ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୬ ପାଇଁ ପୁରୀରେ ପୋଲିସ ପ୍ରଶାସନର ସମୀକ୍ଷା ବୈଠକ: ସୁରକ୍ଷା ବ୍ୟବସ୍ଥା ନେଇ ପ୍ରସ୍ତୁତି…

ଆସନ୍ତା ଜୁଲାଇ ୧୬ ତାରିଖରେ ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ଐତିହାସିକ ମହାପର୍ବକୁ ଶୃଙ୍ଖଳିତ, ସୁରକ୍ଷିତ ଏବଂ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ କରିବା ନିମନ୍ତେ ପୁରୀସ୍ଥିତ ଜିଲ୍ଲା ପୋଲିସ କାର୍ଯ୍ୟାଳୟ (DPO) ପରିସରରେ ରାଜ୍ୟ…

ସହକାରୀ ନିର୍ଦ୍ଦେଶକ ବିଧିଙ୍କ କାର୍ଯ୍ୟଦକ୍ଷତା ସମୀକ୍ଷା ବୈଠକ

ବିଭାଗୀୟ ମାମଲା ପରିଚାଳନାରେ ସହକାରୀ ନିର୍ଦ୍ଦେଶକ ବିଧିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଭୁବନେଶ୍ୱର ୦୪.୦୭.୨୦୨୬: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ମଧ୍ୟରେ ଆଇନ ବିଭାଗ ବେଶ୍‌ ଗୁରୁତ୍ୱପୂର୍ଣ୍ଣ । ନୂଆ ଆଇନ ପ୍ରଣୟନଠାରୁ ଆରମ୍ଭ କରି ପୁରୁଣା ଆଇନରେ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା: ସମ୍ଭାବ୍ୟ ପରିସ୍ଥିତି ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ସଜାଗ

ଭୁବନେଶ୍ୱର, ୪ ଜୁଲାଇ, ୨୦୨୬: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ସୁଦୃଢ଼ ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ବ୍ୟାପକ ବର୍ଷା ଜାରି ରହିଥିବାବେଳେ ରାଜ୍ୟ ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି। ସ୍ୱତନ୍ତ୍ର ରିଲିଫ…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଓଡ଼ଗାଁରେ ପୁରୀ ସାଂସଦଙ୍କ ‘ଲୋକଙ୍କ ଦୁଆରେ’ କାର୍ଯ୍ୟକ୍ରମ

ଓଡ଼ଗାଁ, ୪।୭(ଶ୍ରୀକାନ୍ତ କୁମାର ମିଶ୍ର): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ପୁରୀ ସାଂସଦ ଡ଼. ସମ୍ବିତ ପାତ୍ର ଶୁକ୍ରବାର ଓଡ଼ଗାଁ ଏନ୍‌ଏସି ଓ ଆଖପାଖ ଅଞ୍ଚଳରେ ‘ଲୋକଙ୍କ ଦୁଆରେ’ କାର୍ଯ୍ୟକ୍ରମ କରିଥିଲେ। ଏହି ଅବସରରେ ସେ…

କୋମଣ୍ଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ:

କାଗଜ ପ୍ରସ୍ତୁତ ବ୍ୟାଜ ମାଧ୍ୟମରେ ‘ବୃକ୍ଷ ଲଗାଅ’ ବାର୍ତ୍ତା ଓଡ଼ଗାଁ, ୪।୭ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ କୋମଣ୍ଡ ପଞ୍ଚାୟତର କୋମଣ୍ଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ‘ବନ ମହୋତ୍ସବ–୨୦୨୬’ ଉତ୍ସାହର ସହ ପାଳିତ ହୋଇଯାଇଛି।ଓଡ଼ଗାଁ…

ଦକ୍ଷିଣପୁର କ୍ଲୋଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

ଦକ୍ଷିଣପୁର କ୍ଲୋଷ୍ଟରସ୍ଥ, ପଦରବାଲି ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଦକ୍ଷିଣପୁର କ୍ଲୋଷ୍ଟର ସ୍ତରୀୟ ଚଳିତ ଶିକ୍ଷାବର୍ଷ (୨୦୨୬-୨୭)ର ପ୍ରଥମ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଆମ୍ବଗଡ ସମବାୟ ସମିତିର ସଭାପତି ତଥା ଲାଞ୍ଜିଆ ପଞ୍ଚାୟତର ସମିତି ସଭ୍ୟ…

