Sign in
Sign in
Recover your password.
A password will be e-mailed to you.
ରାଜସ୍ୱ ପ୍ରଶାସନ ସ୍ୱଚ୍ଛ ଓ ଜନସାଧାରଣଙ୍କ ନିକଟରେ ଉତ୍ତରଦାୟୀ ହେବା ଉଚିତ: ମନ୍ତ୍ରୀ ଶ୍ରୀ ପୂଜାରୀ
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମୀକ୍ଷା ବୈଠକ
ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ନୂଆକରି ଦାୟିତ୍ୱ ଗ୍ରହଣ କରିବା ପରେ ଆଜି ବିଭାଗର କାର୍ଯ୍ୟକ୍ରମ ସଂପର୍କରେ ସମୀକ୍ଷା କରି କହିଲେ ଯେ ରାଜସ୍ୱ ପ୍ରଶାସନ ସ୍ୱଚ୍ଛ ଓ ଜନସାଧାରଣଙ୍କ ନିକଟରେ…
ବାଣିଜ୍ୟ ଓ ପରିବହନ ବିଭାଗ ରାଜ୍ୟର ବିକାଶରେ ପ୍ରମୁଖ ଅଂଶୀଦାର ହେବ: ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା
ଭୁବନେଶ୍ୱର:ବାଣିଜ୍ୟ ଓ ପରିବହନ ବିଭାଗ ଅଧିକ କ୍ରିୟାଶୀଳ ହେବା ସହିତ ରାଜ୍ୟର ବିକାଶରେ ଏକ ପ୍ରମୁଖ ଅଂଶୀଦାର ହେବ ବୋଲି ବାଣିଜ୍ୟ ଓ ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ଆଶା ପ୍ରକଟ କରିଛନ୍ତିା ମନ୍ତ୍ରୀ ଶ୍ରୀ ଜେନା ଉପରୋକ୍ତ ମର୍ମରେ ବିଭାଗୀୟ ଅଧିକାରୀ ତଥା…
କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଆଜି ପୂର୍ବାହ୍ନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଦାୟିତ୍ୱ ଗ୍ରହଣ କରିବା ସହ କୃଷି ଭବନ ପରିଦର୍ଶନ କରିଛନ୍ତିା ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଏବଂ ବିଭାଗର…
ମିଶନ ଶକ୍ତି କାର୍ଯ୍ୟକଳାପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା
ଭୁବନେଶ୍ୱର: ଆଜି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମିଶନ ଶକ୍ତି ବିଭାଗ ଅଧୀନରେ ପ୍ରଚଳିତ ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମର ବିସ୍ତୃତ ସମୀକ୍ଷା କରିଥିଲୋ ଏହି ବୈଠକରେ ଶ୍ରୀମତୀ ପରିଡା ବିକଶିତ ଓଡିଶା ସ୍ୱପ୍ନ ପୂରଣ ହେବାରେ ମିଶନ ଶକ୍ତିର ଭୂମିକା ଉପରେ ଗୁରୁତ୍ୱାରୋପ…
କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ
-ତୃଣମୂଳ ସ୍ତରରୁ କ୍ରୀଡ଼ାର ଅଧିକ ବିକାଶ ପାଇଁ ପ୍ରସ୍ତୁତ ହେବ ଯୋଜନା
- ଜୁନ ୨୧ ରେ ରାଜ୍ୟବ୍ୟାପି ପାଳନ ହେବ ଆନ୍ତର୍ଜାତୀୟ ଯୋଗ ଦିବସ
ଭୁବନେଶ୍ୱର, ୧୭.୦୬.୨୦୨୪- କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି…
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା
ଜନସାଧାରଣଙ୍କ ଆଶ ଆକାଂକ୍ଷା ପୂରଣ ଦିଗରେ କାର୍ଯ୍ୟ କରିବାକୁ ଗୁରୁତ୍ୱ
ଭୁବନେଶ୍ବର-ତା.୧୭.୦୬.୨୦୨୪- ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଲୋକସେବା ଭବନସ୍ଥିତ ବିଭାଗର…
ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଓ ହାଇ ପରଫରମାନ୍ସ କଂପୁଟିଙ୍ଗ କ୍ଷେତ୍ରରେ ଗବେଷଣା ପାଇଁ ଆଇଆଇଟି ଭୁବନେଶ୍ୱର ଓ ରବିସନ୍ସ…
ଭୁବନେଶ୍ୱର, ୧୭ ଜୁନ୍ ୨୦୨୪: ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏବଂ କେନ୍ଦୁଝର ସ୍ଥିତ ଚାରିଟେବୁଲ୍ ଟ୍ରଷ୍ଟ ରବିସନ୍ସ ଫାଉଣ୍ଡେସନ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି ଚୁକ୍ତି, ବିଭିନ୍ନ କ୍ଷେତ୍ରରେ କୃତ୍ରିମ ଇଣ୍ଟେଲିଜେନ୍ସ, ହାଇ ପରଫରମାନ୍ସ…
ବାଲେଶ୍ଵର ଗୋଷ୍ଠୀ ଉତ୍ତେଜନା: ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ
ଶାନ୍ତି, ସୌହର୍ଦ୍ୟ ବଜାୟ ରଖିବା ପାଇଁ ନିବେଦନ
ଭୁବନେଶ୍ୱର: ବାଲେଶ୍ଵର ରେ ଆଜି ଘଟିଥିବା ଗୋଷ୍ଠୀ ଗତ ଉତ୍ତେଜନା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବାଲେଶ୍ଵର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି।…
ସ୍କୁଲ ଖୋଲିବା ପ୍ରସଙ୍ଗ: ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳ ମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ…
ଭୁବନେଶ୍ୱର: ପାଣିପାଗ ବିଭାଗ ସୂଚନା କୁ ଭିତ୍ତି କରି ସ୍କୁଲ ଖୋଲିବା ନିଷ୍ପତ୍ତି ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳ ମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ…
ଜାଗୃତି-II , ପାଟିକୋଟାରେ ରଜ ଉତ୍ସବ ପାଳନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ରଜ ଉତ୍ସବ ଖୁବ୍ ଧୁମ୍ ଧାମରେ ପାଳନ ହେଉଥିବା ବେଳେ ସେଥିରୁ ବାଦ୍ ପଡିନଥିଲା ଜାଗୃତି-II , ପାଟିକୋଟା । ଯେଉଁ ଅନୁଷ୍ଠାନରେ ଅବହେଳିତ ମହିଳା ଏବଂ ଅବହେଳିତ ଶିଶୁ କନ୍ୟା ରୁହନ୍ତି। ଏହି ଅନୁଷ୍ଠାନ ରାଜ୍ୟ…