Sign in
Sign in
Recover your password.
A password will be e-mailed to you.
ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ମିଶ୍ରଣ ପର୍ବ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ ଜିଲ୍ଲା ବିଜେପି ସଭାପତି ତଥା ବିଧାୟକ କେ. ନାରାୟଣ ରାଓ ଙ୍କ ନେତୃତ୍ଵ ରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଯଶସ୍ଵି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ଓ ଜନାଭିମୁଖି…
ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ଠାରେ ଯୁବ ରେଡକ୍ରସ ଦ୍ୱାରା ଏକ ରକ୍ତଦାନ ଶିବିର ଅନୁଷ୍ଠିତ
ରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ଠାରେ ଯୁବ ରେଡକ୍ରସ ଦ୍ୱାରା ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଜିତେନ୍ଦ୍ରନାଥ ପଟ୍ଟନାୟକ ଆନୁଷ୍ଠାନିକ ଭାବରେ…
କେସିଙ୍ଗା ବ୍ଲକ ଲଇତରା ପଞ୍ଚାୟତ ର ଜୋଲକୋ ଗ୍ରାମଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକମାନଙ୍କୁ ନେଇ ଏକ ପ୍ରସ୍ତୁତି ବୈଠକ…
କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ ଲଇତରା ପଞ୍ଚାୟତର ଜୋଲକୋ ଗାଁ ଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ ବରିଷ୍ଠ ଉପ ସଭାପତି ଶ୍ରୀ ମଣ୍ଟୁ ନାଏକ ଯୋଗଦେଇ ତୃଣମୂଳ…
ଯୁବନେତା ମଣ୍ଟୁ ନାଏକଙ୍କ ନେତୃତ୍ୱରେ କାଣ୍ଡେଲ ପଞ୍ଚାୟତରେ ବିଜେଡିର ବୈଠକ
ଭବାନୀପାଟଣା : ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେସିଙ୍ଗା ବ୍ଲକ କାଣ୍ଡେଲ ପଞ୍ଚାୟତର ସିନ୍ଧବାହାଲି ଗାଁ ଠାରେ ସ୍ଥାନୀୟ ଅଧିବାସୀ ଏବଂ ଯୁବକ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟ ଯୁବ ବରିଷ୍ଠ ଉପ ସଭାପତି ଶ୍ରୀ ମଣ୍ଟୁ ନାଏକ ଯୋଗଦେଇ ତୃଣମୂଳ ସ୍ତରରେ…
ତଡାଖିଆ ନେତାଙ୍କୁ କୋଳେଇ ୨୦୧୯ର ଦଶା ଭୋଗିବ ବିଜେପି: ବିଜେଡି
୨୦୧୯ରେ ବିଜେଡିରୁ ବିତାଡିତ ନେତାଙ୍କୁ ନେଇଥଲା ବିଜେପି
ଏଥର ବି ଜଘନ୍ୟ ଅପରାଧରେ ସମ୍ପୃକ୍ତ ନେତାଙ୍କୁ କୋଳେଇ ନେଉଛି
ଓଡିଶାବାସୀ ଏଭଳି ନେତାଙ୍କୁ ଉଚିତ୍ ଜବାବ ଦେବେ
ଭୁବନେଶ୍ୱର, ୦୩/୦୩/୨୦୨୪: ୨୦୧୯ ମସିହାରେ ଯେଉଁ ନେତା ମାନଙ୍କର ବିଜେଡିରୁ ଟିକେଟ ପାଇବାର…
ବିଜେପି ଛାଡି ବିଜେଡିରେ ଯୋଗ ଦେଲେ ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷ
ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରସୁଲପୁର ବ୍ଲକର ଶତାଧିକ ବିଜେପି କର୍ମୀ ଆଜି ବିଜେଡିରେ ଯୋଗ ଦେଲେ
ଭୁବନେଶ୍ୱର: ଯାଜପୁର ଜିଲ୍ଲାର ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ନରେଶ ଚନ୍ଦ୍ର ମହାନ୍ତିଙ୍କ ସହ ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରସୁଲପୁର ବ୍ଲକର ଶତାଧିକ ବିଜେପି…
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ନିର୍ମାଣ ଶ୍ରମିକ ମାନଙ୍କ ପେନ୍ସନରେ ବୃଦ୍ଧି
‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ହେବେ ଉପକୃତ
୬୦ ବର୍ଷରୁ ଅଧିକ ବୟସର ନିର୍ମାଣ ଶ୍ରମିକ ୫୦୦ ଟଙ୍କା ପରିବର୍ତ୍ତେ ପାଇବେ ୧୦୦୦ ଟଙ୍କା
୮୦ ବର୍ଷରୁ ଅଧିକ ହେଲେ, ୭୦୦ ଟଙ୍କା ପରିବର୍ତ୍ତେ ପାଇବେ ୧୨୦୦…
ଟାଟା ଷ୍ଟିଲ୍ ପକ୍ଷରୁ ଯୋଡ଼ାରେ 185 ତମ ପ୍ରତିଷ୍ଠା ଦିବସ ପାଳିତ
ଯୋଡ଼ା, ମାର୍ଚ୍ଚ ୩.୨୦୨୪: ଟାଟା ଷ୍ଟିଲ୍ ଓର ମାଇନ୍ସ ଆଣ୍ଡ୍ କ୍ୱାରିଜ୍ (ଓଏମ୍କୁ୍ୟ) ଡିଭିଜନ୍ ର ଯୋଡ଼ା ୟୁନିଟ୍ ପକ୍ଷରୁ ରବିବାର ଜାମସେତଜୀ ନୁସରୱାନଜୀ ଟାଟାଙ୍କ 185 ତମ ଜୟନ୍ତୀକୁ ପ୍ରତିଷ୍ଠା ଦିବସ ରୂପେ ପାଳନ କରାଯାଇଛି ।
ଟାଟା ଷ୍ଟିଲ୍ ଯୋଡ଼ାର ଚିଫ୍ ରାଜେଶ କୁମାର ଅନ୍ୟାନ୍ୟ ୟୁନିଟ୍ ର…
ଧର୍ମଗଡ ଠାରେ ନୂଆ – ଓ ଛାତ୍ରବୃତ୍ତି ବିତରଣ କାର୍ଯକ୍ରମ
ଭବାନୀପାଟଣା : ଆଜି ପଞ୍ଚାୟତ ମହାବିଦ୍ୟାଳୟ ସାମ୍ନା ପଡ଼ିଆରେ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୫ଟି ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବା ସହ ନୂଆ-ଓ ଛାତ୍ରବୃତ୍ତିର ଉଦଘାଟନ କରିବା ସହ ଅନୁମୋଦନ ଆଦେଶ ବଣ୍ଟନ…
କିଟ୍ ନଲେଜ୍ ଟ୍ରି ବକ୍ତୃତାମାଳା: ବିକଶିତ ଭାରତ ନିର୍ମାଣରେ ଯୁବଗୋଷ୍ଠୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର,୧ ।୩: ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ନିର୍ମାଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯେଉଁ ଲକ୍ଷ୍ୟ ରହିଛି ସେଥିରେ ଯୁବଗୋଷ୍ଠୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଅଛି ବୋଲି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପ୍ରମୋଦ କୁମାର ମିଶ୍ର କହିଛନ୍ତି। ଆଜି କିଟ୍…