ଉପଖଣ୍ଡ ସ୍ତରୀୟ ଉତ୍କଳ ଦିବସ ପାଳିତ ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ତା:୦୧-୦୪-୨୦୨୪ରିଖ ଦିନ ଗୁଣପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଉପଖଣ୍ଡ ସ୍ତରୀୟ ଓଡିଶା ଦିବସ ପାଳିତ ହୋଇ ଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଗୁଣପୁର ଉପ ଜିଲ୍ଲାପାଳ ସୁଶ୍ରୀ କୀରନ ଦୀପ କୌର ସାହୋତା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଓଡ଼ିଶାର…

ସରସ୍ବତୀ ଶିଶୁ ମନ୍ଦିରରେ ୮୯ତମ ଓଡ଼ିଶା ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୮୯ତମ ଓଡ଼ିଶା ଦିବସ ତୀରଲ ପାରଳାଖେମୁଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଅଖିଳ ଭାରତୀୟ ସାହିତ୍ୟ ପରିଷଦର ଗଜପତି ଜିଲ୍ଲା ଶାଖା ମହେନ୍ଦ୍ରତନୟା ସାହିତ୍ୟ ସଂସଦ ପକ୍ଷରୁ ଓଡିଶା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ…

ଜଗତସିଂହପୁର ରେ ଜିଲ୍ଲା ସ୍ତରୀୟ ଓଡିଶା ଦିବସ-୨୦୨୪ ପାଳିତ

ଜଗତସିଂହପୁର,ତା-୦୧.୦୪.୨୦୨୪/ସୁମନ୍ତ କୁମାର ଦାସ: ଚଳିତବର୍ଷ ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇସାରିଛି। ଆଦର୍ଶ ଆଚରଣ ଵିଧି ଅନୁପାଳନ ପୂର୍ବକ ସ୍ଵତନ୍ତ୍ର ଓଡିଶା ପ୍ରଦେଶ ଗଠନ ର ସେହି ଅବିସ୍ମରଣୀୟ ଦିନ ଟିକୁ ମନେପକାଇବା ପାଇଁ ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟ…

ଭଞ୍ଜନଗରରେ ପାଳିତ ହେଲା ଉତ୍କଳ ଦିବସ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଆଜି ଅର୍ଥାତ୍ ଏପ୍ରିଲ୍ ପ୍ରଥମ ଦିନାଙ୍କ ୨୦୨୪ ରେ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ତରଫରୁ ଉତ୍କଳ ଦିବସ ପାଳିତ ହୋଇଛି। ଚଳିତ ସାଧାରଣ ନିର୍ବାଚନ କୁ ଦୃଷ୍ଟିରେ ରଖି ଆଚରଣ ବିଧି ଅନୁସାରେ କେବଳ ଓଡିଶାର ନବନିର୍ମାଣ କାରି ମହାନ୍ ମହାପୁରୁଷଙ୍କ ପ୍ରତିମୂର୍ତ୍ତି…

ମୋଟ ଜିଏସଟି କ୍ଷେତ୍ରରେ ଓଡ଼ିଶାର ୫୧୦୯.୩୩ କୋଟି ଟଙ୍କା ସଂଗ୍ରହ, ଏ ଯାବତ ଦ୍ଵିତୀୟ ସର୍ବାଧିକ

ଭୁବନେଶ୍ୱର : ୨୦୨୪ ମସିହା ମାର୍ଚ୍ଚ ମାସରେ ମୋଟ ଜିଏସଟି (କେନ୍ଦ୍ରୀୟ ଜିଏସଟି + ସମନ୍ବିତ ଜିଏସଟି + ରାଜ୍ୟ ଜିଏସଟି + ଅତିରିକ୍ତ ଟିକସ) କ୍ଷେତ୍ରରେ ଓଡ଼ିଶା ୫୧୦୯.୩୩ କୋଟି ଟଙ୍କା ସଂଗ୍ରହ କରିଛି, ଯାହା କି ଏ ଯାବତ ଦ୍ବିତୀୟ ସର୍ବାଧିକ ସଂଗ୍ରହ । ୨୦୨୩ ମସିହା ମାର୍ଚ୍ଚ ମାସରେ ଏହି…

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ଏପ୍ରିଲ ୩ରୁ “ପଖାଳ ଉତ୍ସବ” ଆରମ୍ଭ

ଭୁବନେଶ୍ୱର, ୧ ଏପ୍ରିଲ : ଓଡିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ବେଶ ଆଦୃତ ଓ ପ୍ରିୟ ଖାଦ୍ୟ । ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି । ପ୍ରତ୍ୟେକ ଓଡ଼ିଆଙ୍କର ଏହି ପସନ୍ଦର…

ଓଡ଼ିଶା ଦିବସ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର, ୦୧.୦୪.୨୦୨୪- ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଦିବସ ସମ୍ପର୍କିତ ଫଟୋ ଚିତ୍ର ପ୍ରଦର୍ଶନୀ ସ୍ଥାନୀୟ ଜୟଦେବ ଭବନ ପ୍ରଦର୍ଶନୀ କକ୍ଷରେ ଉଦଘାଟିତ ହୋଇଯାଇଛି I ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଓଡ଼ିଶା ଦିବସ ପାଳିତ

ଭୁବନେଶ୍ୱର,୦୧/୦୪/୨୦୨୪:ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାଙ୍କ କାର୍ଯ୍ୟାଳୟରେ ଓଡ଼ିଶା ଦିବସ ପାଳିତ ହୋଇଯାଇଛିା ଏହି ଅବସରରେ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲୋ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ…

୧୪୭ ବିଧାନସଭା ଛାଡନ୍ତୁ ୮୦ ଆସନ ପାଇଁ ମଧ୍ୟ ପ୍ରାର୍ଥୀ ପାଉନାହିଁ ଓଡିଶା ବିଜେପି: ବିଜେଡି

ଓଡିଶା ବିଜେପିର ଏହି ସ୍ଥିତି ଦେଖ୍ ଓଡିଶାବାସୀ ହସିବା ଆରମ୍ଭ କଲେଣି ଭୁବନେଶ୍ୱର, ୦୧/୦୪/୨୦୨୪: ବିଜୁ ଜନତା ଦଳ ପକ୍ଷରୁ ଯାହା କହି ଆସୁଛୁ ତାହା ସତ୍ୟ ବୋଲି ପ୍ରମାଣିତ ହେଉଛି । ଓଡିଶା ବିଜେପି ପାଖରେ ୧୪୭ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଛାଡନ୍ତୁ, ୮୦ ଆସନ ପାଇଁ ମଧ୍ୟ…