ଖୋଲାରେ ବିକ୍ରି ହେଉଥିବା ସମୋସା-ବଡ଼ା ଖାଇ ଗୁରୁତର ହେଲେ ମହିଳା, ଆପୋଲୋ ହସ୍ପିଟାଲରେ ବଞ୍ଚିଲା ଜୀବନ

ରାଉରକେଲା,(ବସନ୍ତ କୁମାର ଜେନା) : ରାସ୍ତାକଡ଼ରେ ଖୋଲାରେ ବିକ୍ରି ହେଉଥିବା ସମୋସା ଓ ବଡ଼ା ଖାଇବା ଜଣେ ମହିଳାଙ୍କ ପାଇଁ ପ୍ରାଣଘାତୀ ସାବ୍ୟସ୍ତ ହୋଇଥିଲା। ଦୂଷିତ ଖାଦ୍ୟ ଖାଇବାର କିଛି ଘଣ୍ଟା ମଧ୍ୟରେ ମହିଳାଙ୍କର ଲଗାତାର ବାନ୍ତି, ଝାଡ଼ା ଏବଂ ଅତ୍ୟଧିକ ଦୁର୍ବଳତା ଦେଖାଦେଇଥିଲା। ଧୀରେ ଧୀରେ…

ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ମାଲକାନଗିରିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଉପ ଜିଲ୍ଲାପାଳ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ପ୍ରଥମେଶ ଅରବିନ୍ଦ ରାଜସିର୍କେଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶକ୍ରମେ ମାଲକାନଗିରି ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ପରିଦର୍ଶନ କରି ସେଠାକାର ସ୍ଥିତି ଓ ଉନ୍ନୟନମୂଳକ…

ଲଗାଣ ବର୍ଷାରେ ଗଛ ପଡ଼ି ଭାଙ୍ଗିଲା ଘର, କ୍ଷତିଗ୍ରସ୍ତ ପରିବାରଙ୍କୁ ପଲିଥିନ ପ୍ରଦାନ କଲେ ତହସିଲଦାର

ମାଲକାନଗିରି (ସୁରେନ୍ଦ୍ର କୁମାର ବେମାଳ):ଲଗାଣ ବର୍ଷା ଯୋଗୁଁ ଗଛ ପଡ଼ି ଦୁଇଟି ଘର କ୍ଷତିଗ୍ରସ୍ତ ହୋଇଥିବା ଘଟଣା ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ସୋମନାଥପୁର ପଞ୍ଚାୟତର କଣ୍ଡେଲଗୁଡ଼ା ଗ୍ରାମରେ ଘଟିଛି।ସୂଚନା ଅନୁଯାୟୀ, ଗତ ଦୁଇ ଦିନ ଧରି ଜିଲ୍ଲାରେ ଲଗାଣ ବର୍ଷା ଜାରି…

ପୁଣି ଜଣେ ଦାଦନ ଯୁବକଙ୍କ ଟ୍ରେନ୍ ରୁ ଖସି ମୃତ୍ୟୁ ; ଶେଷ ସମୟରେ ମୁହଁ ବି ଦେଖି ପାରିଲେନି ବାପା ମାଆ

ବେଲଗୁଣ୍ଠା,୦୪/୦୭-(ଶିବରାମ ଚୌଧୁରୀ )-,ପେଟ ପାଟଣା ସହିତ ନିଜ ପରିବାରକୁ ଖୁସିରେ ରଖିବା ପାଇଁ ଘର ଛାଡ଼ି ଦାଦନ ଭାବେ ରାଜ୍ୟ ବାହାରକୁ ଯାଉଛନ୍ତି ଯୁବକ। ଜନ ସଂଖ୍ୟାକୁ ତାଳ ଦେଇ ବର୍ଷ ବର୍ଷ ଧରି ଗଞ୍ଜାମ ଜିଲ୍ଲାରେ ମଧ୍ୟ ଦାଦନ ଶ୍ରମିକଙ୍କ ସଂଖ୍ୟା ବୃଦ୍ଧି କ୍ରମାଗତ ଭାବେ ବୃଦ୍ଧି ପାଉଛି।…