Sign in
Sign in
Recover your password.
A password will be e-mailed to you.
ସାପ୍ତାହିକ ହାଟରେ ଯୁବକଙ୍କୁ ଗୁଳିମାଡ଼ ୩ ଗିରଫ
ରାଉରକେଲା, (ବସନ୍ତ କୁମାର ଜେନା): ବେଦବ୍ୟାସ କଲୁଙ୍ଗାର ଜନଗହଳିପୁର୍ଣ୍ଣ କରୁଆବାହାଲ ସାପ୍ତାହିକ ହାଟରେ ଶୁକ୍ରବାର ଅପରାହ୍ନରେ ଗୁଳିକାଣ୍ଡ ହୋଇଛି। ଜଣେ ଯୁବକଙ୍କ ଗୁଳିରେ ଅନ୍ୟଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କ ପିଠିରେ ଗୋଟିଏ ଗୁଳି ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା…
ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟ ରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ
ଗାଇସିଲାଟ/ମନ ଡନସନା- ଗାଇସିଲାଟ ପଞ୍ଚାୟତ ସମିତି ମହାବିଦ୍ୟାଳୟ ଠାରେ ଅନ୍ତର୍ଜାତୀୟ ମହିଳା ଦିବସ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ. ଜୟକେତନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ରାଷ୍ଟ୍ରୀୟ ସରପଞ୍ଚ ସଂଘର ଯୁଗ୍ମ ସମ୍ପାଦିକା ଶ୍ରୀମତୀ ଅର୍ପିତା…
ବନଖଣ୍ଡ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ବନଖଣ୍ଡ କାର୍ଯ୍ୟାଳୟ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ବନଖଣ୍ଡ ଅଧିକାରୀ ଶ୍ରୀ ଏସ୍. ଆନନ୍ଦଙ୍କ ଅଧ୍ୟକ୍ଷତା ରେ ସହକାରୀ ବନ ସଂରକ୍ଷକ ଶ୍ରୀ ଅରୁଣ କୁମାର ସାହୁ , ଦେବଗିରି…
ଖଲିକୋଟ ଅଂଚଳରେ ଶୈବପୀଠ ରେ ଭକ୍ତଙ୍କ ଭିଡ଼।
ଖଲ୍ଲିକୋଟ ରୁ ଶିବରାମ ଜେନା: ଗଞ୍ଜାମ ଜିଲ୍ଲାର ଖଲିକୋଟ ଗଡର ଇତିହାସ ଓଡ଼ିଶା ର ଅଦ୍ୱିତୀୟ କହିଲେ ଅତ୍ୟୁକ୍ତି ହେବ ନାହିଁ । ଖଲ୍ଲିକୋଟ ର ନାମକରଣ କୁ ଅନୁଧ୍ୟାନ କଲେ ଜଣାଯାଏ ଯେ , ଖଲିପତ୍ର ର ମଧ୍ୟ ଭାଗଟି ଦେଖିବାକୁ ବଡ଼ ହୋଇଥାଏ ଓ ଏହା ର ଚତୁଃପାର୍ଶ୍ଵରେ ବେଷ୍ଟିତ ହୋଇଥାନ୍ତି ଛୋଟଛୋଟ…
ମିଶନ ଶକ୍ତି community support staff ମାନଙ୍କ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଅକ୍ଟୋବର 2023 ରୁ ପିଛିଲା ଭାବରେ କାର୍ଯ୍ୟକାରୀ ହେବ.
ଉପକୃତ ହେବେ 59509 community support staff.
ଭୁବନେଶ୍ବର : ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି ।…
ଜିଲ୍ଲା ନୋଡାଲ୍ ଅଧିକାରୀଙ୍କୁ ନିର୍ବାଚନୀ ଖର୍ଚ୍ଚ ସମ୍ବନ୍ଧୀୟ ପ୍ରଶିକ୍ଷଣ
ଭୁବନେଶ୍ୱର : ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ରାଜ୍ୟର ସମସ୍ତ ଜିଲ୍ଲାର ନିର୍ବାଚନ ନୋଡାଲ୍ ଅଧିକାରୀଙ୍କର ଏକ ନିର୍ବାଚନୀ ଖର୍ଚ୍ଚ ସମ୍ୱନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଆଗାମୀ ସାଧାରଣ ନିର୍ବାଚନକୁ ମୁକ୍ତ ଓ ଅବାଧ ରଖିବା…
ସମ୍ବଲପୁର ଓ ବ୍ରହ୍ମପୁରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
କମ୍ ଖର୍ଚ୍ଚରେ ନିରାପଦ ଯାତ୍ରା ଯୋଗାଇଦେବା ମୋ ବସ ସେବାର ଲକ୍ଷ୍ୟ
ଆଗକୁ ରାଜ୍ୟର ସବୁ ସହରରେ ମୋ ବସ୍ ସେବା ସୁବିଧା ମିଳିବ
ଉତ୍ତମ ଯୋଗାଯୋଗ ସମୃଦ୍ଧ ଭବିଷ୍ୟତର ଆଧାର - ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବଲପୁର ଓ…
ପ୍ରଗତି ମହିଳା ସଙ୍ଗଠନ ଓ ଗଜପତି ଜିଲ୍ଲା ବିକାଶ ସୁରକ୍ଷା ମଞ୍ଚ ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ
https://youtu.be/5qPHGdPszLs
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ପ୍ରଗତି ମହିଳା ସଙ୍ଗଠନ ଓ ଗଜପତି ଜିଲ୍ଲା ବିକାଶ ସୁରକ୍ଷା ମଞ୍ଚ ମିଳିତ ଆନୁକୁଲ୍ୟରେ ପାରଳାଖେମୁଣ୍ଡି ସ୍ଥିତ ୟୁଟେକ୍ କମ୍ପ୍ୟୁଟର ଶିକ୍ଷା କେନ୍ଦ୍ର ପରିସରରେ ଆନ୍ତର୍ଜାତିକ ମହିଳା ଦିବସ…
ମହା ଶିବରାତ୍ରି ଉପଲକ୍ଷେ ସମସ୍ତ ଶୈବପୀଠ ଚଳଚଞ୍ଚଳରେ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଶିବରାତ୍ରୀ ପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ରାୟଗଡ଼ା ଜିଲ୍ଲାର ବିଭିନ୍ନ ପ୍ରସିଦ୍ଧ ଶୈବପୀଠ। ବିଭିନ୍ନ ଶୈବପୀଠରେ ମନ୍ଦିର ପରିଚାଳନା କମିଟି ଓ ସ୍ଥାନୀୟ ପ୍ରଶାସନ ସହଯୋଗରେ ଶ୍ରଦ୍ଧାଳୁ ତଥା ଭକ୍ତମାନେ ମହାଦେବଙ୍କ ପୂଜାର୍ଚ୍ଚନା ଓ ଦର୍ଶନ ପାଇଁ…
ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଜଣେ ମୃତ
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର କୃଷି ବିଭାଗର କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲେ, ଦୁଇ ଜଣ ସାଙ୍ଗ ଗଛରେ ପିଟି ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ୍ ଅନ୍ତର୍ଗତ ଲକ୍ଷ୍ମୀପୁର ପଞ୍ଚାୟତର ପିଙ୍କୁ…