ଖଲ୍ଲିକୋଟ ଯୁବରାଜ ବଙ୍ଗଳା ରେ ସିନ୍ଧୁ- ଉର୍ମି ରଜ ଉତ୍ସବ ପାଳିତ ।

(ଶାସକ ପ୍ରଶାସକ/ଖଲ୍ଲିକୋଟରୁ ଶିବରାମ ଜେନା ):ସୁନାମଧନ୍ୟ ଖଲ୍ଲିକୋଟ ସ୍ଥାନୀୟ ଯୁବରାଜ ବଙ୍ଗଳା ରେ,ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ପକ୍ଷରୁ ରୁ ରଜ ମହୋତ୍ସବ -୨୦୨୪ ବର୍ଣ୍ଣାଢ଼୍ୟ ଢଙ୍ଗରେ ପାଳିତ ହୋଇଯାଇଛି। ଏଅଵସରେ ମୁଖ୍ୟ ଅତିଥି ଭାବେ ଉଦ୍ ଘୋଷିକା ଡ଼ଃ ସୁଦୀପ୍ତା ପାଣିଗ୍ରାହୀ ଥିବା ବେଳେ…

ଗ୍ରାମ୍ୟ ଉନ୍ନୟନ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ

ସ୍ୱଚ୍ଛତା, ଗୁଣବତ୍ତା ଓ ସମୟାନୁବର୍ତ୍ତିତା ଉପରେ ଗୁରୁତ୍ୱ ଭୁବନେଶ୍ୱର: ନୂତନ ମନ୍ତ୍ରୀ ପରିଷଦ ଗଠନ ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଦାୟିତ୍ୱ ନେଇଥିବା ନବନିଯୁକ୍ତ ମାନ୍ୟବର ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ ଆଜି ପୂର୍ବାହ୍ନରେ ଲୋକସେବା ଭବନସ୍ଥ…

“ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ

ଭୁବନେଶ୍ୱର: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଆଜି ପୂର୍ବାହ୍ନରେ ଖାରବେଳ ଭବନଠାରେ ପହଞ୍ଚି ବିଭାଗର ପରିଚାଳନା ଏବଂ ବିଭାଗ ପକ୍ଷରୁ ଚାଲିଥିବା ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଛନ୍ତିା ବିଭାଗୀୟ ପ୍ରମୁଖ ଶାସନ…

ବରଗଡ଼ରେ ସାଧାରଣ ଲୋକଙ୍କ ସହିତ ମିଶିଲେ ଲୋକଙ୍କ ମୁଖ୍ୟମନ୍ତ୍ରୀ

ଅଭିଯୋଗ ପତ୍ର ଗ୍ରହଣ କଲେ, ଆଶ୍ଵାସନା ଦେଲେ, ବିଭିନ୍ନ ଅନୁଷ୍ଠାନର ପ୍ରତିନିଧି ମାନଙ୍କ ସହିତ ସାକ୍ଷାତ ଆଲୋଚନା କଲେ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବରଗଡ଼ରେ ପି ଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ବରଗଡ଼ ସର୍କିଟ ହାଉସ ରେ…

ପିଏମ କିଶାନ ସମ୍ମାନ ନିଧିର ୧୭ ତମ କିସ୍ତି ସମାରୋହ : ପୁରୀ ଜିଲ୍ଲାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ବର:ଆଜି ଅପରାହ୍ନରେ ପୁରୀ ସଂସ୍କୃତି ଭବନ ପରିସରରେ ପିଏମ କିଶାନ ସମ୍ମାନ ନିଧିର ୧୭ ତମ କିସ୍ତି ସମାରୋହ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗଦାନ କରି କୃଷକମାନଙ୍କୁ ସହଯୋଗ ଓ ସେମାନଙ୍କ ଆର୍ଥିକ ସମୃଦ୍ଧି ପାଇଁ ଏହା…

ରାଜ୍ୟ ଅବକାରୀ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଚୋରାମଦ କାରବାର ରୋକିବା ଏବଂ ବ୍ରାଉନ ସୁଗାର ବ୍ୟବହାରକୁ ପ୍ରତିହତ କରିବା ଉପରେ ଗୁରୁତ୍ୱାରୋପ ଭୁବନେଶ୍ୱର: ରାଜ୍ୟ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଆଜି ବିଭାଗୀୟ ସମୀକ୍ଷା କରିଛନ୍ତିା ଲୋକସେବା ଭବନର ଦ୍ୱିତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଶ୍ରୀ…

ନବନିଯୁକ୍ତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀଙ୍କୁ…

ଭୁବନେଶ୍ୱର: ନୂତନ ଭାବରେ ଦାୟିତ୍ୱ ଗ୍ରହଣ କରିଥିବା ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଏବଂ ଦିବ୍ୟାଙ୍ଗ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡଙ୍କୁ ଅନୁସୂଚିତ…

କୃଷକ କଲ୍ୟାଣ ପାଇଁ ବିଜେପି ପ୍ରତିଶୃତିବଦ୍ଧ: ମନମୋହନ ସାମଲ

ସପ୍ତଦଶ ପିଏମ କିଷାନ ସମ୍ମାନ ନିଧି ଯୋଜନା ଅର୍ଥ ପ୍ରଦାନ  ପିଏମ କିଷାନ ସମ୍ମାନ ନିଧି ଯୋଜନାର ତାଲିକାରୁ ବଂଚିତ ହିତାଧିକାରୀଙ୍କୁ ତାଲିକାଭୁକ୍ତ କରିବା ଉଦ୍ଦେଶ୍ୟରେ ବିହୀତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କୃଷକକଲ୍ୟାଣ ପାଇଁ ଆନ୍ତରିକ ନିଷ୍ଠା ଓ ପ୍ରଚେଷ୍ଟା…

“ପିଏମ କିଷାନ ଯୋଜନାରେ ଓଡିଶାର ସମସ୍ତ ଯୋଗ୍ୟ ବଞ୍ଚିତ ଚାଷୀଙ୍କୁ ୧୫ ଦିନ ମଧ୍ୟରେ ଅନ୍ତର୍ଭୁକ୍ତ…

ବରଗଡରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଲୋକଙ୍କ ଭିତରେ ଅଭୁତପୂର୍ବ ଉତ୍ସାହ, ହଜାର ହଜାର ଲୋକଙ୍କ ଗହଣରେ ରୋଡ ସୋ’ରେ ଗଲେ କାର୍ଯ୍ୟକ୍ରମ ସ୍ଥଳକୁ ଲୋକଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ବରଗଡକୁ ଆଉ ଥରେ ଖୁବଶୀଘ୍ର ଆସିବି…

ସବୁ ମୁକୁଳା ଡ୍ରେନ ଗୁଡ଼ିକୁ ତୁରନ୍ତ ବନ୍ଦ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କନିର୍ଦ୍ଦେଶ

ଭୁବନେଶ୍ବରରେ ମୁକୁଳା ଡ୍ରେନ୍‌ରେ ପଡି ବାଳକର ମୃତ୍ୟୁ ଘଟଣା ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ ଓ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା ଭୁବନେଶ୍ବର: ଆଜି ଭୁବନେଶ୍ବରର ୟୁନିଟ୍‌-୩ ଅଞ୍ଚଳର ମସ୍‌ଜିଦ କଲୋନୀରେ ମୁକୁଳା ଡ୍ରେନ୍‌ରେ ପଡି ଆବୁ ବକର ସାହା ନାମକ ଏକ ବାଳକର ମୃତ୍ୟୁ…