ନାମନଗଡ଼ ପଞ୍ଚାୟତର ମୁଖ୍ୟ ରାସ୍ତା ମରାମତି ସକାଶେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ପଞ୍ଚାୟତ ଅଧିବାସୀ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଳକ ଅନ୍ତର୍ଗତ ନାମନଗଡ଼ ପଞ୍ଚାୟତର ଅଧିବାସୀ ମାନେ ଗଜପତି ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାସ୍ତା ସମସ୍ୟା ନେଇ ପଞ୍ଚାୟତ ଅଧିବାସୀ ମାନେ ଗଣମାଧ୍ୟମକୁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇ ଥିବା ସୂଚନା ଦେଇଛନ୍ତି ଯେ…

ରୁଦ୍ରଙ୍କ ସମ୍ପର୍କ ଯାତ୍ରା: ଫରେଷ୍ଟ ପାର୍କରେ ପହଂଚି ସ୍ଥାନୀୟ ବାସିନ୍ଦାଙ୍କ ସହ ପ୍ରାତଃ ଭ୍ରମଣରେ ସାମିଲ

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀରେ ଖରାର ତାପମାତ୍ରା ବଢିଚାଲିଛି ଏହା ସହିତ ବଢିଚାଲିଛି ରୁଦ୍ର ନାରାୟଣ ସାମନ୍ତରାୟଙ୍କ ସମ୍ପର୍କ ଯାତ୍ରା। ଭୋର ୬ଟାରୁ ଆରମ୍ଭ କରି ରାତି ୧୧ ପର୍ଯ୍ୟନ୍ତ ଲୋକ ସହ ଯୋଡିହୋଇ ତାଙ୍କର ବିଭିନ୍ନ ସୁବିଧା ଅସୁବିଧା ବୁଝୁଛନ୍ତି। ଆଜି ସକାଳୁ ଫରେଷ୍ଟ ପାର୍କରେ…

ବିଶ୍ୱ ସ୍ବାସ୍ଥ୍ୟ ଦିବସରେ ଗୋଷ୍ଠୀ ସ୍ୱାସ୍ଥ୍ୟର ବିକାଶ ପାଇଁ ଟିପିଏସ୍ଓଡିଏଲର ପ୍ରୟାସ

ବ୍ରହ୍ମପୁର, ଏପ୍ରିଲ: ବିଶ୍ଵ ସ୍ଵାସ୍ଥ୍ୟ ଦିବସ ଅବସରରେ ସ୍ଥାନୀୟ ଗୋଷ୍ଠୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଟିପି ସଦର୍ଣ୍ଣ ଓଡ଼ିଶା ବିତରଣ ଲିମିଟେଡ଼ (ଟିପିଏସ୍ଓଡିଏଲ୍) ପ୍ରୟାସ ଜାରି ରଖିଛି। ଚଳିତ ବର୍ଷର ଥିମ୍ "ମାଇଁ ହେଲଥ, ମାଇଁ ରାଇଟ୍" (ମୋ ସ୍ବାସ୍ଥ୍ୟ, ମୋ ଅଧିକାର)…

ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ ସଫଳ; ଲାଓସରୁ ଫେରୁଛନ୍ତି ଫସିଥିବା ୧୭ ଓଡିଆ ଶ୍ରମିକ

ଭୁବନେଶ୍ବର, ୦୬ |୦୪ - ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ହସ୍ତକ୍ଷେପ ପରେ ଲାଓସରେ ଫସି ରହିଥିବା ୧୭ ଜଣ ଓଡିଆ ଶ୍ରମିକ ଆସନ୍ତା କାଲି ଓଡିଶାରେ ପହଞ୍ଚିବା ନେଇ ଦୂତାବାସ ତରଫରୁ ସୂଚନା ମିଳିଛି| ଫସିଥିବା ୧୭ ଓଡିଆ ଶ୍ରମିକଙ୍କୁ ଉଦ୍ଧାର କରି…

