Sign in
Sign in
Recover your password.
A password will be e-mailed to you.
ଜିଲ୍ଲାର ଚିଠା ଭୋଟର ତାଲିକା ପ୍ରକାଶିତ
ସୁନ୍ଦରଗଡ,(ବସନ୍ତ କୁମାର ଜେନା): ସୁନ୍ଦରଗଡ଼ ଜିଲ୍ଲାର ଚିଠା ଭୋଟର ତାଲିକା ଆଜି ପ୍ରକାଶ ପାଇଛି। ଜିଲ୍ଲାପାଳ ସୁନ୍ଦରଗଡ଼ ଡା. ଶୁଭଙ୍କର ମହାପାତ୍ର ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଏହି ଚିଠା ଭୋଟର ତାଲିକାକୁ ପ୍ରକାଶ କରିଥିଲେ। ଏହା ସହିତ ଜିଲ୍ଲାର ସମସ୍ତ ମତଦାନ କେନ୍ଦ୍ରରେ ମଧ୍ୟ ଏହି…
ସ୍ୱତନ୍ତ୍ର ସଘନ ସଂଶୋଧନ–୨୦୨୬ ଅନ୍ତର୍ଗତ ଖସଡ଼ା ଭୋଟର ତାଲିକା ପ୍ରକାଶ
ନବରଙ୍ଗପୁର, ୦୫.୦୭.୨୦୨୬: ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟବ୍ୟାପୀ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision–SIR), ୨୦୨୬ କାର୍ଯ୍ୟକ୍ରମ ଅନ୍ତର୍ଗତ ଆଜି ନବରଙ୍ଗପୁର ଜିଲ୍ଲାର ଖସଡ଼ା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ…
କଟକ ଜିଲ୍ଲା ପାଇଁ ଚିଠା ଭୋଟର ତାଲିକା ପ୍ରକାଶିତ ; ଅଗଷ୍ଟ ୪ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ଦାଖଲ ସୁଯୋଗ
କଟକ ତା ୦୫.୦୭.୨୦୨୬ ରିଖ : ସ୍ବତନ୍ତ୍ର ସଘନ ସଂଶୋଧନ ୨୦୨୬ ଅଧୀନରେ ଆଜି କଟକ ଜିଲ୍ଲା ପାଇଁ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି । ଏଥିପୂର୍ବରୁ ମେ ୩୦ରୁ ଜୁନ୍ ୨୮ ପର୍ଯ୍ୟନ୍ତ ବୁଥ୍ ସ୍ତରୀୟ ଅଧିକାରୀ (BLO)ଙ୍କ ଦ୍ୱାରା ଘରକୁ ଘର ଯାଇ ଭୋଟର ଯାଞ୍ଚ ଓ ଏନୁମେରେସନ୍ ଫର୍ମ ସଂଗ୍ରହ…
ଏସ୍ଆଇଆର ଭୋଟର ତାଲିକାରେ ୨୦ ନୁହେଁ ୨୭ ଲକ୍ଷ ଭୋଟର ବାଦ୍ ପଡିଛନ୍ତି: ବିଜେଡି
ଏସ୍ଆଇଆର ପ୍ରକ୍ରିୟା ନେଇ ପ୍ରଶ୍ନ ଉଠାଇଲା ବିଜେଡି
ଭୋଟରଙ୍କ ମୌଳିକ ଅଧିକାର କ୍ଷୁର୍ଣ୍ଣ କରାଯାଉଛି
ପ୍ରକ୍ରିୟାରେ କଟିଲେ ଅନେକ ଯୋଗ୍ୟ ଭୋଟର
ସରଳୀକରଣ କରି ଯୋଗ୍ୟ ଭୋଟରଙ୍କୁ ତାଲିକାଭୁକ୍ତ ପାଇଁ ଦାବି
ଭୁବନେଶ୍ୱର, ୦୫/୦୭/୨୦୨୬: ରାଜ୍ୟରେ ଏସଆଇଆର ପ୍ରକ୍ରିୟା…
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ ।
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି, ତା ୦୫/୦୭ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଙ୍କ ନେତୃତ୍ୱରେ ଦେଶବ୍ୟାପୀ ରେଳ ଭିତ୍ତିଭୂମିର ଅଭୂତପୂର୍ବ ବିକାଶ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ଏହି ପରିପ୍ରେକ୍ଷୀରେ ଆଜି ପୂର୍ବତଟ ରେଳ ଜୋନର ମହାପ୍ରବନ୍ଧକ…
ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଜୟନ୍ତୀ ଉପଲକ୍ଷେ ସ୍ୱଚ୍ଛତା ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ଆସନ୍ତା ଜୁଲାଇ ୬ ତାରିଖରେ ଡ଼. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଜନ୍ମଜୟନ୍ତୀ ପାଳନ ଅବସରରେ ଆଜି ଡ଼. ଶ୍ୟାମା ପ୍ରସାଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଉତ୍ସାହର ସହ ଆୟୋଜିତ ହୋଇଥିଲା।…
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ
ଭୁବନେଶ୍ୱର, ୫ ଜୁଲାଇ ୨୦୨୬: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଓଟିଇଟି ପରୀକ୍ଷା ରାଜ୍ୟର ୩୦ ଗୋଟି ଜିଲ୍ଲାରେ ଆଜି ହେଉଛି । ଏହି ପରୀକ୍ଷା ଦୁଇଟି ଅଧିବେଶନରେ ଅନୁଷ୍ଠିତ ହେଉଛି। ପ୍ରଥମ ଅଧିବେଶନ ସକାଳ ୯ ରୁ ଆରମ୍ଭ ହୋଇ ୧୧.୩୦ ରେ ଶେଷ ହୋଇଛି। ଦ୍ଵିତୀୟ ଅଧିବେଶନ ଅପରାହ୍ନ ୨…
ଚିତ୍ରତୋଳା ନଦୀରେ କୁମ୍ଭୀର ଆତଙ୍କ, ସତର୍କ ସୂଚନା ଜାରି କଲା ବନ ବିଭାଗ ।
କେନ୍ଦ୍ରାପଡା:୦୫/୦୭(ପ୍ରଫୁଲ୍ଲ କୁମାର ମଲ୍ଲ) କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ଅନ୍ତର୍ଗତ ବେଣିପୁର ନିକଟସ୍ଥ ଚିତ୍ରତୋଳା ନଦୀରେ ଏକ କୁମ୍ଭୀର ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଲୋକେ ନଦୀରେ କୁମ୍ଭୀରକୁ ଦେଖିବା ପରେ ବନ ବିଭାଗକୁ ଖବର…
ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) ଚିଠା ଭୋଟର ତାଲିକା ପ୍ରକାଶିତ.
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ତା: ୦୫-୦୭-୨୦୨୬ ଦିନ ନିର୍ବାଚକ ପଞ୍ଜିକରଣ ଅଧିକାରୀ ତଥା ଉପ ଜିଲ୍ଲାପାଳ ଗୁଣପୁର ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ଅଧ୍ୟକ୍ଷତା ରେ ୧୩୮ ଗୁଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ୱତନ୍ତ୍ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ପ୍ରକାଶିତ ହୋଇ…
ପଞ୍ଚସଖା ଶିକ୍ଷା ସେତୁର ପଞ୍ଚମ କାର୍ଯ୍ୟନିର୍ବାହୀ ପରିଷଦର ବୈଠକ
୨୩ ଜିଲ୍ଲାରେ ୭.୨୯ କୋଟି ଟଙ୍କାରେ ୬୦୯ ଟି ପ୍ରକଳ୍ପ ମଞ୍ଜୁର
ଭୁବନେଶ୍ୱର, ୦୪ । ୦୭ : ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ଚତୁର୍ଥ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟର ୨୩ଟି ଜିଲ୍ଲାର ବିଭିନ୍ନ ସ୍କୁଲରେ ଭିତ୍ତିଭୂମିର ବିକାଶ ପାଇଁ ୭.୨୯ କୋଟି…