାଧ୍ୟ ହେଉଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥା ସେ ଓଡ଼ିଆଙ୍କ ଆଧ୍ୟାତ୍ମିକ ଓ ସାଂସ୍କୃତିକ ଚେତନା ଏବଂ ଅସ୍ମିତାର…
ସୋଆ ଗବେଷକଙ୍କ ଦ୍ୱାରା ସଂପାଦିତ ପୁସ୍ତକ ଉନ୍ମୋଚିତ
ଭୁବନେଶ୍ୱର, ଜୁନ୍ ୧୯: ‘ଆପ୍ଲିକେସନ୍ସ ଅଫ୍ ମେଟାଜେନୋମିକ୍ସ - ଏଗ୍ରିକଲ୍ଚର, ଏନଭାଇରନମେଣ୍ଟ ଆଣ୍ଡ ହେଲଥ’ ନାମକ ଏକ ପୁସ୍ତକକୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ମଙ୍ଗଳବାର ଉନ୍ମୋଚିତ କରିଛନ୍ତି । ଏହି ପୁସ୍ତକକୁ ସୋଆର ଗବେଷକ…
ଆରମ୍ଭ ହେଲା ନବନିଯୁକ୍ତ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କ ୧୧ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଆଜି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ରେ ଆରମ୍ଭ ହୋଇଛି ନବନିଯୁକ୍ତ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କ ୧୧ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମା ଜୁନ ୨୯ ତାରିଖ ଯାଏଁ ଚାଲୁଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ…
ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ…
ଭୁବନେଶ୍ୱର:ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ପ୍ରସ୍ତାବ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ…
ଗରିବ ଲୋକଙ୍କ ସମସ୍ୟାର ସମାଧାନ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରଧାନ ଆଭିମୁଖ୍ୟ : ମନ୍ତ୍ରୀ ଶ୍ରୀ ନାୟକ
କ୍ଷେତ୍ରସ୍ତରରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱାରୋପ
ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ
ଭୁବନେଶ୍ୱର: ଓଡ଼ିଶାବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ମୁଖ୍ୟତଃ ଗରିବ ଜନସାଧାରଣଙ୍କ କଲ୍ୟାଣ ପାଇଁ ନୂତନ ସରକାର…
“ଶ୍ରୀ ମନ୍ଦିରର ରତ୍ନ ଭଣ୍ଡାର ଖୋଲିବା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯାଇନି “
ଭୁବନେଶ୍ୱର: ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ତରଫରୁ ଶ୍ରୀ ମନ୍ଦିରର ରତ୍ନ ଭଣ୍ଡାର ଖୋଲିବା ସମ୍ବନ୍ଧୀୟ କୌଣସି ପ୍ରସ୍ତାବ ଆଜି ସରକାରଙ୍କ ହସ୍ତଗତ ହୋଇନାହିାଁ ଭବିଷ୍ୟତରେ ଯଦି ଏଭଳି କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୁଏ ତାହେଲେ ଏଥି ନିମିତ୍ତ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ
ଜଗତସିଂହପୁର,ତା-୧୯.୦୬.୨୦୨୪/ସୁମନ୍ତ କୁମାର ଦାସ: ଆସନ୍ତା 21 ତାରିଖ ରେ ସମଗ୍ର ବିଶ୍ୱରେ ପାଳିତ ହେବାକୁ ଯାଉଛି ଆନ୍ତର୍ଜାତୀୟ ଯୋଗ ଦିବସ। ସେଥିନିମନ୍ତେ ଜିଲ୍ଲା ସ୍ତରରେ ବ୍ୟାପକ ପ୍ରସ୍ତୁତି ନିମନ୍ତେ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଶ୍ରୀ ଅନୁପମ ସାହାଙ୍କ ଅଧ୍ୟକ୍ଷତାରେ , ଆଭାସୀ…
ନବୀନ ବିରୋଧୀ ଦଳ ନେତା ନିର୍ବାଚିତ
ପ୍ରସନ୍ନ ଉପନେତା, ପ୍ରମିଳା ମୁଖ୍ୟ ସଚେତକ
ପ୍ରତାପ କେଶରୀ ଦେବ ଉପମୁଖ୍ୟ ସଚେତକ
ଭୁବନେଶ୍ୱର : ବିଜେଡି ସଭାପତି ନବୀନ ପଟ୍ଟନାୟକ ହେବେ ବିଧାନସଭାରେ ବିରୋଧୀ ଦଳ ନେତା। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତକ୍ରମେ ଦଳୀୟ ବିଧାୟକମାନେ ନବୀନଙ୍କୁ…
ବିଧାୟକ ଭାବେ ଶାରଦାଙ୍କ ଶପଥ ଗ୍ରହଣ ପରେ ବୁହାଳୋ ପଞ୍ଚାୟତ ଉତ୍ସବମୁଖର l
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅଞ୍ଚଳବାସୀଙ୍କ ଆଶୀର୍ବାଦ ରେ ବିଜୟଲାଭ କରିଥିବା ସ୍ୱାଧୀନ ପ୍ରାର୍ଥୀ ଶାରଦା ପ୍ରଧାନ ମାହାଙ୍ଗା ବିଧାୟକ ଭାବେ ବୁଧବାର ଦିନ ଶପଥ ଗ୍ରହଣ କରିଛନ୍ତି l ବିଧାୟକ ଶ୍ରୀ ପ୍ରଧାନ ମାହାଙ୍ଗା ନିର୍ବାଚନ ମଣ୍ଡଳୀ ବିଧାୟକ ଭାବେ ଶପଥ…
ଟିଆରା ମିସ୍ ଇଣ୍ଡିଆ ଓ ମିସେସ୍ ଇଣ୍ଡିଆ ଆସନ୍ତା ୩୦ରେ
ରାଉରକେଲା,(ବସନ୍ତ କୁମାର ଜେନା): ଟିଆରା ମିସ୍ ଇଣ୍ଡିଆ ଓ ମିସେସ୍ ଇଣ୍ଡିଆ ଆସନ୍ତା ୩୦ରେ ଅନୁଷ୍ଠିତ ହେବ। ଏହି ସମ୍ପର୍କରେ ସ୍ଥାନୀୟ ପାନ୍ଥନିବାସ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର କର୍ମକର୍ତ୍ତାଗଣ ସାମ୍ବାଦିକମାନଙ୍କୁ ସୂଚନା ଦେଇ କହିଲେ ଯେ ଆସନ୍ତା ୩୦ରେ ସ୍ଥାନୀୟ…