Sign in
Sign in
Recover your password.
A password will be e-mailed to you.
ପଟ୍ଟାପାଇଁ ବସ୍ତି ବାସିନ୍ଦା ମ୍ୟୁନିସିପାଲଟି କାର୍ଯ୍ୟାଳୟ ଘେରାଉ
କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ର ୱାର୍ଡ ନମ୍ବର ୨ ସ୍ଥିତ ଆଇ. ଟି. ଆଇ. ସମ୍ମୁଖରେ ଥିବା ସୀତାବୋର୍ଡି ପଡା ବାସି ରଜା ରାଜୁଡା ଅମଳରୁ ବସତି ସ୍ଥାପନ କରି ରହି ଆସୁଛନ୍ତି । ଓଡିଶା ସରକାରଙ୍କ ବସ୍ତି ଆଇନ ୨୦୧୭ ଅନୁଯାୟୀ ପଡ଼ାର ୪୨ ଗୋଟି ପରିବାର କୁ ସର୍ଭେ ଭୁକ୍ତ କରାଯାଇ…
ମହିଳା କର୍ମଚାରୀମାନେ ସୋଆ ବିଶ୍ୱବିଦ୍ୟାଳୟର ଗୌରବ:ଶାଶ୍ୱତି ଦାସ
ଭୁବନେଶ୍ୱର , ୯ ମାର୍ଚ୍ଚ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ କାର୍ଯ୍ୟରତ ମହିଳାମାନେ କେବଳ ଶିକ୍ଷା କିମ୍ବା ସ୍ୱାସ୍ଥ୍ୟ କ୍ଷେତ୍ରରେ ନୁହେଁ ବରଂ ବିଭିନ୍ନ ବିଭାଗରେ ନିଜର ବହୁମୂଲ୍ୟ ଯୋଗଦାନ ଦେଇ ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ଏହି ଦୃଷ୍ଟିରୁ ସେମାନେ ବିଶ୍ୱବିଦ୍ୟାଳୟ ଓ ସାରା…
ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ଶିକାର ହୋଇଛନ୍ତି ଶିକ୍ଷକ ସମାଜ: ବିଜେପି
ଶିକ୍ଷା, ଶିକ୍ଷକ, ଶିକ୍ଷାୟତନ ଓ ଛାତ୍ର ସମାଜର ବିକାଶ ବିରୋଧୀ ଅଟେ ସମ୍ବେଦନହୀନ ରାଜ୍ୟ ସରକାର
ଶିକ୍ଷକମାନଙ୍କ ନ୍ୟାର୍ଯ୍ୟ ଦାବୀକୁ ଯଥାଶୀଘ୍ର ପୂରଣ କରନ୍ତୁ ରାଜ୍ୟ ସରକାର
ଭୁବନେଶ୍ୱର, ତା.୦୯/୦୩ : ରାଜ୍ୟ ସରକାର ସବୁବେଳେ ଶିକ୍ଷା ଓ ଶିକ୍ଷକମାନଙ୍କ ପ୍ରତି ଅବିଚାର…
ସୋଆ କପ୍ କ୍ରୀଡା ଉତ୍ସବରେ କୃଷି ମହାବିଦ୍ୟାଳୟର ଗ୍ରୁପ୍ ଚାମ୍ପିଅନ୍
ଭୁବନେଶ୍ୱର , ୯ ମାର୍ଚ୍ଚ : ଗୁରୁବାର ଉଦ୍ଯାପିତ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ବାର୍ଷିକ ସୋଆ କପ୍ କ୍ରୀଡ଼ା ପ୍ରତିଯୋଗିତାରେ ଏହା ଦ୍ୱାରା ପରିଚାଳିତ ୧୦ଟି ଶିକ୍ଷାନୁଷ୍ଠାନ ଭାଗ ନେଇଥିଲେ । ଏଥିରେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)…
ସାପ୍ତାହିକ ହାଟରେ ଯୁବକଙ୍କୁ ଗୁଳିମାଡ଼ ୩ ଗିରଫ
ରାଉରକେଲା, (ବସନ୍ତ କୁମାର ଜେନା): ବେଦବ୍ୟାସ କଲୁଙ୍ଗାର ଜନଗହଳିପୁର୍ଣ୍ଣ କରୁଆବାହାଲ ସାପ୍ତାହିକ ହାଟରେ ଶୁକ୍ରବାର ଅପରାହ୍ନରେ ଗୁଳିକାଣ୍ଡ ହୋଇଛି। ଜଣେ ଯୁବକଙ୍କ ଗୁଳିରେ ଅନ୍ୟଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କ ପିଠିରେ ଗୋଟିଏ ଗୁଳି ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା…
ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟ ରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ
ଗାଇସିଲାଟ/ମନ ଡନସନା- ଗାଇସିଲାଟ ପଞ୍ଚାୟତ ସମିତି ମହାବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ମହିଳା ଦିବସ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ. ଜୟକେତନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ରାଷ୍ଟ୍ରୀୟ ସରପଞ୍ଚ ସଂଘର ଯୁଗ୍ମ ସମ୍ପାଦିକା ଶ୍ରୀମତୀ ଅର୍ପିତା…
ବନଖଣ୍ଡ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ବନଖଣ୍ଡ କାର୍ଯ୍ୟାଳୟ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀ ଏସ୍. ଆନନ୍ଦଙ୍କ ଅଧ୍ୟକ୍ଷତା ରେ ସହକାରୀ ବନ ସଂରକ୍ଷକ ଶ୍ରୀ ଅରୁଣ କୁମାର ସାହୁ , ଦେବଗିରି…
ଖଲିକୋଟ ଅଂଚଳରେ ଶୈବପୀଠ ରେ ଭକ୍ତଙ୍କ ଭିଡ଼।
ଖଲ୍ଲିକୋଟ ରୁ ଶିବରାମ ଜେନା: ଗଞ୍ଜାମ ଜିଲ୍ଲାର ଖଲିକୋଟ ଗଡର ଇତିହାସ ଓଡ଼ିଶା ର ଅଦ୍ୱିତୀୟ କହିଲେ ଅତ୍ୟୁକ୍ତି ହେବ ନାହିଁ । ଖଲ୍ଲିକୋଟ ର ନାମକରଣ କୁ ଅନୁଧ୍ୟାନ କଲେ ଜଣାଯାଏ ଯେ , ଖଲିପତ୍ର ର ମଧ୍ୟ ଭାଗଟି ଦେଖିବାକୁ ବଡ଼ ହୋଇଥାଏ ଓ ଏହା ର ଚତୁଃପାର୍ଶ୍ଵରେ ବେଷ୍ଟିତ ହୋଇଥାନ୍ତି ଛୋଟଛୋଟ…
ମିଶନ ଶକ୍ତି community support staff ମାନଙ୍କ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଅକ୍ଟୋବର 2023 ରୁ ପିଛିଲା ଭାବରେ କାର୍ଯ୍ୟକାରୀ ହେବ.
ଉପକୃତ ହେବେ 59509 community support staff.
ଭୁବନେଶ୍ବର : ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି ।…
ଜିଲ୍ଲା ନୋଡାଲ୍ ଅଧିକାରୀଙ୍କୁ ନିର୍ବାଚନୀ ଖର୍ଚ୍ଚ ସମ୍ବନ୍ଧୀୟ ପ୍ରଶିକ୍ଷଣ
ଭୁବନେଶ୍ୱର : ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ରାଜ୍ୟର ସମସ୍ତ ଜିଲ୍ଲାର ନିର୍ବାଚନ ନୋଡାଲ୍ ଅଧିକାରୀଙ୍କର ଏକ ନିର୍ବାଚନୀ ଖର୍ଚ୍ଚ ସମ୍ୱନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଆଗାମୀ ସାଧାରଣ ନିର୍ବାଚନକୁ ମୁକ୍ତ ଓ ଅବାଧ ରଖିବା…