Sign in
Sign in
Recover your password.
A password will be e-mailed to you.
ଚ଼ିଲିକା ବିଜେପି ପକ୍ଷରୁ ବୁଥ୍ ସଭାପତି ଓ ସଂପାଦକ ସମ୍ମିଳନୀ ଅନୁଷ୍ଠିତ
ଚିଲିକା (ସେକ କୌସର ): ଆଜି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଠାରେ ବିଜେପି ପକ୍ଷରୁ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ସମସ୍ତ ବୁଥ୍ ସଭାପତି ଓ ସଂପାଦକ ମାନଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ରାଜ୍ୟ ବିଜେପିର ବରିଷ୍ଠ ନେତା ପୃଥ୍ୱୀରାଜ ହରିଚ଼ନ୍ଦନ, ଚ଼ିଲିକା ବିଧାନସଭା…
ଘୁମୁସରୀ ଗୋ ପ୍ରଜାତୀ ସଂରକ୍ଷଣ ଓ ଘାସ–ବାସ-ଚାଷ ଅଭିଯୋଗ ସମାଧାନ ନିମିତ୍ତ ସମ୍ପୃକ୍ତ ବିଭାଗୀୟ ସମନ୍ୱୟ ବୈଠକ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଦେଶରେ ଆଜି ସୁଧା ୫୩ପ୍ରକାର ଗୋବଂଶ ଜାତୀୟ ଗୋବଂଶର ମାନ୍ୟତା ପ୍ରାପ୍ତ ହାସଲ କରିଛି I ତନ୍ମଧ୍ୟରୁ ୧୦ପ୍ରତିଶତ ଦୁଧିଆଳି ଗାଈ ଥିବା ବେଳେ ବାକି ୯୦ ଭାଗ କମ୍ କ୍ଷୀର ଦେଉଥିବା ପରିଶ୍ରମୀ ଓ ହଳ ଲଙ୍ଗଳ ଉପଯୋଗୀ ଗାଈଗୋରୁ ଅଛନ୍ତି ଯାହା ଆମ ଅଞ୍ଚଳର ଦେଶୀ…
ଜଗଦଳପୁର ଥାନା ର ନବ ନିଯୁକ୍ତ ଭାରପ୍ରାପ୍ତ ଅଧିକାରୀ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା l
ଝାରବନ୍ଧ -ମନୋହର ଦାଶ: ଆଦିବାସୀ ଓ ଅଧୁଷିତ ଅଞ୍ଚଳ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଜଗଦଲପୁର ଥାନା ରେ ନୂତନ ଭାବେ ଯୋଗଦାନ କରିଥିବା ଭାରପ୍ରାପ୍ତ ଅଧିକାରୀ ଶ୍ରୀ କୈଳାସ ଚନ୍ଦ୍ର ପଧାନ ଙ୍କୁ ଇତି ମଧ୍ୟ୍ୟରେ ଭବ୍ୟ ସ୍ୱାଗତ ପ୍ରଦାନ କରାଯାଇଛି l ଥାନା ର ସମସ୍ତ କର୍ମଚାରୀ ଉପସ୍ଥିତ ରହି ନୂତନ…
ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ରେଡ଼କ୍ରସ ପାଣ୍ଠିକୁ ଦାନ ।
ନବରଙ୍ଗପୁର, ଅଶୋକ ସାହୁ, ଶାସକ ପ୍ରଶାସକ: ଗରିବ ଅସହାୟ, ଦିବ୍ୟାଙ୍ଗ ଲୋକଙ୍କ ଅର୍ଥ ଅଭାବରୁ ରୋଗଶଯ୍ୟାରେ ପୀଡିତ,ଦୁର୍ଘଟଣା ଗ୍ରସ୍ତ ସମୟରେ ତୁରନ୍ତ ଲୋକମାନଙ୍କର ଜରୁରୀ କାଳୀନ ସେବା ଯୋଗାଇଦେବା ପାଇଁ ଜିଲ୍ଲାପ୍ରଶାସନ ତରଫରୁ ଜିଲ୍ଲା ରେଡ଼କ୍ରସ ପାଣ୍ଠି ରୁ ଆବଶ୍ୟକ ଆର୍ଥିକ ସହାୟତା ଯୋଗାଇ…
ମହିଳା ସ୍ନାତକ ମହାବିଦ୍ୟାଳୟରେ “ତମାଖୁ ମୁକ୍ତ ଶିକ୍ଷାନୁଷ୍ଠାନ’ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଗୁରାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଏକ "ତମାଖୁ ମୁକ୍ତ ଶିକ୍ଷାନୁଷ୍ଠାନ" ସଚେତନତା କାର୍ଯ୍ୟକ୍ରମ ଅଧ୍ୟକ୍ଷା ଡଃ ରୀନା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି।…
ଜେକେ କାଗଜ କାଳରେ ଜାତୀୟ ସୁରକ୍ଷା ସପ୍ତାହ ସମାପନ ସମାରୋହ
ରାୟଗଡ଼ା: ଜେକେ କାଗଜ କଳ ପରିସରରେ ୫୩ତମ ଜାତୀୟ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି ଯାହା କି ଗତ ତା ୦୪.୦୩.୨୦୨୪ ରିଖ ରେ ଉଦ୍ଘାଟିତ ହୋଇ ତା ୧୨.୦୩.୨୦୨୪ ରିଖରେ ସମାପନ ହୋଇଛି । ଉଦ୍ଘାଟନି ସମାରୋହରେ କାରଖାନା ଓ ବାଷ୍ପୀତ୍ର ନିର୍ଦ୍ଦେଶାଳୟର ରାୟଗଡ଼ା ବିଭାଗର ଉପ ନିର୍ଦ୍ଦେଶକ ଶ୍ରୀ…
କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟାବିଶିଷ୍ଟ କିମ୍ସ ଗ୍ରାମୀଣ ଡାକ୍ତରଖାନା ଲୋକାର୍ପଣ କଲେ…
ନିଜ ଗାଁ ପାଇଁ ନିଜ ଜନ୍ମମାଟି ପାଇଁ କିଛି କରିବା ହେଉଛି ଜୀବନର ଶ୍ରେଷ୍ଠ ସନ୍ତୋଷ, ଆମେ ସମସ୍ତେ ଯଦି ନିଜ ଗାଁ ନିଜ ମାଟି ପାଇଁ ଦାୟିତ୍ୱର ସହ କାମ କରିବାତେବେ ରୂପାନ୍ତର ଲକ୍ଷ୍ୟ ଖୁବ୍ ଶୀଘ୍ର ପୂରଣ ହେବ- ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଟକ…
ମନୋଜ ବେହେରା ପୁରୀ ଜିଲ୍ଲା ସାମାଜିକ ଗଣମାଧ୍ୟମ ସଂଯୋଜକ
ପୁରୀ (ଅନିମେଶ ପଟ୍ଟନାୟକ): ଯୁବ ସଂଗଠକ ମନୋଜ ବେହେରାଙ୍କୁ ମିଳିଛି ଗୁରୁ ଦାୟିତ୍ବ। ପ୍ରଦେଶ କଂଗ୍ରେସ ରାଜ୍ଯ ସାମାଜିକ ଗଣମାଧ୍ୟମ ମୁଖ୍ଯ ଅମୀୟ ପାଣ୍ତବଙ୍କ ଅନୁମୋଦନ କ୍ରମେ ପୁରୀ ସମେତ ୧୦ ଜିଲ୍ଲାର ସାମାଜିକ ଗଣମାଧ୍ୟମ ସଂଯୋଜକଙ୍କୁ ନିଯୁକ୍ତ କରାଯାଇଛି । ଛାତ୍ର ଜୀବନରୁ ମନୋଜ କଂଗ୍ରେସର…
ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତା ରେ ବୃଦ୍ଧି
ଖର୍ଚ୍ଚ ହେବ ଅଧିକ ୧୬୨.୬୮ କୋଟି ଟଙ୍କା
ଭୁବନେଶ୍ବର: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି।
ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତିମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ…
ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ…