ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର, ୦୫/୦୩/୨୦୨୪: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ ଆଜି ଶଙ୍ଖଭବନରେ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ସକାଳ ୮ ଘଣ୍ଟା ସମୟରେ ଶଙ୍ଖ ଭବନଠାରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଦଳର ବରିଷ୍ଠ ନେତା ତଥା…

ବୃକ୍ଷ ରୋପଣ କରି ପାପଞ୍ଚାୟତରାଜ ଦିବସ କାର୍ଯ୍ୟକ୍ରମର ଶୁଭାରମ୍ଭ

ବରଗଡ଼ : ବରଗଡ଼ ଜିଲ୍ଲା ପାଇକମାଳ ପରିସରରେ ବ୍ଲକ୍ ସ୍ତରିୟ ପଞ୍ଚାୟତରାଜ ଦିବସ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ସମାରୋହରେ ପାଳିତ ହୋଇଯାଇଛି । ପାଇକମାଳ ବିଡିଓ ପ୍ରଫୁଲ କୁମାର ଓଦୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯକ୍ରମ ରେ ମୂଖ୍ୟ ଅତିଥି ଭାବେ ପାଇକମାଳ ବ୍ଲକ୍ ଅଧ୍ୟକ୍ଷ‍ ଭାବନା ସିଂ…

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିଜୁବାବୁଙ୍କ ଜନ୍ମ ଜୟନ୍ତୀ ପାଳିତ

ଜଗତସିଂହପୁର - ଆଜି ପୂର୍ବାହ୍ନ ରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମହାନ ଜନନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ ମୁନିସିପାଲିଟି ସମ୍ମୁଖରେ ବିଜୁପଟ୍ଟନାୟକ ଛକ ରେ…

ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଦିବସରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଭଞ୍ଜନଗର ରେ ବିଜୁବାବୁଙ୍କ ୧୦୮ ତମ ଜୟନ୍ତୀ ପାଳିତ

 ଭଞ୍ଜନଗର ରୁ {ଉଦୟନାଥ ପଣ୍ଡା}: ଆଜି ହେଉଛି ୫ ମାର୍ଚ୍ଚ ୨୦୨୪ ମଗଂଳ ବାର ପ୍ରବାଦ ପୁରୁଷ ବିଜୁପଟନାୟକଙ୍କ ୧୦୮ ତମ ଜନ୍ମଜୟନ୍ତୀ ତଥା ପଞ୍ଚାୟତ ରାଜ୍ ଦିବସ ଭାବେ ଭଞ୍ଜନଗର ର ବିଭିନ୍ନ ସ୍ଥାନରେ ଓ ପଞ୍ଚାୟତ ମାନଙ୍କ ରେ ପାଳିତ ହୋଇଛି ବିଜୁ ଜୟନ୍ତୀ ଉତ୍ସବ। ଏଥିନିମନ୍ତେ ଭଞ୍ଜମାଟି ଭଞ୍ଜନଗର…

ମୋହନା କୁ ଏନ୍ ଏ ସି ମାନ୍ୟତା ଦାବି ଜୋର୍ ଧରିଲା : ଭୋଟ ବର୍ଜନ ଚେତାବନୀ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶାର ଦ୍ଵିତୀୟ ବୃହତ୍ତମ ବ୍ଲକ୍ ତଥା ଗଜପତି ଜିଲ୍ଲାର ସର୍ବବୃହତ୍ତମ ବ୍ଲକ୍ ମୋହନାକୁ ଏନ୍.ଏ. ସି ମାନ୍ୟତା ଦାବିରେ ଆନ୍ଦୋଳନ ଚେତାବନୀ ଦେଇଛନ୍ତି ସ୍ଥାନୀୟ ପଞ୍ଚାୟତର ବିଭିନ୍ନ ସଂଗଠନ। ମୋହନା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏକ…

ପ୍ରଶାସନ ର ଲିଖିତ ପ୍ରତିଶ୍ରୁତି ପରେ ୯ ମ ଦିନରେ ଦିବାରାତ୍ର ଧାରଣା ସ୍ଥଗିତ; ଆଦିବାସୀ ଭାରତ ମହାସଭା

 ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗାଁକୁ ରାସ୍ତା, ବିଜୁଳି ଆଲୁଅ ଓ ପାନୀୟ ଜଳ ର ସର୍ବନିମ୍ନ ମୌଳିକ ସୁବିଧା ଦାବୀରେ ଭଞ୍ଜନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଖିଳ ଭାରତ କ୍ରାନ୍ତିକାରୀ କୃଷକ ସଭା(ଏ.ଆଇ.କେ.କେ.ଏସ୍) ଏବଂ ଆଦିବାସୀ ଭାରତ ମହାସଭା( ଏ.ବି.ଏମ୍) ନେତୃତ୍ୱରେ ଗତ ୨୬…

ବିଜୁ ପଟ୍ଟନାୟକଙ୍କ ଜୀବନୀ ଉପରେ ଆଧାରିତ ରାଜ୍ୟସ୍ତରୀୟ ଫଟୋଚିତ୍ର ପ୍ରଦର୍ଶନୀ

ଭୁବନେଶ୍ୱର: ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଏବଂ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଅବସରରେ ବିଜୁବାବୁଙ୍କ ଜୀବନର ଉପରେ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀକୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ…

ଜେ ଏନ୍ ଟାଟାଙ୍କ ୧୮୫ତମ ଜୟନ୍ତୀରେ ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ବିଚ୍ ସଫେଇ କାର୍ଯ୍ୟକ୍ରମ

ଗୋପାଳପୁର, ୦୪/୦୩: ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ଟାଟା ଗ୍ରୁପର ପ୍ରତିଷ୍ଠାତା ଜେ ଏନ୍ ଟାଟାଙ୍କ ୧୮୫ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗୋଷ୍ଠୀ ସମ୍ପ୍ରଦାୟଙ୍କ ସହଭାଗିତାରେ ବଟେଶ୍ୱର ଠାରେ ଏକ ବିଚ୍ ସଫେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।…

ନିୟୋଜିତ ହେବେ ୧୦ ହଜାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)

ଭୁବନେଶ୍ୱର, :ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତିା ଏହି ମର୍ମରେ ୧୦ ହଜାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ନିୟୋଜିତ କରିବା ପାଇଁ ସ୍ଥିର କରାଯାଇଛିା ଏହି ନିୟୋଜନ ପ୍ରକ୍ରିୟାକୁ ସ୍ୱଚ୍ଛ…