Sign in
Sign in
Recover your password.
A password will be e-mailed to you.
ସଚେତନ ନାଗରିକ ମଞ୍ଚର ୧୦ମ ବାର୍ଷିକୋତ୍ସବ ଓ କାର୍ଯ୍ୟାଳୟ ଉଦଘାଟନ
ରାଉରକେଲା,(ବସନ୍ତ କୁମାର ଜେନା): ସଚେତନ ନାଗରିକ ମଞ୍ଚର ୧୦ମ ବାର୍ଷିକୋତ୍ସବ ଓ କାର୍ଯ୍ୟାଳୟ ଉଦଘାଟନ ଛେଣ୍ଡ ଠାରେ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ଇଂ ବିମଳ କୁମାର ବିଶି ଙ୍କ ଅଧ୍ୟକ୍ଷତା, ସାଧାରଣ ସମ୍ପାଦକ ପି ପି ରାୟଙ୍କ ଆବାହକତ୍ଵ ତଥା ଲୋକସମ୍ପର୍କ ଅଧିକାରୀ କୁଞ୍ଜବିହାରୀ ରାଉତ…
ଜାତୀୟ ସ୍ତରୀୟ ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୨ ଶିକ୍ଷକଙ୍କ ଯୋଗଦାନ
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ମଧ୍ୟପ୍ରଦେଶ ରାଜଧାନୀ ଭୋପାଳ ସ୍ଥିତ ପଣ୍ଡିତ ସୁନ୍ଦରଲାଲ ଶର୍ମା ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଭୋକେସନାଲ୍ ଏଜୁକେସନ୍ ଦ୍ବାରା ଜାତୀୟ ସ୍ତରରେ ଗତ ୫ ଦିନ ଧରି ଚାଲିଥିବା କାପାସିଟି ବଲଡିଙ୍ଗ ଅଫ ଟିଚର୍ସ ଫର୍ ଭୋକେସନାଲାଇଜେନ୍ ଅଫ୍ ଏଜୁକେସନ୍ ଟ୍ରେନିଂ ରେ…
ଝିଅ ମାନଙ୍କ ପାଇଁ “ଅଗ୍ନିଵୀର” ଏକ ଦିବସୀୟ କର୍ମଶାଳା
ଭବାନୀପାଟଣା(ଶାସକ ପ୍ରଶାସକ) ତା ୧୬.୩.୨୦୨୪:ଆଜି ସ୍ଥାନୀୟ ଟାଉନ ହଲ ଠାରେ ଭାରତ ସରକାରଙ୍କ ବେଟି ବଚାଓ ବେଟି ପଢାଓ ଯୋଜନା ତଥା ରାଜ୍ୟ ସରକାରଙ୍କ ବିଜୁ କନ୍ୟା ରତ୍ନ ଯୋଜନା ଅନ୍ତର୍ଗତ ବିଭିନ୍ନ କଲେଜ ର ଛାତ୍ରୀ ମାନଙ୍କ ସକାଶେ ଅଗ୍ନି ବୀର ସମ୍ପର୍କିତ ଏକ ଦିବସୀୟ କର୍ମଶାଳା ତାଲିମ ଓ…
ବେଲଗୁଣ୍ଠା ପୋଲିସ୍ ର ଫ୍ଲାଗ୍ ମାର୍ଚ୍ଚ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଆଜି ନିର୍ବାଚନ କମିଶନର୍ ଆଗାମୀ ଲୋକସଭା ଏବଂ ବିଧାନ ସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିବା ବେଳେ ବେଲଗୁଣ୍ଠା ପୋଲିସ୍ ପକ୍ଷରୁ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦର ବିଭିନ୍ନ ୱାର୍ଡ୍ ରେ ଫ୍ଲାଗ୍ ମାର୍ଚ୍ଚ କରାଯାଇ ପୋଲିସ୍ ର ଉପସ୍ଥିତି ଜାହିର୍…
ବ୍ରାହ୍ମଣଖଣ୍ଡ-ସାହୁକ୍ଷେତ ସେତୁ ନିର୍ମାଣରେ କ୍ୟାବିନେଟ ଅନୁମୋଦନ:
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଲେ କଟକସଦର ଅଞ୍ଚଳବାସୀ l
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ଶିଲୋ ପଞ୍ଚାୟତର ବ୍ରାହ୍ମଣଖଣ୍ଡ– ସାହୁକ୍ଷେତ ସେତୁ ମହାନଦୀ ଉପରେ ନିର୍ମାଣ ହେବା ପାଇଁ…