ସମ୍ବଲପୁର ସମେତ ଓଡ଼ିଶାର ସବୁ ସହରରେ ଓ୍ୱେଲଥ୍ କ୍ରିଏସନ କରିବାର ଦାୟିତ୍ୱ ନେବା – ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚର ‘ପ୍ରାନ୍ତୀୟ ସଭା ଓ ଲଘୁ ଅଧିବେଶନ’ରେ କେନ୍ଦ୍ରମନ୍ତ୍ରୀ • ଓଡ଼ିଶା ପ୍ରାନ୍ତୀୟ ମାରୱାଡ଼ି ଯୁବାମଞ୍ଚ ସମାଜରେ ସେବାର ନୂଆ ପରମ୍ପରା ତିଆରି କରିଛି • ଶକ୍ତି ; ସେବା ଓ ସାହାଯ୍ୟ କରିବା ପାଇଁ ଉପଯୋଗ ହେବା ଦରକାର • ଟେକ୍ନୋଲୋଜି…

ସମ୍ବଲପୁରରେ ବିଜେପିର ପ୍ରତିଷ୍ଠା ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ

ଅକ୍ଳାନ୍ତ ପରିଶ୍ରମ ମାଧ୍ୟମରେ ବିଜେପିକୁ ବିରାଟ ବଟ୍ଟବୃକ୍ଷରେ ପରିଣତ କରିଥିବା ବରିଷ୍ଠ ନେତାଗଣ ଏବଂ କାର୍ଯ୍ୟକର୍ତ୍ତାଙ୍କୁ ପ୍ରଣାମ - ଧର୍ମେନ୍ଦ୍ର ପ୍ରଧାନ • ଡା. ଶ୍ୟାମା ପ୍ରସାଦ ମୁଖାର୍ଜୀ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କ ଭଳି ରାଷ୍ଟ୍ରୀୟ ସେବକଙ୍କ ଦ୍ୱାରା ପ୍ରତିଷ୍ଠା…

ସିମାନ୍ତ ମହାବିଦ୍ୟାଳୟରେ+୩ଛାତ୍ରଛାତ୍ରୀକୁ ନେଇ ଆତ୍ମରକ୍ଷା ତାଲିମ ଶିବିର ଅନୁଷ୍ଠିତ

ସାରସକଣା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ : ମୟୂରଭଞ୍ଜ ଜିଲ୍ଲାର ସାରସକଣା ବ୍ଲକ ସ୍ଥାନୀୟ ଝାରପୋଖରିଆସ୍ଥିତ ସୀମାନ୍ତ ମହାବିଦ୍ୟାଳୟ +୩ପ୍ରଥମ ବର୍ଷ ଛାତ୍ରୀମାନଙ୍କ ପାଇଁ ରାଜ୍ୟଉଚ୍ଚଶିକ୍ଷା ବିଭାଗ ନିର୍ଦେଶରେ ଏକ ୨୦ ଦିନିଆ ଆତ୍ମରକ୍ଷା ତାଲିମ ଶିବିର ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ…

ଡାବୁଗାଁ ରେ ବିଜେପି ର ୪୫ ତମ ପ୍ରତିଷ୍ଠା ଦିବସ ପାଳିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସଦର ବିଜେପି କାର୍ଯ୍ୟାଳୟ ପରିସରରେ ବିଜେପି ର ୪୫ ତମ ପ୍ରତିଷ୍ଠା ଦିବସ ପାଳନ କରାଯାଇଛି। ଡାବୁଗାଁ ମଣ୍ଡଳ ବିଜେପି ସଭାପତି ଜେ ରାଜ ଶେଖର ରାଓ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଜେପି ର ବରିଷ୍ଠ ନେତା…

ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପରିଚାଳନା ନିମନ୍ତେ ପ୍ରସ୍ତୁତି ବୈଠକ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଳାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପରିଚାଳନା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଳାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ…