Sign in
Sign in
Recover your password.
A password will be e-mailed to you.
ଓଡ଼ିଆ ଅସ୍ମିତାକୁ ପୂରଣ କରିବା ସହ ଲୋକସେବାରେ ସମର୍ପିତ ହେବା – ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶାରେ ବିଜେପି ସରକାର ଗଠନ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥ, ସ୍ୱାଧୀନତା ସଂଗ୍ରାମୀ, ସାଢେ ୪ କୋଟି ଓଡ଼ିଆ ଏବଂ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ଦେଲେ ଶ୍ରେୟ
ବିଜେପି ପରି ଜାତୀୟ ଦଳ ‘ଓଡ଼ିଆ ଅସ୍ମିତା’ ପରି ଆଞ୍ଚଳିକ ଆବେଗକୁ ପ୍ରସଙ୍ଗ କରି ଓଡ଼ିଶାବାସୀଙ୍କ ଆସ୍ଥାଭାଜନ…
ବିଜେପି ସରକାର ଓଡିଶା ଲୋକଙ୍କ ସହ ଜୀବନ୍ତ ସମ୍ପର୍କ ରଖିବ : ମନମୋହନ ସାମଲ
ରାଜ୍ୟ ବିଜେପିର ‘ସମ୍ବର୍ଦ୍ଧନା ସଭା’
ରାଜ୍ୟବାସୀଙ୍କୁ ଆନ୍ତରିକ ଧନ୍ୟବାଦ ଓ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସଭାପତି
ବିଜୟ ପଛରେ ଅନେକ ପିଢୀର ବଳିଦାନ ଓ ବର୍ତମାନ କାର୍ଯ୍ୟକର୍ତାଙ୍କ କଠିନ ପରିଶ୍ରମ ରହିଛି : ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
…
ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ
ଭୁବନେଶ୍ୱର: ବରିଷ୍ଠ ପ୍ରଶାସକ ଶ୍ରୀ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।
ମୁଖ୍ୟ ଶାସନ ସଚିବ ଭାବେ ଶ୍ରୀ ମନୋଜ ଆହୁଜାଙ୍କ ଦାୟିତ୍ୱ ଗ୍ରହଣ
ଭୁବନେଶ୍ୱର: ଶ୍ରୀ ମନୋଜ ଆହୁଜା ଆଜି ଅପରାହ୍ଣରେ ଓଡ଼ିଶା ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଯୋଗଦାନ କରିଛନ୍ତି । ପୂର୍ବତନ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି ।
ଆଜି ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ଜେନାଙ୍କ…
ଖଡିଆଳ ସ୍ୱୟଂ ଶାସିତ କଲେଜ ରାଜନୀତି ବିଜ୍ଞାନ ବିଭାଗ ପ୍ରାଧ୍ୟାପକ ପଦ୍ମଲୋଚନ ବର୍ମା ଙ୍କୁ ପଦୋନ୍ନତି
ନୂଆପଡ଼ା ଜିଲ୍ଲାରୁ କଲିମ ମହମ୍ମଦ କ ରିପୋର୍ଟ୍ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ଖଡିଆଳ ସ୍ୱୟଂ ଶାସିତ କଲେଜ, ରାଜନୀତି ବିଭାଗ ର ପ୍ରାଧ୍ୟାପକ ପଦ୍ମଲୋଚନ ବର୍ମା ଙ୍କୁ ପଦୋନ୍ନତି। ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିକ୍ଷା ନିୟନ୍ତ୍ରକ, ସ୍ନାତକ ଓ ସ୍ନାତକୋତ୍ତର ବିଭାଗ ର ମୁଖ୍ୟ ଡକ୍ଟର…
ଜଗନ୍ନାଥ ଦର୍ଶନ ପାଇଁ ପୁରୀ ଗଜପତିଙ୍କ ସ୍ଲଟ ବୁକିଂ ପ୍ରସ୍ତାବ ଉପରେ ଏମିତି କହିଲେ ପିକୁ ପଟ୍ଟନାୟକ
https://youtu.be/MlSCpLinkcs
“ବିଶିଷ୍ଟ ସାହିତ୍ୟିକମାନେ ଶିଶୁ ସାହିତ୍ୟକୁ ଉତ୍ସାହ ଦେବା ଆବଶ୍ୟକ’
"ସାହିତ୍ୟ ମାସିକୀ' କାର୍ଯ୍ୟକ୍ରମ
ରାଜ୍ୟ ବାଲ୍ ସାହିତ୍ୟ ପୁରସ୍କାର ବିଜେତା ମାନସ ରଞ୍ଜନ ସାମଲ ସମ୍ବର୍ଦ୍ଧିତ
ଭୁବନେଶ୍ୱର:ଶିଶୁ ସାହିତ୍ୟ କ୍ଷେତ୍ରରେ ନୂତନ ପ୍ରତିଭାମାନଙ୍କ ପ୍ରୋତ୍ସାହନ, ପ୍ରକାଶକମାନଙ୍କ ଦିଗଦର୍ଶନ ନେଇ ଶିଶୁ ସାହିତ୍ୟିକ ମାନସ ରଞନ ସାମଲ ଗୁରୁତ୍ୱ ଆରୋପ କରିଛନ୍ତିା …
ଯୁବ ଜ୍ୟୋତିର୍ବିଜ୍ଞାନୀ ଛାତ୍ରଛାତ୍ରୀଙ୍କ ମହାକାଶ ପ୍ରୟୋଗ କେନ୍ଦ୍ର, ଅହମଦାବାଦ ଯାତ୍ରାର ଶୁଭାରମ୍ଭ
ଭୁବନେଶ୍ୱର: ଯୁବ ଜ୍ୟୋତିର୍ବିଜ୍ଞାନୀ ମେଧା ଅନ୍ୱେଷଣ କାର୍ଯ୍ୟକ୍ରମରେ ସଫଳ ହୋଇଥିବା ୨୦ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଏବଂ ସେମାନଙ୍କର ମହାକାଶ ପ୍ରୟୋଗ କେନ୍ଦ୍ର, ଅହମଦାବାଦକୁ ପରିଦର୍ଶନ ନିମନ୍ତେ ଯାତ୍ରାର ଶୁଭାରମ୍ଭ କାର୍ଯ୍ୟକ୍ରମ ଆଜି ପଠାଣି ସାମନ୍ତ ପ୍ଲାନେଟାରିୟମ,…
“ବିଧାନସଭାର ସମସ୍ତ କାର୍ଯ୍ୟ କାଗଜମୁକ୍ତ ହେବ’
ରାଜ୍ୟସ୍ତରୀୟ ଇ-ବିଧାନ ତାଲିମ ଶିବିର ଉଦ୍ଘାଟିତ
"ଜୀବନ୍ତ ସଦନ, ଜୀବନ୍ତ ପ୍ରଜାତନ୍ତ୍ର' : ବାଚସ୍ପତି
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ସ୍ୱରୂପ ବଦଳିଛି ଓ କାର୍ଯ୍ୟଧାରାରେ ବ୍ୟାପକ ପରିବର୍ତ୍ତନ ସମ୍ଭବ ହୋଇପାରିଛିା ସମସ୍ତ କାର୍ଯ୍ୟର ଡିଜିଟାଇଜେସନ୍ ପ୍ରକ୍ରିୟା ଆରମ୍ଭ ହୋଇଛିା ବିଧାନସଭାର…
ସୂଚନା ଓ ଲୋକସମ୍ପର୍କ ବିଭାଗରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା
ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗରେ ବିଶ୍ୱନାଥ ସ୍ୱାଇଁଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛିା ଲୋକସମ୍ପର୍କ ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଯୋଗଦେଇ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀଯୁକ୍ତ ସରୋଜ କୁମାର ସାମଲ ସେବାନିବୃତ୍ତ କର୍ମଚାରୀ ଶ୍ରୀ…