ହଜାର ହଜାର ସଂଖ୍ୟକ ମୁସଲମାନ ଭାଇମାନଙ୍କ ସହିତ ହଳଧରପୁର ଅଲ୍ଲୀ ପବ୍ଲିକ ସ୍କୁଲରେ ଇଫତାର ପାର୍ଟି ପାଳନ କଲେ ବିଧାୟକ…
(ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଳକ ସୁକରପଡ଼ା ପଞ୍ଚାୟତ ହଳଧରପୁର ଠାରେ ଥିବା ଜାମିଆ ଇସାତୁଲ ଉଲୁମ୍ ମଦ୍ରାସା ଆନୁକୂଲ୍ୟରେ ଅଲ୍ଲୀ ପବ୍ଲିକ ସ୍କୁଲ ପରିସରରେ ରମଜାନ୍ ମାସର ପଞ୍ଚମ ଦିନରେ ଏକ ବ୍ଲକ ସ୍ତରୀୟ ଇଫତାର ପାର୍ଟି ଅନୁଷ୍ଠିତ ହୋଇଛି l ମୌଲାନା ଖଇରୁଦ୍ଦିନ୍…
ଆଇନ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ସୋଆ ଲେକ୍ସ କନ୍ସିଲିୟମ୍ ଆୟୋଜିତ
ଭୁବନେଶ୍ୱର, ମାର୍ଚ୍ଚ ୧୬ : ଆଇନ୍ ଶିକ୍ଷା ନିମନ୍ତେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆଗ୍ରହ ବଢ଼ିଚାଲିଥିବା ବେଳେ ଏହାର ନିଯୁକ୍ତି କ୍ଷେତ୍ରର ପରିସୀମା ମଧ୍ୟ ପରିବ୍ୟାପ୍ତ ହେବାରେ ଲାଗିଛି । ତେଣୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍ନାଲ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍) ଓ…
କିଟ୍ ଓ କିସ୍ ପରିଦର୍ଶନ କଲେ ହାର୍ଭାର୍ଡ-ଇଣ୍ଡିଆର ୪୦ ଜଣିଆ ପ୍ରତିନିଧିମଣ୍ଡଳୀ
ଭୁବନେଶ୍ୱର,୧୬ ।୩: ୧୦ ତାରିଖରୁ କିଟ୍ ଓ କିସ୍ ପରିଦର୍ଶନରେ ଆସିଥିବା ହାର୍ଭାର୍ଡ ଇଣ୍ଡିଆ ଟ୍ରେକ୍ ନିମନ୍ତ୍ରଣ କାର୍ଯ୍ୟକ୍ରମରେ ୪୦ ଜଣିଆ ପ୍ରତିନିଧିମଣ୍ଡଳୀ ଶନିବାର ସମସ୍ତ କାର୍ଯ୍ୟକ୍ରମ ସାରି ଫେରି ଯାଇଛନ୍ତି। ଆଜି ସକାଳେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ…
ସାତଟି ପର୍ଯ୍ୟାୟରେ ହେବ ଆସନ୍ତା ସାଧାରଣ ନିର୍ବାଚନ
ଓଡ଼ିଶାରେ ଚାରୋଟି ପର୍ଯ୍ୟାୟରେ ହେବ ଭୋଟ
ଓଡ଼ିଶା ବିଧାନସଭା ପାଇଁ ନିର୍ବାଚନ 13 ମଇ, 20 ମଇ, 25 ମେ ଏବଂ 1 ଜୁନ୍ ରେ ଚାରୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ
ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ଏପ୍ରିଲ 19 ରୁ ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଏବଂ ଫଳାଫଳ ଜୁନ୍ 4 ରେ ଘୋଷଣା କରାଯିବ।…
ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ ‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ
ନିୟୋଜିତ ହେବେ ୪୧ ଅଧିକାରୀ ଓ କର୍ମଚାରୀ, ୩୪ଟି ନୂତନ ପଦବୀ
ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ IIIT, NALCO R&D Centre, Birla Global University, GIET ପରି…