ଗଣତନ୍ତ୍ରର ମହାପର୍ବରେ ଭୋଟ ଦେଲେ ବିଧାୟକ ପ୍ରତାପ ଜେନା ଓ ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନାଙ୍କ ସହ ପରିବାର l

 https://youtu.be/03rap8qWYvk (ମାହାଙ୍ଗା - ଶାସକ ପ୍ରଶାସକ): ଅଞ୍ଚଳର ଵିକାଶ ପାଇଁ ନିର୍ବାଚନର ଏହି ବଡ଼ ପର୍ବରେ ଜନତା ଜନାର୍ଦନ ବାଛୁଛନ୍ତି ଉତ୍ତମ ନେତା l ସମସ୍ତ ଜନତାଙ୍କ ଗୋଟିଏ ଲକ୍ଷ୍ୟ ଅଧିକରୁ ଅଧିକ ଵିକାଶମୂଳକ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା l ମାହାଙ୍ଗା ନିର୍ବାଚନ ମଣ୍ଡଳୀ…

ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ  ବିଜେପି  ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ରଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଗଭୀର ଶୋକ ଭୁବନେଶ୍ଵର: ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ…

ଅବସରପ୍ରାପ୍ତ ଶିକ୍ଷକଙ୍କୁ ବିଦାୟ ସମ୍ବର୍ଦ୍ଧନା

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ର ନାମନଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଶ୍ରୀ ଭେଙ୍କେଟ ରମଣ ସାହୁକାରଙ୍କର ଶିକ୍ଷକତା କର୍ମଦିଗରେ ଅବସରପ୍ରାପ୍ତ ହେତୁ ଔପଚାରିକ ଭାବେ ବିଦ୍ୟାଳୟ କାର୍ଯ୍ୟାଳୟରେ ତାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା…

“ହାରିବା ଜାଣିସାରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ମୁଣ୍ଡ କାମ କରୁନି”

ଭୁବନେଶ୍ୱର : ହାରିବା ଜାଣିସାରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ମୁଣ୍ଡ କାମ କରୁନି ବୋଲି କହିଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି | ନିଜ "X" ହାଣ୍ଡଲ ରେ ଉଲ୍ଲେଖ କରିଛନ୍ତି ଯେ " ଶ୍ରୀଯୁକ୍ତ @dpradhanbjp ଜାଣିସାରିଲେଣି ତିନି ଚତୁର୍ଥାଂଶ ସଂଖ୍ୟା…

ସମ୍ ହସ୍ପିଟାଲ ଫୁଲନଖରା କ୍ୟାମ୍ପସ୍‌ରେ ବିଶ୍ୱ ତମାଖୁ ମୁକ୍ତ ଦିବସ ପାଳିତ

ଭୁବନେଶ୍ୱର, ମଇ ୩୧: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ୍‌ରେ ଶୁକ୍ରବାର ବିଶ୍ୱ ତମାଖୁ ମୁକ୍ତ ଦିବସ ପାଳିତ ହୋଇଯାଇଛି । ହସ୍ପିଟାଲ୍‌ର ଇଏନ୍‌ଟି ବିଭାଗ ପକ୍ଷରୁ ଏହି ଅବସରରେ ଜନସାଧାରଣଙ୍କ ନିମନ୍ତେ ନିଶାଦ୍ରବ୍ୟ ଓ ତମାଖୁ ଠାରୁ ଦୂରେଇ…

ସୋଆରେ ବିଶ୍ୱ ତମାଖୁ ମୁକ୍ତ ଦିବସ ପାଳିତ

ଭୁବନେଶ୍ୱର, ମଇ ୩୧: ବିଶ୍ୱ ତମାଖୁ ମୁକ୍ତ ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍‌ସେସ୍ (ଆଇଡିଏସ୍‌)ର ପବ୍ଲିକ୍ ହେଲ୍‌ଥ ଡେଂଟିଷ୍ଟ୍ରି ବିଭାଗ ପକ୍ଷରୁ ସଫେଇ କର୍ମଚାରୀଙ୍କ ନିମନ୍ତେ ତମାଖୁ ବର୍ଜନ ନେଇ ଏକ ସଚେତନତା କାର୍ଯ୍ୟକ୍ରମ…

ସୋଆ ରେଡ଼ିଓରେ ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ

ଭୁବନେଶ୍ୱର, ମଇ ୩୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ଦ୍ୱାରା ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ମଙ୍ଗଳବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ପିରିୟଡ ଫ୍ରେଣ୍ଡଲି ୱାର୍ଲ୍ଡ’କୁ ନେଇ ରେଡ଼ିଓ…

ରେମୁଣାରେ ମିଶନ ଶକ୍ତି ଭବନରେ ଟଙ୍କା ବଣ୍ଟା ଘଟଣାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ

ଦାବି ୧ ନମ୍ବର ମୁଖ୍ୟମନ୍ତ୍ରୀ, କିନ୍ତୁ ବାଣ୍ଟୁଛନ୍ତି ଟଙ୍କା - ଧର୍ମେନ୍ଦ୍ର ପ୍ରଧାନ • ବିଜେଡିର ଅର୍ଥ ଓ ବାହୁବଳ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାରତୀୟ ନିର୍ବାଚନ ଆୟୋଗ ଏବଂ ଓଡ଼ିଶା ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ କଲେ ଅନୁରୋଧ • ଅବାଧ ଓ ନିରପେକ୍ଷ ନିର୍ବାଚନକୁ…

ବେଲଗୁଣ୍ଠା ପୋଲିସ୍ ର ଫ୍ଲାଗ୍ ମାର୍ଚ୍ଚ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଆସନ୍ତା ୪ ତାରିଖରେ ହେବ ଭୋଟ୍ ଗଣତି I ତେବେ ଭୋଟ୍ ଗଣତି ପୂର୍ବରୁ ଏବଂ ଭୋଟ୍ ଗଣତି ଦିନ ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ୍ ପକ୍ଷରୁ ସମଗ୍ର୍ ଜିଲ୍ଲାରେ ସ୍ଵତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି I ଏହି ପ୍ରରିପ୍ରେକ୍ଷୀରେ…

ବେଲଗୁଣ୍ଠା ବ୍ଳକ୍ ର ଦୁଇ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଅଧୀନସ୍ଥ ବେଲଗୁଣ୍ଠା ସ୍ଥିତ ବାଲିଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁମତୀ ପାଣିଗ୍ରାହୀ ଏବଂ କୁଶପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତଥା ପୂର୍ବତନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ…