ଜାଗ ଭୋଟର ଜାଗ

ରାୟଗଡ଼ା :ରାୟଗଡା ଜିଲ୍ଲାରେ ଆସନ୍ତା ମେ 13 ତାରିଖ ଦିନ ଏକକାଳୀନ ମତଦାନ ଅନୁଷ୍ଠିତ ହେବ । ଏଥି ନିମନ୍ତେ ବିଭିନ୍ନ ଦିଗରୁ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅପରପକ୍ଷେ ବ୍ୟାପକ ସଚେତନତା ସୃଷ୍ଟି ନିମନ୍ତେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା…

ବିଧାୟକ ପ୍ରତାପ ଜେନାଙ୍କ ନେତୃତ୍ବରେ ଅନୁପ୍ରାଣିତ ହୋଇ ଭେଡା ପଞ୍ଚାୟତର ଶତାଧିକ ବିଜେପି କର୍ମୀ ମିଶିଲେ ବିଜେଡିରେ

https://youtu.be/HPwxZK5GhVg ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ବିଜେଡି ପ୍ରାର୍ଥୀଦ୍ବୟ ଙ୍କୁ ବିଜୟୀ କରିବା ପାଇଁ ଆହ୍ୱାନ l (ମାହାଙ୍ଗା-ଶାସକ ପ୍ରଶାସକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟ ତଥା ପୂର୍ବତନ ମନ୍ତ୍ରୀ ତଥା…

ମୁଖ୍ୟମନ୍ତ୍ରୀଙ୍କୁ ଘାରିଛି ନିର୍ବାଚନ ହାରିବା ଭୟ, ବାରମ୍ବାର ଆଦର୍ଶ ଆଚରଣ ବିଧି ଉଲଘଂନ କରୁଛି ମୁଖ୍ୟମନ୍ତ୍ରୀଙ୍କ…

ଭୁବନେଶ୍ୱର, ତା.୨୮/୦୪: ମୁଖ୍ୟମନ୍ତ୍ରୀଙ୍କୁ ଘାରିଛି ନିର୍ବାଚନ ହାରିବା ଭୟ, ଏଥିଲାଗି ବାରମ୍ବାର ଆଦର୍ଶ ଆଚରଣ ବିଧିର ଖୋଲା ଉଲଘଂନ କରୁଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ମୁଖ୍ୟମନ୍ତ୍ରୀ ନିଜେ ଚାହୁଁନାହାନ୍ତି ଓଡ଼ିଶାରେ ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ହେଉ । ଏଥିଲାଗି ବାରମ୍ବାର…

ଜିଲ୍ଲାସ୍ତରୀୟ ଉତ୍କଳ ଗୌରବ ମଧୁସୂଦନ ଜ‌ୟନ୍ତୀ

କଟକ – ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଆୟୋଜନରେ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ମଧୁବାବୁଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଅତିରିକ୍ତ ଜିଲ୍ଲାପାଳ ଡକ୍ଟର…

ମଧୁବାବୁଙ୍କ ଜନ୍ମପୀଠରେ କାର୍ତ୍ତିକ ପାଣ୍ଡିଆନ

ଶ୍ରଦ୍ଧାଞ୍ଜଳି ଦେଲେ, ସଂଗ୍ରହଳୟ ପରିଦର୍ଶନ କଲେ ଭୁବନେଶ୍ୱର 28/4/24 : ଉତ୍କଗୌରବ ମଧୁସୂଦନ ଦାସ ଙ୍କ ଜନ୍ମ ଦିବସ ଅବସରରେ 5T ଅଧକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ଅପରାହ୍ନରେ ମଧୁବାବୁଙ୍କ ଜନ୍ମପୀଠ କଟକ ଜିଲ୍ଲାର ସତ୍ୟଭାମାପୁର ଯାଇ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ…

ସମ୍ବଲପୁରରେ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ

ବିଜେପିର ସାମାଜିକ ନ୍ୟାୟ ଆନ୍ଦୋଳନ ବ୍ୟାପକ ହେବ - ଧର୍ମେନ୍ଦ୍ର ପ୍ରଧାନ • କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ଯୋଗଦେଲେ ବିଜେଡିର ସମ୍ବଲପୁର ଏସଟି-ଏସସି ସେଲ୍ ସଭାପତି ମୋତିଲାଲ ତନ୍ତୀ ଏବଂ ବିଜେଡି ନେତ୍ରୀ ରୀନା ତନ୍ତୀ • ଭାରତୀୟ ହକି ଟିମ୍‌ର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ…

ସମ୍ବଲପୁରର ପୂର୍ବତନ ବିଧାୟିକା ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ୍ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବରେ ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ ସମ୍ବଲପୁର, ଏପ୍ରିଲ ୨୮ - ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ପ୍ରତିଷ୍ଠିତ ଚିକିତ୍ସିକ ଡା.ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ରବିବାର ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରିବା ସହ…

ଉତ୍କଳଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଉତ୍କଳଗୌରବ ମଧୁସୂଦନ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ସ୍ଥାନୀୟ ରାଜଭବନ ଛକସ୍ଥିତ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତିା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଆୟୋଜିତ…

୨୯ରେ ପ୍ରକାଶ ପାଇବ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ନେଇ ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟରେ ବିଧିବଦ୍ଧ ଭାବରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ (ସାମଗ୍ରିକ ଭାବରେ ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ) ପାଇଁ ବିଜ୍ଞପ୍ତି ଅପ୍ରେଲ ୨୯ ତାରିଖରେ ପ୍ରକାଶ ପାଇବାଏହି ଅବ ସର ରେ ସଂସଦୀୟ କ୍ଷେତ୍ର ନାମ, ଜିଲ୍ଲା , ମହିଳା, ପୁରୁଷ ଓ ତୃତୀୟ ଲ ଙ୍ଗି ଭୋଟର ସଂଖ୍ୟା, ଜେଣ୍ଡର…

ସୀମାନ୍ତ ମହାବିଦ୍ୟାଳୟ ରେ ଶୋକସଭା।

ମୟୂରଭଞ୍ଜ ସାରସକଣା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ।: ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ଅନ୍ତର୍ଗତ ଝାରପୋଖରିଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟରେ ସୀମାନ୍ତ ଶିକ୍ଷା ସମିତିର ପ୍ରତିଷ୍ଠାତା ସଦସ୍ୟ ପ୍ରତାପ ଚନ୍ଦ୍ର ଦାସଙ୍କ ଦେହାନ୍ତରେ ଅଧ୍ୟକ୍ଷ ଡ଼ଃ ବୁଦ୍ଧଦେବ କରଙ୍କ ଆହ୍ୱାନରେ ଏକ…